ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍ଷ୍ଟିଚ୍ୟୁଟ ପକ୍ଷରୁ ଡ୍ରଗ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)କୁ ଭାକ୍ସିନ ସ୍ଫୁଟନିକ ଭି ତିଆରି କରିବା ଲାଗି ଅନୁମତି ମାଗିଛି। କୋଭିଡ ଭାକ୍ସିନ କୋଭିଶିଲ୍ଡ ତିଆରି କରିଥିବା ସେରମ ଇନ୍ଷ୍ଟିଚ୍ୟୁଟ ଏହାର ଟେଷ୍ଟ ଆନାଲିସିସ୍ ଓ ପରୀକ୍ଷଣ ପାଇଁ ଆବେଦନ କରିଥିବା ଜଣାପଡ଼ିଛି। ଏନେଇ ସୂତ୍ରରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ବର୍ତ୍ତମାନ ଭାରତରେ ସ୍ଫୁଟନିକ୍ ଭି ଭାକ୍ସିନ ନିର୍ମାଣ ଡା. ରେଡିଜ ଲାବୋରେଟାରି ଦ୍ୱାରା କରାଯାଉଛି।
ସ୍ଫୁଟନିକ୍ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍ ଇନ୍ଷ୍ଟିଚ୍ୟୁଟ
Posted inକରୋନା ଭାଇରସ୍, ଜାତୀୟ View All
୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...
‘ସବୁ ମୋଦି ଚୋର’ ଆପତ୍ତିଜନକ ମନ୍ତବ୍ୟ ମାମଲାର ଶୁଣାଣି, କୋର୍ଟରେ ରାହୁଲ ଗାନ୍ଧୀ…
ସୁରଟ,୨୪।୬: ଗତ ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ବୋଲି ମନ୍ତବ୍ୟ ଦେଇଥିଲେ। ଗୁଜରାଟ ସୁରଟ...
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ଡେଲ୍ଟା ଭାରିଆଣ୍ଟ୍ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…
ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ...
ମୂଲ୍ୟାୟନ ସୂତ୍ରକୁ ବିରୋଧ
ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍ଇ ଏବଂ ସିଆଇଏସ୍ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...
ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...
୭୦ କୋଭି୍ଡ ଅନାଥଙ୍କ ଦାୟିତ୍ୱ ନେଲା ଲକ୍ଷ୍ନୌ ୟୁନିଭର୍ସିଟି
ଲକ୍ଷ୍ନୌ, ୧୭ା୬: ଉତ୍ତରପ୍ରଦେଶ ସ୍ଥିତ ଲକ୍ଷ୍ନୌ ୟୁନିଭର୍ସିଟି କରୋନାରେ ରୋଜଗାରିଆ ମାତାପିତାଙ୍କୁ ହରାଇଥିବା ୭୦ ଅନାଥ ପିଲାଙ୍କ ଦାୟିତ୍ୱ ନେଇଛି। ଏଥିସହ ଲକ୍ଷ୍ନୌ, ବାରାଣସୀ, ପ୍ରୟାଗରାଜ,...
୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା
ନୂଆଦିଲ୍ଲୀ,୨୪।୬: ହାତୀ ପଲରୁ ବିତାଡ଼ିତ ହେବା ପରେ ଏକ ଦନ୍ତା ଝାଡ଼ଖଣ୍ଡର ସନ୍ଥାଳ ପରଗାନା ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଗତ ଦୁଇ ମାସ ମଧ୍ୟରେ...


