E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…
4:55 pmJune 2, 2021

ବମ୍ବେ: ପୁଣି ଥରେ ମା’ ହୋଇଥିବା ବେବୋଙ୍କ ଅତୀତ ବେଶ୍‌ ବିବାଦୀୟ। ଏକଦା ବ୍ଲାକ୍‌ ବିଉଟି ବିପାଶାଙ୍କ ସହ ତାଙ୍କର ଜୋରଦାର ଝଗଡ଼ା ହୋଇଥିଲା। କଥା ଏତେ ବଢ଼ିଥିଲା ଯେ, କରିନା ବିପାଶାଙ୍କୁ ଚାପୁଡ଼ା ମାରି ‘କଳା ବିରାଡ଼ି’ ବୋଲି କହିଥିଲେ। ପ୍ରେମିକ ଜନ୍‌ ଆବ୍ରାହମଙ୍କୁ ନେଇ ମଧ୍ୟ କରିନା କଟାକ୍ଷ କରିଥିଲେ।

ଘଟଣାଟି ୨୦୦୧ର। କରିନା ଓ ବିପାଶା ‘ଅଜନବୀ’ ଫିଲ୍ମର ଶୁଟିଂ କରୁଥିଲେ। ହେଲେ ନିଜ ନିଜର କଷ୍ଟ୍ୟୁମ(ପୋଷାକ)କୁ ନେଇ ସେମାନଙ୍କର ବଚସା ହୋଇଥିଲା। କରିନାଙ୍କୁ ନ ପଚାରି ତାଙ୍କ ଡିଜାଇନରଙ୍କ ସହାୟତା ନେଇଥିବାରୁ ବିପାଶାଙ୍କ ଉପରେ ଖପ୍ପା ହୋଇଥିଲେ ସେ। ଏହି ଝଗଡ଼ା ପରେ ଜଣେ ଅନ୍ୟଜଣଙ୍କ ମୁହଁ ଦେଖିବାକୁ ମଧ୍ୟ ପସନ୍ଦ କରୁ ନ ଥିଲେ। ଦୀର୍ଘଦିନ ଧରି ଏହା ଚାଲିବା ପରେ ୨୦୦୮ରେ ବିପାଶାଙ୍କୁ ସୈଫଙ୍କ ଜନ୍ମଦିନ ପାର୍ଟି ପାଇଁ ନିମନ୍ତ୍ରଣ କରିଥିଲେ କରିନା। ଏହାପରେ ଉଭୟଙ୍କ ମଧ୍ୟରେ ସମ୍ପର୍କ ଠିକ୍‌ ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବାଥ୍‌ରୁମ ସେଲ୍‌ଫି ଶେୟାର କଲେ ଏହି ଅଭିନେତ୍ରୀ, ଦର୍ଶକ ପଚାରିଲେ ଏମିତି ପ୍ରଶ୍ନ

ମୁମ୍ବାଇ: ଆଲିଆ ଭଟ୍ଟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏକି ସୋସିଆଲ ମିଡିଆରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କେବେ...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

ଶୁଟିଂ ସେଟ୍‌ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ

୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା...

ସୁଶାନ୍ତ ସିଂ ରାଜପୁତଙ୍କ ଶ୍ରାଦ୍ଧ ବାର୍ଷିକୀ ପୂର୍ବରୁ ଭାବପ୍ରବଣ ହେଲେ ଅଙ୍କିତା

ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। ଅଙ୍କିତା ସୁଶାନ୍ତଙ୍କ ପ୍ରତି ତାଙ୍କ ପ୍ରେମ ବ୍ୟକ୍ତ...

ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍‌...

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...

ଆଉ ଥରେ ପରଦାକୁ ଆସିବ ‘ପବିତ୍ର ରିସ୍ତା’: ଅଙ୍କିତାଙ୍କ ସହ ମାନବ ଭୂମିକାରେ ନଜର ଆସିବେ ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ କ୍ୟାରିୟର ବଦଳାଇ ଦେଇଥିଲା ଟେଲି ଧାରାବାହିକ ‘ପବିତ୍ର ରିସ୍ତା’। ତାଙ୍କ ମୃତ୍ୟୁ ପରେ ଓଟିଟି ପ୍ଲାଟଫର୍ମରେ ଏହି ଧାରାବାହିକ...

ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରେମିକାଙ୍କୁ ଭେଟିବା ପାଇଁ ନବବିବାହିତାଙ୍କ ବେଶରେ ପହଞ୍ଚିଲେ ପ୍ରେମିକ; ପରେ ଘଟିଲା କିଛି …
Next Post Next post:
କୋଟିଏରୁ ଅଧିକ ହରାଇଲେ ରୋଜଗାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts