E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଜୀବନଚର୍ଯ୍ୟା

ଲ୍ୟାବ୍‌ରେ ତିଆରି ହେଲା ମା’ କ୍ଷୀର …
1:20 pmJune 2, 2021

ଓ୍ବାଶିଂଟନ,୨।୬: ଶିଶୁ ଜନ୍ମ ପରେ ମା’ କ୍ଷୀର ପିଇବା ଦ୍ୱାରା ଶାରୀରିକ ସହିତ ମାନସିକ ବିକାଶ ହୋଇଥାଏ। ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ମା’ କ୍ଷୀରର କୌଣସି ବିକଳ୍ପ ନାହିଁ। କେତେକ କ୍ଷେତ୍ରରେ ମା’ଙ୍କର ଆବଶ୍ୟକ ପରିମାଣର କ୍ଷୀର ହୋଇ ନ ଥାଏ। ଏପରିସ୍ଥଳେ ଶିଶୁ ପାଇଁ ସମସ୍ୟା ଉପୁଜି ଥାଏ। ତେବେ ଏହି ସମସ୍ୟାର ସମାଧାନ ପାଇଁ ଆମେରିକାରେ ବୈଜ୍ଞାନିକମାନେ ଲ୍ୟାବ୍‌ରେ ମା’ କ୍ଷୀରର ବିକଳ୍ପ ତିଆରି କରିଛନ୍ତି। ଏହାକୁ ବାୟୋ ମିଲ୍କ ଭାବେ ନାମକରଣ କରାଯାଇଛି।

ଏଥିରେ ବିଭିନ୍ନ ପ୍ରୋଟିନ୍‌, ଫ୍ୟାଟି ଏସିଡ୍‌ ସହିତ ଅନ୍ୟ ପୋଷକ ତତ୍ତ୍ୱ ପ୍ରଚର ମାତ୍ରାରେ ରହିଛି ବୋଲି ଏହାକୁ ପ୍ରସ୍ତୁତ କରିଥିବା ଦୁଇ ମହିଳା ବୈଜ୍ଞାନିକ ଲୈଲା ଷ୍ଟ୍ରେକ୍‌ଲାଣ୍ଡ୍‌ ଏବଂ ମିଶେଲ ଇଗେର ସୂଚନା ଦେଇଛନ୍ତି। ସେମାନେ ଏକ କମ୍ପାନୀ ପ୍ରତିଷ୍ଠା କରିଛନ୍ତି। ବାୟୋ ମିଲ୍କ ମା’ କ୍ଷୀରର ଅଭାବ ପୂରଣ କରିବାକୁ ସକ୍ଷମ ହେବ ବୋଲି କମ୍ପାନୀର ସଂସ୍ଥାପକ ତଥା ମୁଖ୍ୟ ବିଜ୍ଞାନ ଅଧିକାରୀ ଲୈଲା ଷ୍ଟ୍ରେକ୍‌ଲାଣ୍ଡ୍‌ କହିଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ଏହି କ୍ଷୀର ବଜାରରେ ଉପଲବ୍ଧ ହେବ ବୋଲି ଦୁଇ ବୈଜ୍ଞାନିକ ପ୍ରକାଶ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଜୀବନଚର୍ଯ୍ୟା View All

୧୮ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା…

କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍‌ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ...

ଶାରଳା ଆମେରିକାରେ ବିଚାରପତି

ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କନେକ୍ଟିକଟ୍‌ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍‌ ଜିଲାର ଆମେରିକା...

ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ

ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍‌ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶ ମରଓ୍ବାତ ଜିଲାର...

ଫୁଟୁଥିବା ଗରମ ପାଣିରେ ୩ କିଲୋ ଚିନି ମିଶାଇ ଶୋଇଥିବା ସ୍ବାମୀଙ୍କ ଉପରେ ଢାଳିଦେଲେ ସ୍ତ୍ରୀ, ଆଉ ତା’ ପରେ…

ଲଣ୍ଡନ,୧୮।୬: ଇଂଲଣ୍ଡର ଜଣେ ୫୯ ବର୍ଷୀୟା ମହିଳା ୮୧ ବର୍ଷୀୟ ବୃଦ୍ଧ ସ୍ବାମୀଙ୍କ ଉପରେ ଫୁଟୁଥିବା ଗରମ ପାଣିରେ ଚିନି ମିଶାଇ ଢାଳି ଦେବାରୁ ତାଙ୍କର...

କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା

ପ୍ୟାରିସ୍‌,୮ା୬: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରନଙ୍କୁ ଭିଡ଼ ଭିତରେ ଜଣେ ଚାପୁଡ଼ା ମାଡ଼ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ରାଷ୍ଟ୍ରପତିଙ୍କ...

ସାଧାରଣ ବ୍ୟକ୍ତି ବି କରିପାରିବେ ଜଗତକୁ ନିୟନ୍ତ୍ରଣ, ଜାଣନ୍ତୁ କେମିତି

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡ଼ିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ...

ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ

ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍‌ରେ...

ବୁଦ୍ଧିମତ୍ତା ଓ ନିଦ୍ରା

ଆମେ ପ୍ରତିଦିନ ଅତିକମ୍‌ରେ ୬-୭ ଘଣ୍ଟା ଶୋଇବା ଦରକାର। ହେଲେ କେତେକଙ୍କ କ୍ଷେତ୍ରରେ ଏଥିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ତେବେ ଯଦି ଜଣେ ବ୍ୟକ୍ତି ଆବଶ୍ୟକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇପିଏଲ୍‌ ୨୦୨୧ରେ ସବୁ ଦଳକୁ ଲାଗିପାରେ ଝଟ୍‌କା: ଖେଳି ନ ପାରନ୍ତି ଏହି ୪୦ ଖେଳାଳି
Next Post Next post:
ପୁରୀରେ ପହଞ୍ଚିଲା ରଥ ଦଉଡ଼ି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts