E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ’
8:50 amJune 3, 2021

ମୁମ୍ବାଇ, ୩।୬(ପି.ଟି.)-  ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ। ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦ୍‌ଘାଟନୀ ସଂସ୍କରଣର ଫାଇନାଲ ୧ ମ୍ୟାଚ ବିଶିଷ୍ଟ। ମାତ୍ର ଏପରି ହେବା ଉଚିତ ନୁହେଁ ବୋଲି ଟିମ୍‌ ଇଣ୍ଡିଆ କୋଚ୍‌ ରବି ଶାସ୍ତ୍ରୀ ପ୍ରକାଶ କରିଛନ୍ତି। ଭାରତ ଗୁରୁବାର ବିଳମ୍ବିତ ରାତିରେ ୟୁନାଇଟେଡ କିଙ୍ଗ୍‌ଡମ୍‌ ଅଭିମୁଖେ ଯାତ୍ରା କରିବ। ସାଉଥାମ୍ପଟନଠାରେ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଜୁନ୍‌ ୧୮ରୁ ଆରମ୍ଭ ହେବ। ଏହାପରେ ଭାରତ ଅଗଷ୍ଟ ୪ରୁ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ।
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌କୁ ଯଦି ଦୀର୍ଘକାଳୀନଭିତ୍ତିରେ କରାଯାଏ ତେବେ ବେଷ୍ଟ ଅଫ୍‌ ଥ୍ରୀ ଫାଇନାଲ ଉପଯୁକ୍ତ ହେବ। ଏହା ହେଲେ ଦୁଇ ଦଳ ପରାକାଷ୍ଠା ଦେଖାଇବାର ସୁଯୋଗ ପାଇବେ ବୋଲି ଶାସ୍ତ୍ରୀ ବୁଧବାର ଇଂଲଣ୍ଡ ଗସ୍ତ ପୂର୍ବ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏଥିପାଇଁ ଫ୍ୟୁଚର ଟୁର୍ସ ପ୍ରୋଗ୍ରାମ (ଏଫ୍‌ଟିପି) ପ୍ରସ୍ତୁତ ହେବା ଆବଶ୍ୟକ। ଗୋଟିଏ ମ୍ୟାଚରେ ଏକ ଦଳର ଦକ୍ଷତା ମପାଯାଇ ପାରିବ ନାହିଁ। ଦେଶରେ କ୍ୱାରାଣ୍ଟାଇନ୍‌ ଅବଧି ଶେଷ କରିବା ପରେ ଭାରତୀୟ ଦଳ ୟୁକେ ଯିବାକୁ ପ୍ରସ୍ତୁତ। ସେଠାରେ ପହଞ୍ଚତ୍ବା ପରେ ୟୁକେ ସରକାରଙ୍କ ନିୟମ ଅନୁସାରେ କ୍ୱାରାଣ୍ଟାଇନ୍‌ରେ ଖେଳାଳିମାନେ ରହିବେ। ମାତ୍ର ନ୍ୟୁଜିଲାଣ୍ଡ ବହୁ ପୂର୍ବରୁ ୟୁକେରେ ପହଞ୍ଚତ୍ ଇଂଲଣ୍ଡ ବିପକ୍ଷରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ଆରମ୍ଭ କରିଛି। ଫଳରେ ଏହି ଦଳକୁ ଭଲ ମ୍ୟାଚ ଅଭ୍ୟାସ ମିଳିଛି। ଶାସ୍ତ୍ରୀ କହିଛନ୍ତି ଯେ ପ୍ରଥମଥର ପାଇଁ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ହେଉଛି। ଏହା ନିଶ୍ଚିତ ବଡ଼ ଗେମ୍‌। ଏହା ଏପରି ଏକ ଫର୍ମାଟ ଯେଉଁଥିରେ କି ଦଳ ପରୀକ୍ଷାର ସମ୍ମୁଖୀନ ହୋଇଥାଏ। ଏହା ୩ ଦିନ କିମ୍ବା ୩ ମାସରେ ହୋଇ ନ ଥାଏ। ୨ ବର୍ଷରୁ ଊର୍ଦ୍ଧ୍ୱ ଖେଳିବା ପରେ ଏପରି ଏକ ସମୟ ଆସିଥାଏ। ଏହି ସମୟ ମଧ୍ୟରେ ପୂରା ବିଶ୍ୱରେ ଦଳଗୁଡ଼ିକ ପରସ୍ପର ବିପକ୍ଷରେ ଖେଳିଥାନ୍ତି। ସର୍ବାଧିକ ପଏଣ୍ଟପ୍ରାପ୍ତ ଦଳ ହିଁ ଫାଇନାଲ ଖେଳିବାକୁ ଯୋଗ୍ୟ ହୋଇଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍‌ ଗେମ୍‌ ଖେଳିବ

ନୂଆଦିଲ୍ଲୀ,୨୬।୬: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ୨ଟି ଇଣ୍ଟ୍ରା...

ଅଲିମ୍ପିକ ଚାମ୍ପିୟନ ରୋଲିନ୍ସମ୍ୟାକ୍‌ନିଲ ୫ବର୍ଷ ବାସନ୍ଦ

ମୋନାକୋ, ୫ା୬ (ଏପି)-ଅଲିମ୍ପିକ ହର୍ଡଲ୍ସ ଚାମ୍ପିୟନ ବ୍ରାଏନା ରୋଲିନ୍ସମ୍ୟାକ୍‌ନିଲ ଏକ ଡୋପିଂ ମାମଲାରେ ୫ବର୍ଷ ବାସନ୍ଦ ହୋଇଛନ୍ତି। ଫଳରେ ସେ ଚଳିତବର୍ଷର ଟୋକିଓ ଗେମ୍ସ ଓ...

‘ଦି ହଣ୍ଡ୍ରେଡ୍‌’ରେ ୫ ଭାରତୀୟ ମହିଳା ଖେଳିବେ

ଲଣ୍ଡନ, ୧୧।୬(ପି.ଟି.)- ୟୁନାଇଟେଡ କିଙ୍ଗ୍‌ଡମ୍‌ରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଥିବା ‘ଦି ହଣ୍ଡ୍ରେଡ’ କ୍ରିକେଟ ଟୁର୍ନାମେଣ୍ଟରେ ଭାରତର ୫ ମହିଳା ଖେଳାଳି ଅଂଶଗ୍ରହଣ...

ପରିବାର ସହ ମିଶିଲେ ଅଷ୍ଟ୍ରେଲୀୟ ଆଇପିଏଲ୍‌ ଖେଳାଳି

ସିଡ୍‌ନୀ, ୧ା୬ (ପି.ଟି.)-ଭାରତରେ ଆଇପିଏଲ୍‌ରେ ଭାଗନେବା ଲାଗି ଆସିଥିବା ଅଷ୍ଟ୍ରେଲୀୟ କ୍ରିକେଟର, ସପୋର୍ଟ ଷ୍ଟାଫ୍‌ ଏବଂ କମେଣ୍ଟେଟରଙ୍କ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହେବାପରେ ସୋମବାର ସେମାନେ...

ଅଲିମ୍ପିକ୍‌ ପୂର୍ବରୁ ବିସିସିଆଇର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୦।୬: ଅଲିମ୍ପିକ୍‌ ଯୋଗ୍ୟତାଧାରୀ ଭାରତୀୟ ଖେଳାଳିଙ୍କ ଟ୍ରେନିଂ ଓ ପ୍ରସ୍ତୁତି ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୦ କୋଟି ଟଙ୍କା ଦାନ କରିବ।...

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ ଜେଡେନ ସିଲ୍ସ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ ଲୁସିଆ), ୬ା୬(ପି.ଟି.)-ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ୧୭ ଜଣିଆ...

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର...

ଫ୍ରେଞ୍ଚ୍‌ ଓପନରୁ ଓହରିଲେ ଫେଡରର

ପ୍ୟାରିସ, ୭।୬-ତୃତୀୟ ରାଉଣ୍ଡରେ ସଂଘର୍ଷପୂର୍ଣ୍ଣ ବିଜୟ ପରେ ସୁଇଜରଲାଣ୍ଡର ରୋଜର ଫେଡରର ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଆଣ୍ଠୁରେ ୨...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଘରୋଇ କ୍ରିକେଟରେ କେନ୍ଦ୍ରୀୟ ଚୁକ୍ତି ଲାଗୁ ନେଇ ଦାବି
Next Post Next post:
ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts