ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍ଫେର୍ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍ ଚୋକ୍ସିଙ୍କ ଜାମିନ୍ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ ନୀତି ଆପଣେଇ ପ୍ରତ୍ୟର୍ପଣରୁ ବଞ୍ଚିବାକୁ ଚେଷ୍ଟା କରୁଥିବା ଚୋକ୍ସିଙ୍କୁ ଏହାଦ୍ୱାରା ବଡ଼ ଝଟ୍କା ଲାଗିଛି। ଡୋମିନିକାରେ ବେଆଇନ ଭାବେ ପ୍ରବେଶ କରିଥିବା ମାମଲାରେ ସେ କରିଥିବା ଜାମିନ୍ ଆବେଦନକୁ ସ୍ଥାନୀୟ କୋର୍ଟ ନାମଞ୍ଜୁର କରି ଦେଇଛନ୍ତିି। ମାମଲାର ଶୁଣାଣି ସମୟରେ କୋର୍ଟରେ ଚୋକ୍ସି ହ୍ବିଲଚେୟାରରେ ବସି ଉପସ୍ଥିତ ଥିଲେ। ଏବେ ଚୋକ୍ସି ଉପର ଅଦାଲତରେ ଅପିଲ୍ କରିବେ ବୋଲି ତାଙ୍କ ଆଇନଜୀବୀ ବିଜୟ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି।
Posted inଅନ୍ତର୍ଜାତୀୟ View All
ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…
ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା...
ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ
କୋଭିଡ୍ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...
ରୋନାଲ୍ଡୋଙ୍କ ପରେ ପୋଗ୍ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…
ପ୍ୟାରିସ୍,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍ ମଧ୍ୟରେ ୨୯,୩୦୦ କୋଟି...
ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ
ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍ ଲିଲି...
୧୫୦ ଛାତ୍ରୀଛାତ୍ରଙ୍କୁ ଅପହରଣ
ଆବୁଜା, ୧ା୬: କେତେଜଣ ବନ୍ଧୁକଧାରୀ ରବିବାର ନାଇଜେରିଆର ନାଇଜର୍ ପ୍ରଦେଶରେ ଥିବା ଏକ ଇସ୍ଲାମିକ୍ ସ୍କୁଲରୁ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ଅପହରଣ କରିନେଇଛନ୍ତି। ଏ...
ମିଳିଲା ତୃତୀୟ ବୃହତ୍ ହୀରା
ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍ର ଏହି ହୀରା...
ଶାରଳା ଆମେରିକାରେ ବିଚାରପତି
ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ କନେକ୍ଟିକଟ୍ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍ ଜିଲାର ଆମେରିକା...
ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…
ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...


