E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ବାହାରିଲା ଭାରତୀୟ ଦଳ
10:12 amJune 3, 2021

ମୁମ୍ବାଇ,୩।୬: ଭାରତୀୟ ପୁରୁଷ କ୍ରିକେଟ ଦଳ ୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ଗୁରୁବାର ବାହାରିଛି। ଉଭୟ ମହିିଳା ଏବଂ ପୁରୁଷ ଦଳ ଏକ ଗସ୍ତରେ ଯାଇଛନ୍ତି। ଜୁନ୍‌ ୧୮ରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲରେ ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି ଭାରତ। ଏହା ପରେ ଇଂଲଣ୍ଡ ସହିତ ପାଞ୍ଚ ଟେଷ୍ଟ ସିରିଜ ଖେଳାଯିବ। ଭାରତୀୟ ମହିଳା ଦଳ ଇଂଲଣ୍ଡ ଗସ୍ତରେ ଗୋଟିଏ ଟେଷ୍ଟ ବ୍ୟତୀତ ତିନୋଟି ଏକଦିବସୀୟ ଏବଂ ତିନୋଟି ଟି-୨୦ ମ୍ୟାଚ ଖେଳିବାକୁ ପଡିବ। ଭାରତୀୟ ଅଧିନାୟକ ବିରାଟ କୋହଲି ଗସ୍ତ ପୂର୍ବରୁ କହିଛନ୍ତି, ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି) ଫାଇନାଲ ପାଇଁ ତାଙ୍କ ଦଳର ସୀମିତ ପ୍ରସ୍ତୁତି ପାଇଁ ଚିନ୍ତିତ ନୁହେଁ। କାରଣ ସେ ବିଶ୍ୱାସ କରନ୍ତି ଯେ, ଅତୀତରେ ଇଂଲଣ୍ଡରେ ଖେଳିବାର ଅଭିଜ୍ଞତା ତାଙ୍କୁ ପରିସ୍ଥିତି ବିଷୟରେ ଖାପ ଖୁଆଇବାକୁ ଯଥେଷ୍ଟ। କରୋନା ମହାମାରୀ ମଧ୍ୟରେ କ୍ରିକେଟରମାନେ ମାନସିକ ସ୍ତରରେ କ୍ଲାନ୍ତ ବାୟୋ ବବୁଲରେ ରହିବାକୁ ବାଧ୍ୟ ହେଉଛନ୍ତି ବୋଲି ସେ କହିଛନ୍ତି।
ଆଇସିସି ଟେଷ୍ଟ ମାନ୍ୟତାରେ ଭାରତୀୟ ପୁରୁଷ କ୍ରିକେଟ ଦଳ ନମ୍ବର ୧ ସ୍ଥାନରେ ଥିବାବେଳେ ନ୍ୟୁଜିଲାଣ୍ଡ ଦଳ ଦ୍ୱିତୀୟ ସ୍ଥାନରେ ରହିଛି। ଏଭଳି ପରିସ୍ଥିତିରେ ଡବ୍ଲୁଟିସି ଫାଇନାଲରେ ଦୁଇ ଦଳ ମଧ୍ୟରେ କଡ଼ା ପ୍ରତିଯୋଗିତା ହେବ।

Off we go ✈️#TeamIndia pic.twitter.com/4k7wOOVpdA

— BCCI (@BCCI) June 2, 2021


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ...

କୋହଲି, ଯୁବି, ଧୋନୀଙ୍କ ପାଇଁ ଏମିତି ଶବ୍ଦର ବ୍ୟବହାର କଲେ ରଶିଦ

ନୂଆଦିଲ୍ଲୀ,୪।୬: ଭାରତ ପାଇଁ କ୍ରିକେଟ ଗ୍ରାଉଣ୍ଡରେ ଅନେକ ସଫଳତା ହାସଲ କରିଥିବା ମହେନ୍ଦ୍ର ସିଂ ଧୋନୀ, ଯୁବରାଜ ସିଂ (ଯୁବି) ଓ ବିରାଟ କୋହଲିଙ୍କୁ ଗୋଟିଏ...

ପୁଅର ଭିଜା ପାଇଁ କ୍ରୀଡ଼ା ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାନିଆ

ନୂଆଦିଲ୍ଲୀ,୩।୬: ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ସାନିଆ ମିର୍ଜା ୟୁକେରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥି ଲାଗି ସେ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ...

ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍‌ କଲେ ଖୁଲାସା

ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ମହିଳା ଦଳ ଜୁନ୍‌...

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ...

ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍‌ ଖେଳିପାରିବ ସେତୋଟି ବାଇକ୍‌ ଦାନ କରିବି’

ନୂଆଦିଲ୍ଲୀ,୪।୬: ଚର୍ଚ୍ଚାରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ସୋଏବ ଅଖତର। କାରଣଟି ହେଲା ତାଙ୍କର କିଛି ସୋସିଆଲ ମିଡିଆ ପୋଷ୍ଟ। ମଜାରେ କିଛି କଥା କହୁ...

ରୋନାଲ୍ଡୋଙ୍କ ରେକର୍ଡ

ବୁଦାପେଷ୍ଟ,୧୬।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ...

୨ ଉଇକେଟ ଦୂରରେ ଅଶ୍ୱିନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ପୁରୁଷଙ୍କ ପାଇଁ ଘରୋଇ ହିଂସା ଆଇନ ନ ଥିବା ଦୁର୍ଭାଗ୍ୟଜନକ’
Next Post Next post:
ତୈଳ, ଗ୍ୟାସ ବିତରଣକାରୀଙ୍କୁ ଟିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts