E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସୁଶାନ୍ତ ସିଂ ରାଜପୁତଙ୍କ ଶ୍ରାଦ୍ଧ ବାର୍ଷିକୀ ପୂର୍ବରୁ ଭାବପ୍ରବଣ ହେଲେ ଅଙ୍କିତା
4:36 pmJune 2, 2021

ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। ଅଙ୍କିତା ସୁଶାନ୍ତଙ୍କ ପ୍ରତି ତାଙ୍କ ପ୍ରେମ ବ୍ୟକ୍ତ କରିବାରେ କେବେ ପଛେଇ ନାହାନ୍ତି। ତେବେ ପ୍ରେମର କିଛି ବର୍ଷ ପରେ ଏହି ଲଭ ବାର୍ଡ ଅଲଗା ହୋଇଥିଲେ। ହୁଏତ ଅଙ୍କିତା କିଛି ବର୍ଷ ସୁଶାନ୍ତଙ୍କ ସହିତ ପ୍ରେମ ସମ୍ପର୍କ ଶେଷ କରିଥିଲେ। ମାତ୍ର ସେ ଆଜି ମଧ୍ୟ ସୁଶାନ୍ତଙ୍କୁ ତାଙ୍କ ସ୍ମୃତିରୁ ଅଲଗା କରିପାରି ନାହାନ୍ତି। ଅଭିନେତ୍ରୀ ସୁଶାନ୍ତଙ୍କ ସ୍ମୃତିରେ ଅନେକ କିଛି ଶେୟାର କରିଥାନ୍ତି।

ନିକଟରେ, ଅଭିନେତ୍ରୀ ସିରିଏଲ ‘ପବିତ୍ରରିସ୍ତା’କୁ ୧୨ ବର୍ଷ ପୂରଣ ଲାଗି ଏକ ପୋଷ୍ଟ ଶେୟାର କରିଥିଲେ। ଏହି ସିରିଏଲରେ ସୁଶାନ୍ତ ଏବଂ ଅଙ୍କିତା ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଏହି ଶୋ, ଯାହା ଉଭୟଙ୍କ ହୃଦୟକୁ ମିଶେଇଥିଲା। ବର୍ତ୍ତମାନ ସୁଶାନ୍ତ ସିଂ ରାଜପୁତଙ୍କ ଶ୍ରାଦ୍ଧ ବାର୍ଷିକୀ ପାଖେଇ ଆସୁଥିବାରୁ ଅଙ୍କିତା ଲୋଖଣ୍ଡେ ପୁଣି ଥରେ ଭାବପ୍ରବଣ ହୋଇପଡିଛନ୍ତି। ଅଙ୍କିତା ଲୋଖଣ୍ଡେ ତାଙ୍କ ଇନଷ୍ଟା ଷ୍ଟୋରିରେ ଏହା ପ୍ରକାଶ କରିଛନ୍ତି ।

ସେ ନିଜ ଇନଷ୍ଟା ଷ୍ଟୋରିରେ ଜୁନ ଲେଖିବାବେଳେ ଏକ ବ୍ରୋକେନ ହାର୍ଟର ଇମୋଜି ପୋଷ୍ଟ କରିଥିଲେ। ଯାହା ଦର୍ଶାଏ ଯେ, ଜୁନ ଆସିବା ମାତ୍ରେ ଅଭିନେତ୍ରୀ ବହୁତ ଭାବପ୍ରବଣ ହୋଇଯାଇଛନ୍ତି । କାରଣ, ଏହି ମାସରେ ସୁଶାନ୍ତ ସିଂ ରାଜପୁତ ଦୁନିଆରୁ ବିଦାୟ ନେଇଥିଲେ। ଜୁନ ୧୪ରେ ତାଙ୍କ ବାନ୍ଦ୍ରା ଆପାର୍ଟମେଣ୍ଟରୁ ମୃତଦେହ ଜବତ ହୋଇଥିଲା। ସୁଶାନ୍ତଙ୍କ ମୃତ୍ୟୁ ପରେ ଅଙ୍କିତା ତାଙ୍କ ପରିବାର ସହିତ ଛିଡା ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଦର୍ଶକଙ୍କ ମନ ଜିଣୁଛି ଏହି ଅଭିନେତ୍ରୀଙ୍କ ଶାଢ଼ି ଲୁକ୍‌

ମୁମ୍ବାଇ: ସୋସିଆଲ ମିଡିଆରେ ହରିୟାଣା ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ସପ୍‌ନା ଚୌଧୁରୀ ଖୁବ୍‌ ଆକ୍ଟିଭ। ସେ ନିଜର ହଟ୍‌ ଲୁକ୍‌ ଏବଂ ସୌନ୍ଦର୍ଯ୍ୟ ପାଇଁ ଅଧିକାଂଶ...

ବୋଲ୍ଡ ସିନ୍‌ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି...

ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଶ୍ରୀଦେବୀଙ୍କ ଅବିକଳ ନକଲ ହେଉଛନ୍ତି ତାଙ୍କ ଝିଅ ଜାହ୍ନବୀ କପୁର। ମା’ ଶ୍ରୀଦେବୀଙ୍କ ନିଧନ ପରେ ତାଙ୍କର ଅଧୁରା ସ୍ବପ୍ନ ପୂରା...

ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ...

ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେଲେ ଏହି ଅଭିନେତା

ଅନେକ ଦିନ ଧରି ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ରାୱଲଙ୍କ ମଧ୍ୟରେ ମତଭେଦ ଥିବା ଖବର ଆସିଥିଲା। ଏବେ...

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ...

ଜାମିନ୍‌ରେ ମୁକୁଳି କରନ୍‌ଙ୍କ ପାଲଟା ଅଭିଯୋଗ: ମୋତେ ଫସାଇବା ପାଇଁ ସ୍ତ୍ରୀ ନିଜେ କାନ୍ଥରେ ନିଜ ମୁଣ୍ଡ ପିଟିଥିଲେ, ପରିବାରକୁ…

ବମ୍ବେ: ବିବାହର ୯ ବର୍ଷ ପରେ ସମ୍ପର୍କରେ ଫାଟ ନେଇ ନାନାଦି ଚର୍ଚ୍ଚା ପରେ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି କଥା। ଆମେ କଥା...

ଅଭିନେତାଙ୍କୁ ଭଲ ପାଇ ପଶ୍ଚାତାପ କରୁଛନ୍ତି ଏହି ଅଭିନେତ୍ରୀ, କହିଲେ ଜୀବନରେ ଫିଲ୍ମ ଇଣ୍ଡଷ୍ଟ୍ରିର ଆଉ କାହାକୁ ଭଲ ପାଇବିନି

ମୁମ୍ବାଇ: ଅଭିନେତ୍ରୀ ମିନୀଷା ଲାମ୍ବା ଆଜିକାଲି ପର୍ସନାଲ ଲାଇଫ୍‌କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ସ୍ବାମୀଙ୍କଠାରୁ ଛାଡ଼ପତ୍ର ପାଇବା ପରେ ଜଣେ ବ୍ୟକ୍ତିଙ୍କ ସହ ରିଲେସନଶିପ୍‌ରେ ରହୁଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ଗୁରୁବାର, ଜୁନ୍ ୩ ତାରିଖ – Daily Horoscope
Next Post Next post:
ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts