ଯାଜପୁର ଅଫିସ,୨।୬: ଲକ୍ଡାଉନ୍ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ ପଡ଼ିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ରୋଡରେ। ଯାଜପୁର ରୋଡ ନହକା ରାଇସ ମିଲ ପରିସରରେ ଥିବା ଏକ ଲୁଗା ଗୋଦାମକୁ ପୋଲିସ ସିଲ କରିଦେଇଛି। ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ କରି ଗୋଦାମ ଖୋଲିଥିବା ସମୟରେ ପୋଲିସ ଓ ପୌର ପ୍ରଶାସନ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଗୋଦାମ ଭିତରେ ପ୍ରାୟ ଶହେରୁ ଅଧିକ ଲୋକେ ଥିଲେ। ନିୟମ ଉଲ୍ଲଂଘନଲାଗି ଗୋଦାମରେ ଜମା ହୋଇଥିବା ସମସ୍ତ ଗ୍ରାହକଙ୍କଠାରୁ ୫ ଶହ ଟଙ୍କା ଲେଖାଏ ଫାଇନ ଆଦାୟ କରିଛି।
ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ
Posted inଆମ ଜିଲା ଖବର, ଯାଜପୁର View All
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...
ଚାଷୀ ନ ଥାଇ ଧାନ କିଣା
ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା...
ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ
ଛତ୍ରପୁର,୨୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର...
ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ଉପେକ୍ଷିତ: ଅଧିସୂଚନାରେ ଉଦ୍ୟମ ସୀମିତ
ଯାଜପୁର ଅଫିସ,୨୮ା୬: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ପାଇଁ ଉଦ୍ୟମ କରାଯିବ। ଏନେଇ ୨୨ା୯ା୨୦୧୬ରେ ଓଡ଼ିଶା ସରକାରୀ ଭାଷା ସଂଶୋଧିତ...
ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍ଏସ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍...
ଚିନ୍ତା ବଢ଼ାଇଛି ଚୋରା ବନ୍ଧୁକ
ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲାରେ ସକ୍ରିୟ ହୋଇଉଠିଛନ୍ତି ଅପରାଧୀ ଗୋଷ୍ଠୀ। କଥା କଥାରେ ଫୁଟୁଛି ବୋମା। ହେଉଛି ଗୁଳିମାଡ଼। ଗୋଷ୍ଠୀ ସଂଘର୍ଷରେ ଗଡୁଛି...
ଟିକାକରଣ କେନ୍ଦ୍ରରେ ସେଲ୍ଫି ବୁଥ୍
ଛତ୍ରପୁର,୮।୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ...
ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର
ମହାକାଳପଡ଼ା,୨୬।୬(ଡି.ଏନ୍.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର।...


