E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍‌ ଗଲେ ଦେଢ଼ଶୁର
3:38 pmJune 2, 2021

ଦିଗପହଣ୍ଡି,୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନ ଏବଂ ପ୍ରଶାନ୍ତ ପ୍ରଧାନଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍‌ ନଂ.୧୩୫/୨୧ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଦ୍ୱୟଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ସୋମବାର ସନ୍ଧ୍ୟାରେ ଅଭିଯୁକ୍ତ ଜଗନ୍ନାଥ ତାଙ୍କ ସାନ ଭାଇ ଅଭିମନ୍ୟୁଙ୍କ ଘରକୁ ଯାଇ ଭାଇବୋହୂ ଲକ୍ଷ୍ମୀଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ସେ ପ୍ରତିବାଦ କରିବାରୁ ଜଗନ୍ନାଥଙ୍କ ସ୍ତ୍ରୀ ଅନସୂୟା, ପୁଅ ରାମେଶ୍ବର ଏବଂ ତାଙ୍କ ସମ୍ପର୍କୀୟ ପ୍ରଶାନ୍ତ ଘରପାଖକୁ ଆସି ତାଙ୍କୁ ଗାଁ ରାସ୍ତାରେ ଉଲଗ୍ନ କରି ମାଡ଼ ମାରିବାକୁ ଚେତାବନୀ ଦେଇଥିଲେ। ଏନେଇ ଲକ୍ଷ୍ମୀଙ୍କ ଏତଲା କ୍ରମେ ଅଭିଯୁକ୍ତମାନଙ୍କ ନାଁରେ ମାମଲା ରୁଜୁ କରାଯାଇଥିଲା ବୋଲି ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି। ଅଭିଯୁକ୍ତମାନେ ଗତ କିଛିବର୍ଷ ହେଲା ଅଭିମନ୍ୟୁଙ୍କ ଚାଷଜମି, ଘରବାଡ଼ି ପ୍ରଭୃତି ସ୍ଥାବର ସମ୍ପତ୍ତି ଜବରଦଖଲ କରି ହଡ଼ପ ପାଇଁ ଉଦ୍ୟମ ଚଳାଇଛନ୍ତି। ଏପରିକି ଅନେକ ଥର ଅଭିମନ୍ୟୁ ଓ ତାଙ୍କ ସ୍ତ୍ରୀ ଲକ୍ଷ୍ମୀଙ୍କୁ ଅଭିଯୁକ୍ତମାନେ ପ୍ରବଳ ମାଡ଼ ମାରି ଲହୁଲୁହାଣ କରି ପକାଇଥିଲେ। ସେମାନଙ୍କ ନାଁରେ ଦିଗପହଣ୍ଡି ଥାନାରେ ପୂର୍ବରୁ ଏକାଧିକ ମାମଲା ରହିଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଥିବା ତଦନ୍ତକାରୀ ଅଧିକାରୀ ଏଏସଆଇ ଅମୂଲ୍ୟ କୁମାର ମିଶ୍ର ଜଣାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ପରୀ ପରେ ବେବିନାଙ୍କୁ ହତ୍ୟା

ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା...

ମଉଳିଲା ରଜମଉଜ

କାମାକ୍ଷାନଗର, ୧୬।୬(ଡି.ଏନ.ଏ.) – କରୋନା ଆସିବା ଦିନରୁ ଓଡ଼ିଆ ଘରର ସବୁ ପର୍ବପର୍ବାଣି ମଉଳିଯାଇଛି। ଜନସମାଗମ ଉପରେ କଟକଣା ଜାରି କରାଯାଇଥିବାରୁ ଏକାଠି ହୋଇ ଉତ୍ସବ...

ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ

ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ...

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ: ୧୦ ଆହତ

ସୋର,୧୭ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନସ୍ଥ ଆଟପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ...

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...

ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି...

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା...

ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ

ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭିନ୍ନ ଷ୍ଟାଇଲ୍‌ରେ ବାଳକର କେଶ କାଟିଲେ ‘ଦ ଗ୍ରେଟ୍‌ ଖଲି’, ଭିଡିଓ ଭାଇରାଲ ପରେ…
Next Post Next post:
ପିପିଇ କିଟ୍‌ ପିନ୍ଧି କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts