E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର

ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ
12:48 pmJune 2, 2021

ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ ଏହି ୫ ଫୁଟିଆ ନାଗ ଉଦ୍ଧାର ହୋଇଛି। ତେବେ ଏକ ବର୍ଷ ପୂର୍ବେ ସେଠାରୁ ଏକ ନାଗ ଉଦ୍ଧାର କରାଯାଇଥିବା ବେଳେ ବର୍ତ୍ତମାନ ଆଉ ଏକ ଉଦ୍ଧାର ହୋଇଛି । ଖବରପାଇ ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ଅଶ୍ୱିନୀ କୁମାର ଦାସ ଅଧିକାରୀ, ଫରେଷ୍ଟର ଦୁଷ୍ମନ୍ତ ଜେନା ପ୍ରମୁଖ ପହଞ୍ଚିଥିଲେ। ପରେ ସାପଟିକୁ ନେଇ ଜଙ୍ଗଲରେ ଛଡ଼ାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର View All

ଆଇସିୟୁ, ଭେଣ୍ଟିଲେଟର ନାହିଁ

ସୋନପୁର,୧୯।୫(ନି.ପ୍ର.) – କରୋନାର ଦ୍ୱିତୀୟ ଲହର ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି। ପ୍ରତିଦିନ ଶତାଧିକ ଲୋକ ସଂକ୍ରମିତ ହେଉଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...

ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି

ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର...

ଦଦରା ଘରେ ଡାକ୍ତରଖାନା

ପରଜଙ୍ଗ, ୨।୬(ଡି.ଏନ.ଏ.) – କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟସେବାର ଗୁରୁତ୍ୱ ଅନେକାଂଶରେ ବଢ଼ିଯାଇଛି। ଜରୁରିକାଳୀନ ସମୟରେ ହାତପାହାନ୍ତାରେ ସ୍ବାସ୍ଥ୍ୟସେବା ଉପଲବ୍ଧ କରାଇବା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟିଛି।...

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ପର୍ବତାରୋହୀ ଲିପିକା ସେଟ

ବରଗଡ଼ ଅଫିସ,୧୮।୬: ବରଗଡ଼ର ଆନ୍ତର୍ଜାତୀୟ ପର୍ବତାରୋହୀ ଲିପିକା ସେଟ୍‌ଙ୍କ ଶୁକ୍ରବାର ଜନ୍ମଦିନ ଥିଲା । ନିଜ ଜନ୍ମଦିନକୁ ଲିପିକା ନିଆରା ଢଙ୍ଗରେ ପାଳନ କରିଥିଲେ। ବରଗଡ଼...

ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ

ଝାରସୁଗଡ଼ା ଅଫିସ୍‌,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦...

ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା

ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି...

ରେକର୍ଡ ନିଶାରେ ଦିବ୍ୟଜ୍ୟୋତି

କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଞ୍ଜୟ ସବୁବେଳେ ନିଜ ରୁମ୍‌ରେ ରହୁଥିବାରୁ, ନର୍ଗିସ କହିଥିଲେ ଏଭଳି
Next Post Next post:
ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts