E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’
4:37 pmJune 2, 2021

ନୂଆଦିଲ୍ଲୀ,୨।୬: ଆଇପିଏଲ୍‌ ୨୦୧୮ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ) ପାଇଁ ଖେଳିଥିଲେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସାମ ବିଲିଙ୍ଗସ୍‌। ଏବେ ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ ବୋଲି ସେ କହିଛନ୍ତି।

ସିଏସ୍‌କେରେ ଥିବା ବେଳେ ବିଲିଙ୍ଗସ୍‌ ଦେଶରେ ଏବଂ ବିଶେଷକରି ଚେନ୍ନାଇରେ ଧୋନୀଙ୍କ ପ୍ରଶଂସକଙ୍କୁ ଦେଖି ଚକିତ ହୋଇଥିଲେ। କ୍ୟାପ୍‌ଟେନ୍‌ କୁଲଙ୍କ ସହ ଡ୍ରେସିଂ ରୁମ୍‌ ଶେୟାର କରିବାର ଅନୁଭବ ବିଷୟରେ ସେ ଏକ ସାକ୍ଷାତକାରରେ କହିଛନ୍ତି, ଚେନ୍ନାଇରେ ରହିବା ସମୟରେ ଧୋନୀଙ୍କ ନେତୃତ୍ୱରେ ଖେଳିବା ଏବଂ ତାଙ୍କ ଜୀବନକୁ ଅତି ନିକଟରୁ ଦେଖିବାର ସମ୍ମାନ ମିଳିଥିଲା। ସେ ପ୍ରତିଦିନକୁ ବଞ୍ଚିବାରେ ବିଶ୍ୱାସ କରନ୍ତି। ତାଙ୍କୁ ଦେଖିବାରେ ସମୟ ଅତିବାହିତ ହୋଇଯାଏ। ଉକ୍ତ ଅନୁଭୂତି ଚମତ୍କାର ଅଟେ। ତାଙ୍କର ବହୁତ ପ୍ରଭାବ ରହିଛି। ଭାବି ନିଅନ୍ତୁ ଯେ ଲୋକମାନେ ଧୋନୀଙ୍କ ପୂଜା କରିଥାନ୍ତି ବୋଲି ସେ କହିଛନ୍ତି।

ଏହାଛଡ଼ା କ୍ରିକେଟ ଭାରତୀୟଙ୍କ ଦୈନନ୍ଦିନ ଜୀବନର ଏକ ପ୍ରମୁଖ ଅଂଶ। ଭାରତରେ କ୍ରିକେଟ ଖେଳିବା ସୁନ୍ଦର ଅନୁଭୂତି। କାରଣ ସେଠାକାର ଲୋକେ କ୍ରିକେଟକୁ ଗୁରୁତ୍ୱ ଦିଅନ୍ତି। ଖେଳାଳି ଏବଂ ପ୍ରଶଂସକର ଅନୁଭବ ସେଠାରେ କରିପାରିବେ। ଇଂଲଣ୍ଡର କୌଣସି ବ୍ୟକ୍ତି କ୍ରିକେଟକୁ ପସନ୍ଦ କରନ୍ତି ନାହିଁ ବୋଲି କହିପାରିବେ। ହେଲେ ଭାରତୀୟମାନେ ସମ୍ପୂର୍ଣ୍ଣ ରୂପେ କ୍ରିକେଟକୁ ପସନ୍ଦ କରିଥାନ୍ତି ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି

ପ୍ୟାରିସ୍‌,୨।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ମଙ୍ଗଳବାର ତୃତୀୟ ଦିବସରେ ପହଞ୍ଚିଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଅଗ୍ରଗତି...

‘ଦି ହଣ୍ଡ୍ରେଡ୍‌’ରେ ଖେଳିବେ ୫ ଭାରତୀୟ

ଲଣ୍ଡନ, ୧୦।୬- ୟୁକେରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଛି ‘ଦି ହଣ୍ଡ୍ରେଡ’ମହିଳା କ୍ରିକେଟ ଟୁର୍ନାମେଣ୍ଟ। ଏଥିରେ ୫ ଭାରତୀୟ ମହିଳା ଖେଳାଳି ଅଂଶଗ୍ରହଣ...

ଗୋଟିଏ ଉଇକେଟ୍‌ ନେଇ ୨ ରେକର୍ଡ କଲେ ଇଶାନ୍ତ ଶର୍ମା: କପିଳ ଦେବଙ୍କୁ ପଛରେ ପକାଇଲେ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ଇଶାନ୍ତ ଶର୍ମା ଏପର୍ଯ୍ୟନ୍ତ ଗୋଟିଏ ଉଇକେଟ ନେଇଛନ୍ତି। ସେ ନ୍ୟୁଜିଲାଣ୍ଡର ଓପନର୍‌ ଡେଭନ କନୱେଙ୍କୁ ଆଉଟ କରିଛନ୍ତି। ଏହି...

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ବାକୁ, ୬ା୬ (ଏପି)-ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ପାଇଁ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂ ରେସ୍‌ରେ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଫଳରେ...

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...

ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ

ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍‌ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍‌, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍‌ ବିଜେତା...

ବ୍ୟାଟ୍‌ ଛାଡି ମାଇକ୍‌ ଧରିବେ ଏହି କ୍ରିକେଟର୍‌

ଲଣ୍ଡନ,୬।୬: ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥମ୍ପଟନ୍‌ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ମ୍ୟାଚ ଖେଳାଯିବ। ଏହି ମ୍ୟାଚ...

୨ ବଲ୍‌ରେ ୨୧ ରନ୍‌: ଏକଦା ପାକିସ୍ତାନୀ ବୋଲରଙ୍କ ଲୟ ଭାଙ୍ଗି ଦେଇଥିଲେ ସେହ୍ବାଗ; ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୮।୬: ନିଜ ସମୟର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ଜଣେ ଥିଲେ ଭାରତର ପୂର୍ବ ଓପନର୍‌ ବିରେନ୍ଦ୍ର ସେହ୍ବାଗ। କ୍ରିକେଟର ସମସ୍ତ ଫର୍ମାଟରେ ସେ ଚମକାଇବା ଭଳି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୁଶାନ୍ତ ସିଂ ରାଜପୁତଙ୍କ ଶ୍ରାଦ୍ଧ ବାର୍ଷିକୀ ପୂର୍ବରୁ ଭାବପ୍ରବଣ ହେଲେ ଅଙ୍କିତା
Next Post Next post:
ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts