E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ
6:52 pmJune 2, 2021

ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଏନେଇ ତାଙ୍କର ଜଣେ ସମ୍ପର୍କୀୟ ସୂଚନା ଦେଇଛନ୍ତି।

ହସ୍ପିଟାଲ ତରଫରୁ ମିଳିଥିବା ସୂଚନା ମୁତାବକ, ବିଜୟଶ୍ରୀ ଗତ ମାସ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସା ପରେ ସେ କରୋନାରୁ ଆରୋଗ୍ୟ ଲାଭ କରିଥିଲେ ସୁଦ୍ଧା ତାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅଧିକ ଉନ୍ନତି ପାଇଁ ହସ୍ପିଟାଲରେ ଚିକିତ୍ସା ଚାଲୁ ରହିଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ଖବର ପ୍ରଚାରିତ ହେବାପରେ ରାଜ୍ୟର ବହୁ ନେତା, ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ହେଉଛନ୍ତି ବିଜୟଶ୍ରୀ। ସେ ବାସୁଦେବପୁର ନିର୍ବାଚନ ମଣ୍ଡଳିରୁ ୬ ଥର ବିଜୟୀ ବିଧାୟକ ଥିଲେ। ସେ ନବୀନ ପଟ୍ଟନାୟକଙ୍କ ସରକାରରେ ସ୍ବାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ...

ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...

ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ

ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ...

ପୁରୁଣା ଉପରେ ନୂଆ ସେତୁ

ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ...

୪ ଅତିରିକ୍ତ ଏସ୍‌ପିଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଓଡ଼ିଶା ପୋଲିସର ୪ଜଣ ଅତିରିକ୍ତ ଏସ୍‌ପି ପାହ୍ୟାର ଅଫିସରଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ଗତ ୭ ତାରିଖରେ ଗୃହ ବିଭାଗ ପକ୍ଷରୁ...

ଚିନ୍ତା ଘାରିଲେ ବି ପ୍ରତିକାର ଶୂନ

ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିଯୁକ୍ତି

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଗୁରୁବାର ନିଯୁକ୍ତିପତ୍ର ଦିଆଯାଇଛି। ଆସନ୍ତା ୭ଦିନ ମଧ୍ୟରେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି। ଉକ୍ତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ
Next Post Next post:
ମହଙ୍ଗା ପଡ଼ିଲା ବାର୍‌ହା ମାଂସ କିଣିବା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts