ମୁମ୍ବାଇ,୩।୬: କରୋନା ଭାଇରସ୍ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ଅତ୍ୟଧିକ ରହିଥିବା ବେଳେ ବର୍ତ୍ତମାନ ଗାଁଗୁଡ଼ିକରେ ସଂକ୍ରମଣ ଅଧିକ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ଗାଁରେ ସଂକ୍ରମଣ ବ୍ୟାପିବାରୁ ରୋକିବା ପାଇଁ ମହାରାଷ୍ଟ୍ର ସରକାର ଏକ ନିଆରା ଉପାୟ ଆପଣାଇଛନ୍ତି। ସୂଚନା ମୁତାବକ ମେ’ ମାସରେ ମହାରାଷ୍ଟ୍ରର ୫ଟି ଛୋଟ ଗାଁକୁ ସ୍ବତନ୍ତ୍ର ଭାବେ କୋଭିଡ ମୁକ୍ତ ଗାଁର ମାନ୍ୟତା ଦିଆଯାଇଥିଲା। ଏହାପରେ କରୋନାକୁ ରୋକିବା ପାଇଁ ସରକାର ମହାରାଷ୍ଟ୍ରର ବିଭିନ୍ନ ଗାଁରେ ପ୍ରତିଯୋଗିତା କରାଇବାକୁ ବିଚାର କରିଛନ୍ତି। ଆଉ ଏହା ପାଇଁ ପ୍ରସ୍ତୁତି କରାଯାଉଛି ବୋଲି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ହସନ ମୁଶରିଫ ଘୋଷଣା କରିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...
ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…
ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର...
ସହଜ ନୁହେଁ ୨୦୨୨ ନିର୍ବାଚନ
ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି...
ଏଣିକି ଏଡ୍ସ ପୀଡ଼ିତଙ୍କୁ ମିଳିବ ପେନ୍ସନ
ଚଣ୍ଡିଗଡ଼,୧୮।୬: ଏଡ୍ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍ଶୀଘ୍ର ପ୍ରତିମାସରେ ଏଡ୍ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍ସନ ପ୍ରଦାନ କରିବେ...
କେରଳ ଛୁଇଁଲା ମୌସୁମୀ
ଥିରୁଭାନନ୍ତପୁରମ୍,୩।୬: ଦେଶରେ ଅନେକ ରାଜ୍ୟରେ ତାପମାତ୍ରା ବଢୁଥିବାବେଳେ ଗୁରୁବାର କେରଳ ଛୁଇଁଛି ମୌସୁମୀ। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,...
୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍: ପୁଣି ଦିଆଯିବ ଡୋଜ୍…
ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ...
ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ...
ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍…
ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି।...


