ଲର୍ଡସ,୩।୬: ନ୍ୟୁଜିଲ୍ୟାଣ୍ଡର ଓପନର୍ ଡେଭନ କନୱେ ଇତିହାସ ସୃଷ୍ଟି କରିଛନ୍ତି। ସେ ଗାଙ୍ଗୁଲିଙ୍କ ୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୮୪ ତମ ଓଭରର ଚତୁର୍ଥ ବଲରେ କନୱେ ଗାଙ୍ଗୁଲିଙ୍କ ରେକର୍ଡ ଭାଙ୍ଗିଥିଲେ। କନୱେ ତାଙ୍କର ଡେବ୍ୟୁ ମ୍ୟାଚରେ ଶତକ ସ୍କୋର କରିଥିଲେ। ସେ ଲର୍ଡସରେ ଏମିତି ରେକର୍ଡ କରିବାରେ ବିଶ୍ୱର ୬ଷ୍ଠ ଏବଂ ନ୍ୟୁଜିଲାଣ୍ଡର ଦ୍ୱାଦଶ ଖେଲାଳି ହୋଇଛନ୍ତି। କନୱେ ୧୧୬୩ ବଲରେ ନିଜର ଶତକ ପୂରଣ କରିଥିଲେ।
ଗାଙ୍ଗୁଲି ଲର୍ଡସରେ ତାଙ୍କର ଟେଷ୍ଟ ଡେବ୍ୟୁ କରିଥିଲେ। ସେ ଇଂଲଣ୍ଡ ବିପକ୍ଷ ଡେବ୍ୟୁ ମ୍ୟାଚ୍ରେ ୧୩୧ ରନ୍ର ଚମତ୍କାର ଶତକ ହାସଲ କରିଥିଲେ। ଏହି ମ୍ୟାଚରେ ରାହୁଲ ଦ୍ରାବିଡ ୯୫ ରନ ସଂଗ୍ରହ କରିଥିଲେ। ଏହା ମଧ୍ୟ ଦ୍ରାବିଡଙ୍କ ଡେବ୍ୟୁ ମ୍ୟାଚ ଥିଲା। ଲର୍ଡସରେ ଡେବ୍ୟୁ ମ୍ୟାଚ୍ରେ ଶତକ ହାସଲ କରିଥିବା କନୱେ ତୃତୀୟ ବିଦେଶୀ ବ୍ୟାଟ୍ସମ୍ୟାନ ହୋଇଥିଲେ। ତାଙ୍କ ପୂର୍ବରୁ ହ୍ୟାରି ଗ୍ରାହାମ (୧୮୯୩) ଏବଂସୌରଭ ଗାଙ୍ଗୁଲି (୧୯୯୬) ଏହି କୀର୍ତ୍ତିମାନ କରିଛନ୍ତି।
ଫାଇନାଲରେ ବୋଲିଂ କରିବେ କି କୋହଲି
ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ...
ଜୁନିୟର ହକି ବିଶ୍ୱକପ୍: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର
ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...
ଡବ୍ଲ୍ୟୁଟିସି ଫାଇନାଲ: ରଜର୍ଭ ଡେ’ ଟିକେଟ ମୂଲ୍ୟ ହ୍ରାସ
ସାଉଥାମ୍ପଟନ, ୨୨ା୬ (ପି.ଟି.)- ବର୍ଷାଯୋଗୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ବିଶେଷ ପ୍ରଭାବିତ ହୋଇଛି। ରିଜର୍ଭ ରଖାଯାଇଥିବା...
ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ
ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍ ବିଜେତା...
ୟୁରୋକପ୍ ଫୁଟ୍ବଲ ଉଦ୍ଘାଟିତ
ରୋମ୍,୧୩।୬(ଏପି): କୋଭିଡ୍-୧୯ ସାରା ବିଶ୍ୱକୁ ପ୍ରଭାବିତ କରିବା ପରେ ପ୍ରଥମଥର ପାଇଁ କୌଣସି ବୃହତ୍ ସ୍ପୋଟର୍ସ ଇଭେଣ୍ଟ ଆରମ୍ଭ ହୋଇଛି। ୟୁରୋପ ମହାଦେଶର ସର୍ବବୃହତ୍ ଫୁଟ୍ବଲ...
ରୋମାଞ୍ଚକର ହେବ ଫାଇନାଲ୍: ୫ ଖେଳାଳିଙ୍କ ମଧ୍ୟରେ ରହିଛି ଖାସ୍ ସମ୍ପର୍କ
ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି) ର ଫାଇନାଲ ଜୁନ ୧୮ରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଉଭୟ ଟିମ ଇଣ୍ଡିଆର...
ଚୁର୍ମାର୍ ହେଲା କୋହଲିଙ୍କ ସ୍ବପ୍ନ: ଗୋଟିଏ ବି ଆଇସିସି ଟ୍ରଫି ନ ଜିତିପାରି କଲେ ହ୍ୟାଟ୍ରିକ୍
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଫଳରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପୁଣି ଥରେ...
ଅମୋଲ ମଜୁମ୍ଦାର ମୁମ୍ବାଇ କୋଚ୍ ନିଯୁକ୍ତ
ମୁମ୍ବାଇ, ୨ା୬(ପି.ଟି.)-ରଣଜୀ ଟ୍ରଫି କିମ୍ବଦନ୍ତୀ ତଥା ପୂର୍ବତନ ମୁମ୍ବାଇ ଅଧିନାୟକ ଅମୋଲ ମଜୁମ୍ଦାର ଆସନ୍ତା ଘରୋଇ ସିଜନ ପାଇଁ ମଙ୍ଗଳବାର ସିନିୟର ଦଳର କୋଚ୍ ଭାବେ...


