E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ବରଣମାଳା ପାଇଁ ଷ୍ଟେଜ୍‌ରେ ଅପେକ୍ଷା କରିଥିଲେ ବର; ପ୍ରେମିକଙ୍କ ସହ ଫେରାର ହୋଇଗଲେ କନ୍ୟା; ଆଉ ତା’ ପରେ…
12:45 pmJune 3, 2021

ଚିତ୍ରକୂଟ: ଆପଣ ସିନେମାରେ କନ୍ୟା ହଠାତ୍‌ ବିବାହ ମଣ୍ଡପରୁ ପ୍ରେମିକଙ୍କ ସହ ଫେରାର ହେବା ଦୃଶ୍ୟ ଦେଖିଥିବେ ନିଶ୍ଚୟ। ହେଲେ ବାସ୍ତବରେ ମଧ୍ୟ ଏଭଳି ଏକ ଘଟଣା ଉତ୍ତରପ୍ରଦେଶ କାନପୁରର ମଊ ଥାନା ଅଞ୍ଚଳରେ ଘଟିଛି। ଏଠାରେ ଏକ ବର ବରଯାତ୍ରୀଙ୍କୁ ଧରି କନ୍ୟାଙ୍କ ଘରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ହେଲେ ବିବାହ ପୂର୍ବରୁ କନ୍ୟା ସେଠାରୁ ଫେରାର ହୋଇଯାଇଥିଲେ। ଏହାକୁ ନେଇ ଉଭୟ ପରିବାର ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ମାମଲା ଥାନାରେ ପହଞ୍ଚିଛି।

ସମ୍ପୂର୍ଣ୍ଣ କଥା କିଛି ଏଭଳି। ମଊ ଥାନା ଅଞ୍ଚଳରେ ଥିବା ଏକ ଗାଁର ଜଣେ ବ୍ୟକ୍ତି ନିଜ ଝିଅର ବିବାହ ପଡୋଣୀ ଗ୍ରାମର ଯୁବକଙ୍କ ସହ ଠିକ୍‌ କରିଥିଲେ। ଧାର୍ଯ୍ୟ ବିବାହ ତାରିଖରେ ବର କନ୍ୟାଙ୍କୁ ନେବା ପାଇଁ ତାଙ୍କ ଘରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ସ୍ବାଗତ କରାଯାଇ ପାଛୋଟି ନିଆଯାଇଥିଲା। ବରଯାତ୍ରୀମାନେ ମଧ୍ୟ ଖାଇବାରେ ବ୍ୟସ୍ତ ହୋଇଯାଇଥିଲେ। ହେଲେ ହଠାତ କନ୍ୟା ଗାଏବ ହୋଇଯାଇଥିବା ଖବର ଶୁଣିବାକୁ ମିଳିଥିଲା।

ବର ବରଣମାଳା ପାଇଁ ଷ୍ଟେଜରେ ବସିଥିଲେ। ହେଲେ ଦୀର୍ଘ ସମୟ ଯାଏ କନ୍ୟା ଆସି ନ ଥିଲେ। ପରେ ବରପକ୍ଷ ଲୋକେ କନ୍ୟାପକ୍ଷ ଲୋକଙ୍କୁ କାରଣ କ’ଣ ବୋଲି ପଚାରିଥିଲେ। ହେଲେ କନ୍ୟା ପ୍ରେମିକଙ୍କ ସହ ଫେରାର ହୋଇଥିବା ଜଣାପଡ଼ିଥିଲା। ଘଟଣାରେ ଭାଙ୍ଗିପଡ଼ିଥିବା କନ୍ୟାଙ୍କ ବାପା ସାନଝିଅଙ୍କ ସହ ବିବାହ ପ୍ରସ୍ତାବ ଦେଇଥିଲେ। ମାତ୍ର ନାବାଳିକା ଯୋଗୁ ବିବାହ ସମ୍ଭବ ନ ଥିଲା। ଫଳରେ କଥା ଥାନାରେ ପହଞ୍ଚିଥିଲା।

ପୋଲିସ ମାମଲାର ଯାଞ୍ଚ କରିବା ପରେ ଗ୍ରାମରେ ଥିବା ପ୍ରେମିକଙ୍କ ଘରେ ଉକ୍ତ କନ୍ୟାଙ୍କୁ ପାଇଥିଲା। ତାଙ୍କୁ ପଚରାଯିବାରେ ସେ ମଣ୍ଡପ ଯିବା ପୂର୍ବରୁ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିବା କଥା କହିଥିଲେ। ଉଭୟ ପକ୍ଷ ତାଙ୍କୁ ବୁଝାଇଥିଲେ ହେଁ କୌଣସି ନିଷ୍କର୍ସ ବାହାରି ନ ଥିଲା। ସେ ଫେରିବାକୁ ଅରାଜି ହୋଇଥିଲେ। ଶେଷରେ କନ୍ୟାଙ୍କ ବାପା ପ୍ରେମିକ ଏବଂ ତାଙ୍କ ଭାଇଙ୍କ ବିରୋଧରେ ଝିଅଙ୍କୁ ଅପହରଣ କରିନେଇଥିବା ନେଇ ଅଭିଯୋଗ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୫ମ ମହାସାଗର ହେଲା ସଦର୍ନ ଓସେନ୍‌

ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍‌କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍‌ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି...

ସାତ ଫେରା ନେବାବେଳେ ଧୀରେ ଧୀରେ ଚାଲୁଥିଲେ କନ୍ୟା: ଆଉ ତା’ପରେ ଘଟିଲା ଏମିତି

ବିବାହ ଅବସରରେ ଏପରି ଅନେକ ରୀତିନୀତି ଅଛି, ଯାହା ସମ୍ପୂର୍ଣ୍ଣ ହେବାକୁ ପ୍ରାୟ ୨-୪ ଘଣ୍ଟା ଲାଗେ। ଏହି ସମୟରେ ପରିବାର ସଦସ୍ୟଙ୍କଠାରୁ ଆରମ୍ଭ କରି...

କୁକୁଡ଼ା ଛୁୁଆକୁ ଦେଖି କୁକୁର ଛୁଆର ଏଭଳି ଅବସ୍ଥା

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

ବିଶାଳ ସମୁଦ୍ର ଉପରେ ଗାଁ: ୧୩୦୦ ବର୍ଷରୁ ସେଭଳି ଅଛି; ଉତ୍ପତି ଇତିହାସ କିଛି…

ନୂଆଦିଲ୍ଲୀ: ଦୁନିଆରେ ବହୁତ ଅଦ୍ଭୁତ ଜିନିଷ ଅଛି, କିନ୍ତୁ ଆପଣ ସମୁଦ୍ର ଉପରେ ଥିବା ଗାଁ ବିଷୟରେ ଶୁଣିଛନ୍ତି? ହୁଏତ ନା। ଚାଇନାରେ ଏଭଳି ଏକ...

ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହେଲେ ଏହି ମହିଳା, ପିଲାଙ୍କ ପାଇଁ ସପ୍ତାହକୁ ଖର୍ଚ୍ଚ ହୁଏ…

ରୁଷିଆର ଜଣେ ମହିଳା ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହୋଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟା ସତ। ୨୩ ବର୍ଷୀୟା କ୍ରିଷ୍ଟିନାଙ୍କ ସ୍ବାମୀ ଜଣେ...

ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ...

ଏକସଙ୍ଗେ ଦୁଇ ଯୁବତୀଙ୍କୁ କରୁଥିଲେ ପ୍ରେମ,ଗୋଟିଏ ମଣ୍ଡପରେ ହେଲା…

ସାଧାରଣତଃ ଜଣେ ବରକୁ ଜଣେ କନ୍ୟା ବିବାହ କରିଥାନ୍ତି। କିନ୍ତୁ କେବେ ଶୁଣିଛନ୍ତି ମଣ୍ଡପରେ ଜଣେ ବରଙ୍କୁ ଦୁଇ ଜଣ କନ୍ୟା ବିବାହ କରିବା କଥା।...

ସ୍କେଟିଂରେ ସଚେତନତା

ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍‌ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
Next Post Next post:
କନ୍ୟାଙ୍କ ପାଦ ଛୁଇଁଲେ ବର: କହିଲେ ହୃଦୟସ୍ପର୍ଶୀ କଥା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts