E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

‘ପୁରୁଷଙ୍କ ପାଇଁ ଘରୋଇ ହିଂସା ଆଇନ ନ ଥିବା ଦୁର୍ଭାଗ୍ୟଜନକ’
10:06 amJune 3, 2021

ଚେନ୍ନାଇ, ୩ା୬: ଘରୋଇ ହିଂସାର ଶିକାର ହେଉଥିବା ପୁରୁଷମାନେ ସ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣୁଛନ୍ତି। ହେଲେ ଏ ନେଇ ଆଇନ ନ ଥିବା ଦୁର୍ଭାଗ୍ୟଜନକ ବୋଲି ମାଡ୍ରାସ ହାଇକୋର୍ଟ ମଙ୍ଗଳବାର କହିଛନ୍ତି। ପ୍ରାଣୀଧନ ଚିକିତ୍ସକ ପି. ଶଶିକୁମାରଙ୍କ ଆବେଦନର ଶୁଣାଣି କରି ଜଷ୍ଟିସ୍‌ ଏସ୍‌ ବୈଦ୍ୟନାଥନ୍‌ଙ୍କ ଖଣ୍ଡପୀଠ ଏହା କହିଛନ୍ତି। ୨୦୧୫ରେ ଶଶିକୁମାରଙ୍କ ସ୍ତ୍ରୀ ଘରୋଇ ହିଂସାକୁ କାରଣ ଦର୍ଶାଇ ଛାଡ଼ପତ୍ର ପାଇଁ ମହିଳା କୋର୍ଟରେ ମାମଲା କରିଥିଲେ। ଶଶିକୁମାର ମଧ୍ୟ ସ୍ତ୍ରୀ ତାଙ୍କ ପ୍ରତି କଠୋର ବ୍ୟବହାର କରୁଥିବା ଏବଂ ସ୍ବେଚ୍ଛାକୃତ ଭାବେ ତାଙ୍କୁ ଛାଡ଼ୁଥିବା ନେଇ ପ୍ରଥମ ଅତିରିକ୍ତ ସବ୍‌-ଜଜ୍‌ଙ୍କ ନିକଟରେ ଅଭିଯୋଗ ଦାଖଲ କରିଥିଲେ। ଛାଡ଼ପତ୍ର ପୂର୍ବରୁ ମହିଳା ଜଣକ ଶଶିକୁମାରଙ୍କ ବିରୋଧରେ ତାଙ୍କ କାର୍ଯ୍ୟାଳୟକୁ ଘରୋଇ ହିଂସା ଅଭିଯୋଗ ପଠାଇବା ପରେ ଶଶିକୁମାରଙ୍କୁ ନିଲମ୍ବନ କରାଯାଇଥିଲା। ମହିଳା ଜଣକ ଅନାବଶ୍ୟକ ଭାବେ ଶଶିକୁମାରଙ୍କ ପାଇଁ ସମସ୍ୟା ଉପୁଜାଇଥିଲେ ବୋଲି କୋର୍ଟ କହିଛନ୍ତି। ୧୫ ଦିନ ମଧ୍ୟରେ ଶଶିକୁମାରଙ୍କ ଚାକିରିକୁ ଫେରାଇନେବାକୁ ପଶୁପାଳନ ଓ ଚିକିତ୍ସା ସେବା ନିର୍ଦ୍ଦେଶକଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ

ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର...

ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍‌ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ମୋଦି...

କୋଭିଶିଲ୍ଡ ଡୋଜ୍‌ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ...

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ...

ବେଆଇନ ଟେଲିଫୋନ୍‌ ଏକ୍ସଚେଞ୍ଜକୁ କଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍‌ କଲ୍‌ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍‌...

ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା...

ଦ୍ୱିତୀୟ ଭଳି ଗମ୍ଭୀର ହୋଇପାରେ ତୃତୀୟ ଲହର

ନୂଆଦିଲ୍ଲୀ, ୩।୬: କରୋନାରେ ଦ୍ୱିତୀୟ ଲହର ଭଳି ଭାରତରେ ତୃତୀୟ ଲହର ମଧ୍ୟ ଅନୁରୂପ ଭୟାବହ ସ୍ଥିତି ସୃଷ୍ଟି କରିପାରେ। ଏହା ୯୮ ଦିନ ପର୍ଯ୍ୟନ୍ତ...

ଅନୁପ ପାଣ୍ଡେ ନୂଆ ଇସି

ନୂଆଦିଲ୍ଲୀ, ୧୦।୬(ପି.ଟି.): ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନ (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍‌ସ୍ପଟ୍‌’
Next Post Next post:
୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ବାହାରିଲା ଭାରତୀୟ ଦଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts