E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ସିବିଏସ୍‌ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା
3:49 pmJune 2, 2021

ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍‌ଇ ଓ ଆଇସିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିର୍ଣ୍ଣୟ ନିଆଯାଇଥିଲା। ତେବେ କେନ୍ଦ୍ରର ଏହି ନିଷ୍ପତ୍ତି ପରେ ମଧ୍ୟପ୍ରଦେଶରେ ପରୀକ୍ଷାକୁ ନେଇ ଏକ ବଡ଼ ଘୋଷଣା କରାଯାଇଛି। କେନ୍ଦ୍ର ପରେ ଏବେ ମଧ୍ୟପ୍ରଦେଶ ସରକାର ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ ଘୋଷଣା କରିଛନ୍ତି। ଶିକ୍ଷାମନ୍ତ୍ରୀଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ପୂର୍ବରୁ ଗୁଜରାଟ ସରକାର ମଧ୍ୟ ମହାମାରୀକୁ ଦୃଷ୍ଟିରେ ରଖି ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ବାତିଲ କରିଥିଲେ। ତେବେ ଗୁଜରାଟ ଓ ମଧ୍ୟପ୍ରଦେଶ ପରେ ଏବେ ସମସ୍ତଙ୍କ ନଜର ଉତ୍ତରପ୍ରଦେଶ ଏବଂ ବିହାର ବୋର୍ଡ ଉପରେ ରହିଛି।

 


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ସିଂଘଓ୍ବି ରାମଦେବ ମୁହାଁମୁହିଁ

ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ...

ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’

ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍‌ ବସ୍‌-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି...

ରାଜସ୍ଥାନ-ପଞ୍ଜାବରେ ରାଜନୈତିକ ସଙ୍କଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡ଼କାଇଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୧।୬: ରାଜସ୍ଥାନ ଓ ପଞ୍ଜାବରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଜୁନ ୨୪ରେ ଏକ ବଡ଼ ବୈଠକ ଡ଼କାଇଛନ୍ତି।...

ଭାକ୍ସିନ୍‌ ମାଗିଲା ଡବ୍ଲ୍ୟୁଏଚ୍‌ଓ, ଡେଲ୍ଟା ଭାରିଆଣ୍ଟ୍‌ ନେଇ ଦେଲା ଚେତାବନୀ…

ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ...

ବିଦ୍ୟୁତ୍‌ ବିଲ୍‌ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍‌କା

ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍‌ଙ୍କ ବିଦ୍ୟୁତ୍‌ ବିଲ୍‌ ୩୬ ଲକ୍ଷ ଟଙ୍କାରୁ...

୨୦୨୨ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଅଣ୍ଟାଭିଡ଼ା: ପରାଜୟରୁ ଶିକ୍ଷା ଲାଭ କରିବାକୁ କହିଲେ ମୋଦି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା...

ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ

ପ୍ରତାପଗଡ଼, ୧।୬: ଅନେକ ଥର ବିବାହ ସମୟରେ ବର ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିବାକୁ ମିଳେ। ହେଲେ କେବେ କନ୍ୟା ହର୍ଷ ଫାଇରିଂ କରୁଥିବାର...

୨ରୁ ଅଧିକ ସନ୍ତାନ ଥିଲେ ଆଉ ମିଳିବନି ସରକାରୀ ସୁବିଧା: ମୁଖ୍ୟମନ୍ତ୍ରୀ…

ଗୁଆହାଟି,୨୦।୬: ଏଣିକି ୨ରୁ ଅଧିକ ସନ୍ତାନ ଥିଲେ ଆଉ ସରକାରୀ ସୁବିଧା ସୁଯୋଗ ମିଳିବନି। ଏନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ସୂଚନା ଦେଇଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପିପିଇ କିଟ୍‌ ପିନ୍ଧି କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
Next Post Next post:
ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts