E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…
1:33 pmJune 3, 2021

ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି କ୍ରିକେଟର ଏହି ଫର୍ମାଟକୁ ପସନ୍ଦ କରୁ ନ ଥିବା ବେଳେ ଗାଭାସ୍କର ଭିନ୍ନ ମତ ରଖିଛନ୍ତି। ଅନେକ ଥର ବ୍ୟାଟ୍ସମ୍ୟାନମାନେ ଟି୨୦ କ୍ରିକେଟରେ ଭଲ ଶଟ୍ସ ଲଗାଇବା ଦେଖି ଚକିତ ହୋଇଯାଆନ୍ତି ବୋଲି କହିଛନ୍ତି।

ଏକ ସାକ୍ଷାତକାରରେ ଗାଭାସ୍କର କହିଛନ୍ତି, ମୁଁ ଜାଣେ ମୋ ସମୟର ଅନେକ ଲୋକ ଟି୨୦ ଫର୍ମାଟକୁ ନେଇ ଖୁସି ନୁହନ୍ତି। ହେଲେ ମୋତେ ଏହା ପସନ୍ଦ। ଏହାପଛରେ ଥିବା ସାଧାରଣ କାରଣଟି ହେଉଛି, ତୁମକୁ ଜଣା ଯେ ୩ ଘଣ୍ଟାରେ ମ୍ୟାଚ୍‌ ଶେଷ ହେବ ଏବଂ ବିଜେତା ଜଣାପଡ଼ିଯିବ। ଏଥିରେ ଭରପୂର ମନୋରଞ୍ଜନ ଦେଖିବାକୁ ମିଳେ। ସ୍ବିଚ୍‌ ଶର୍ଟ ହେଉ ଅଥବା ରିଭର୍ସ ସୁଇପ୍‌ କେହି ମାରିଲେ ମୁଁ ଚେୟାରରୁ ଉଠିପଡେ।

ଏହାଛଡ଼ା ଆଧୁନିକ ସମୟର କେଉଁ ବ୍ୟାଟ୍ସମ୍ୟାନ୍‌ ପସନ୍ଦ ପ୍ରଶ୍ନରେ ଗାଭାସ୍କର କହିଛନ୍ତି, ସେ ହେଉଛନ୍ତି ଏବି ଡିଭିଲିୟର୍ସ। ତାଙ୍କ ଭଳି ମୁଁ ଖେଳିବାକୁ ଚାହେଁ। ସେ ୩୬୦ଡିଗ୍ରୀ ଅର୍ଥାତ ପଡ଼ିଆର ସବୁ ସ୍ଥାନରେ ଶର୍ଟ ଖେଳିପାରିଥାନ୍ତି। ସେ ନେଟ୍‌ରେ ଅଭ୍ୟାସ କରିବା ଭଳି ଖେଳିଥାନ୍ତି। ବ୍ୟାଟିଂକୁ ସେ ବେଶ ସହଜ କରିଦେଇଛନ୍ତି। ତାଙ୍କ ଖେଳିବା ଶୈଳୀ ବହୁତ ଭଲ ବୋଲି ଗାଭାସ୍କର କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...

ପୋଲାଣ୍ଡ ଓପନ୍‌: ଦହିୟାଙ୍କୁ ରୌପ୍ୟ

ଓ୍ବାରସା,୧୦।୬(ପି.ଟି.): ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଅନ୍ତିମ ର଼୍ୟାଙ୍କିଙ୍ଗ୍‌ ସିରିଜ ଇଭେଣ୍ଟ ବିବେଚିତ ହେଉଥିବା ପୋଲାଣ୍ଡ ଓପନ୍‌ରେ ଭାରତୀୟ ରେସ୍‌ଲର ରବି ଦହିୟା ପ୍ରଭାବୀ ପ୍ରଦର୍ଶନ କରି...

ଏଫ୍‌ସି ବେୟର୍ନ ବିଶ୍ୱ ଦଳରେ ଶୁଭୋ ପଲ୍‌

ନୂଆଦିଲ୍ଲୀ, ୧୨ା୬ (ପି.ଟି.)- ଦିଲ୍ଲୀଭିତ୍ତିକ ସୁଦେଭା ଏଫ୍‌ସି ଆଇ-ଲିଗ୍‌ ଦଳର ଅଧିନାୟକ ଶୁଭୋ ପଲ୍‌ ପ୍ରସିଦ୍ଧ ଜର୍ମାନ ଫୁଟ୍‌ବଲ କ୍ଲବ ଏଫ୍‌ସି ବେୟର୍ନର ୧୯ ବର୍ଷରୁ...

‘ଏମିତି କୁହ ନାହିଁ, ମୋତେ ବହୁତ୍‌ କଷ୍ଟ ହେଉଛି’;କାହିଁକି ଏମିତି କହିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୮।୬: ଟିମ ଇଣ୍ଡିଆର ଅଫ ସ୍ପିନର ଆର ଅଶ୍ୱିନ ତାଙ୍କ ଟୁଇଟ୍‌ରେ ସଞ୍ଜୟ ମଞ୍ଜରେକରଙ୍କୁ ଏକ କଡା ଜବାବ ଦେଇଛନ୍ତି। ଅଶ୍ୱିନ ଟୁଇଟର୍‌ରେ ତାମିଲ ଚଳଚ୍ଚିତ୍ର...

୧୦୦ ମି. ବ୍ୟାକ୍‌ଷ୍ଟ୍ରୋକ୍‌ରେ ରେକର୍ଡ ଭାଙ୍ଗିଲେ ଅଷ୍ଟ୍ରେଲିଆ ମହିଳା ସନ୍ତରଣକାରୀ

ଆଡିଲେଡ୍‌,୧୪।୬(ଏପି): ଅଷ୍ଟ୍ରେଲୀୟ ସନ୍ତରଣକାରୀ କୋଲି ମ୍ୟାକ୍‌କେଓନ ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ ଇଭେଣ୍ଟରେ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। ରବିବାର ଅନୁଷ୍ଠିତ ଅଷ୍ଟ୍ରେଲିଆ ଅଲିମ୍ପିକ ଟ୍ରାଏଲ୍ସରେ ୧୯ ବର୍ଷୀୟ...

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟରେ ଆର୍ଜେଣ୍ଟିନା

ସାଓ ପାଉଲୋ,୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଦଳ ନକ୍‌ଆଉଟରେ ପ୍ରବେଶ କରିଛି। ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା...

କୋହଲିଙ୍କ ଘରଠାରୁ ଦୁଇଗୁଣ ମହଙ୍ଗା ଘର; ବାପାଙ୍କଠାରୁ ଦୂରରେ ରହୁଛନ୍ତି ଯୁବରାଜ

ଭାରତୀୟ କ୍ରିକେଟ ଟିମ୍‌ର ସୁପରଷ୍ଟାର ଖେଳାଳି ହେଲେ ଯୁବରାଜ ସିଂହ। ବିଶ୍ୱକପ୍‌ରେ ସେ ପ୍ଲେୟାର ଅଫ୍‌ ଦ ଟୁର୍ନାମେଣ୍ଟ ପୁରସ୍କାର ଜିତିଥିଲେ। ତେବେ ଯୁବରାଜ ଯେତିକି...

ଭାରତର ଅଲିମ୍ପିକ ଥିମ୍‌ ଗୀତ ଉନ୍ମୋଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍‌ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର
Next Post Next post:
ଜାଣନ୍ତି ବିମାନରେ କାହିଁକି ପୁରୁଷଙ୍କ ତୁଳନାରେ ନିଯୁକ୍ତି ପାଇଥାନ୍ତି ଅଧିକ ମହିଳା କର୍ମଚାରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts