E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଝଗଡ଼ା କରୁକରୁ ବାଲକୋନୀରୁ ୨୫ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ-ସ୍ତ୍ରୀ: ଭିଡିଓ ଦେଖିଲେ ଆପଣ ବି…
11:58 amJune 3, 2021

ନୂଆଦିଲ୍ଲୀ: ପରିବାର ମଧ୍ୟରେ ସ୍ବାମୀସ୍ତ୍ରୀଙ୍କ ଝଗଡ଼ା କିଛି ନୂଆ କଥା ନୁହେଁ। ହେଲେ ବେଳେବେଳେ ଝିମିଟି ଖେଳରୁ ମହାଭାରତ ପରି ସାମାନ୍ୟ କଳି ମାରପିଟ୍‌ ପର୍ଯ୍ୟନ୍ତ ଯାଇଥାଏ। ସୋସିଆଲ ମିଡିଆରେ ସ୍ବାମୀସ୍ତ୍ରୀ ମଧ୍ୟରେ ଝଗଡ଼ାର ଏଭଳି ଏକ ଭିଡିଓ ଭାଇରାଲ ହେଉଛି। ହେଲେ ଝଗଡ଼ା ପରେ ଯାହା ଘଟୁଛି ତାହା ଦେଖିଲେ ଆପଣ ବି ଚମକି ପଡ଼ିବେ।

ଭିଡିଓର ଆରମ୍ଭରେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେଉଥିବା ଦେଖିବାକୁ ମିଳୁଛି। ଧିରେଧିରେ ଉଭୟ ବାଲକୋନୀକୁ ଚାଲି ଆସୁଛନ୍ତି। ସେଠାରେ ମାର୍‌ପିଟ ଲାଗିବା ବେଳେ ରେଲିଂ ଭାଙ୍ଗି ଯିବା ଯୋଗୁ ସେମାନେ ୨୫ ଫୁଟ ତଳକୁ ହଠାତ୍‌ ଖସି ପଡ଼ୁଛନ୍ତି। ରାସ୍ତା ଉପରେ ସେମାନେ ପଡ଼ିଯିବା ଦେଖି ଅନେକ ଲୋକ ଚକିତ ହୋଇଯାଉଛନ୍ତି। ଲୋକେ ଆମ୍ବୁଲାନ୍ସ ଡାକି ଉଭୟଙ୍କୁ ଡାକ୍ତରଖାନା ପଠାଉଥିବା ନଜର ଆସୁଛି।

ଘଟଣାଟି ପିଟସବର୍ଗର ବୋଲି ଜଣାପଡ଼ିଛି। ବାଲକୋନୀରୁ ତଳକୁ ଖସିପଡ଼ିବା ଯୋଗୁ ସ୍ବାମୀସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ଚିକିତ୍ସା ଜାରି ରହିଛି। ଅପରପକ୍ଷେ କେହି ଭିଡିଓଟିକୁ ସୋସିଆଲ ମିଡିଆରେ ଛାଡ଼ି ଦେବା ପରେ ଏହା ଭାଇରାଲ ହେବାରେ ଲାଗିଛି। ବ୍ୟବହାରକାରୀ ଏଥିରେ ଅନେକ ପ୍ରକାର କମେଣ୍ଟ ଦେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ପଛରେ ବାଘକୁ ଦେଖି, ଜୀବନ ନେଇ ଦୌଡ଼ୁଥିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

କୁକୁଡ଼ା ଛୁୁଆକୁ ଦେଖି କୁକୁର ଛୁଆର ଏଭଳି ଅବସ୍ଥା

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

ବାପାଙ୍କ ମୃତ୍ୟୁ ପରେ କାହିଁକି ଖେଳ ଛାଡ଼ି ଦେଇଥିଲେ ନମ୍ବର ଓ୍ବାନ୍‌ ଫାଇଟର

ମିକ୍ସଡ୍‌ ମାର୍ସାଲ ଆଟର୍‌ସ(ଏମ୍‌ଏମ୍‌ଏ)ରେ ‘ଦି ଇଗଲ’ ଭାବେ ପରିଚିତ ରୁଷିଆନ ଫାଇଟର ଖବିବ୍‌ ନୁରମାଗୋମେଡୋଭ। ଏହି ୩୨ ବର୍ଷୀୟ ଫାଇଟର ନିଜ କ୍ୟାରିୟରର ଶୀର୍ଷରେ ଥିବାବେଳେ...

ସ୍କେଟିଂରେ ସଚେତନତା

ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧...

ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍‌: ଆଇସିଇଆର୍‌…

ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍‌ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍‌ମାନେ ୟୁଏଫ୍‌ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...

ମହାକାଶ ନୁହେଁ, ସମୁଦ୍ର ମଧ୍ୟ ଦେଇ ଆସୁଛନ୍ତି ଏଲିଅନ

ପୃଥିବୀର ବିଭିନ୍ନ ସ୍ଥାନରେ ଏଲିଅନ ଏବଂ ସେମାନଙ୍କ ଯାନ ଦେଖିବାକୁ ମିଳୁଥିବା ଅନେକ ଦାବି କରୁଛନ୍ତି। ଏହି ଦାବି ଉପରେ ବର୍ତ୍ତମାନ ଆଲୋଚନା ପର୍ଯ୍ୟାଲୋଚନା ଆରମ୍ଭ...

ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

ବିଶ୍ୱରେକର୍ଡ ଭାଙ୍ଗିଲେ ଏହି ମହିଳା: ଏକାଥରକେ ଜନ୍ମ ଦେଲେ ୧୦ ସନ୍ତାନ

ଦକ୍ଷିଣ ଆଫ୍ରିକାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ଜଣେ ମହିଳା ଏକାଥରକେ ୧୦ ସନ୍ତାନ ଜନ୍ମ ଦେଇ ଏକ ନୂଆ ବିଶ୍ୱ ରେକର୍ଡ କରିଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୮ ବର୍ଷ ତଳେ କରିଥିଲେ ଟୁଇଟ୍‌: ଏବେ ମାଗିଲେ କ୍ଷମା
Next Post Next post:
ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts