E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଆତଙ୍କବାଦୀଙ୍କ ୯ ଗୁଳି ବାଜିବା ପରେ ମୃତ୍ୟୁ ସହ ସଂଗ୍ରାମରେ ବିଜେତା ହୋଇଥିଲେ ଚେତନ ଚିତା; ଏବେ କୋଭିଡ୍‌ ସହ ଲଢ଼ୁଛନ୍ତି ଯୁଦ୍ଧ
3:26 pmJune 3, 2021

ନୂଆଦିଲ୍ଲୀ,୩।୬: ସାହସିକତାର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ କିର୍ତ୍ତୀ ଚକ୍ରରେ ପୁରସ୍କୃତ ହୋଇଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) କମାଣ୍ଡାଣ୍ଟ ଚେତନ ଚିତାଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି। କୋଭିଡରେ ଆକ୍ରାନ୍ତ ହୋଇଥିବା ଯୋଗୁ ଏମ୍ସରେ ତାଙ୍କର ଚିକିତ୍ସା ଜାରି ରହିଛି। ତେବେ ଶରୀରର ଅମ୍ଳଜାନସ୍ତର କମ୍‌ ହେବା ଯୋଗୁ ଚିତାଙ୍କୁ ମେ’ ୯ରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏବେ ସେ ଆଇସିୟୁରେ ଭେଣ୍ଟିଲେଟରରେ ରହିଛନ୍ତି।

ଚେତନଙ୍କ ଲାଗି ଆସନ୍ତା ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣଦ୍‌ ରହିଛି। କାରଣ ସେ ଏବେ ଭେଣ୍ଟିଲେଟରରେ। ସଂକ୍ରମଣର ଚିକିତ୍ସା ଲାଗି ତାଙ୍କୁ ଆଣ୍ଟିବାୟୋଟିକ୍‌ ଦିଆଯାଉଛି। ଏହାଛଡ଼ା ରକ୍ତଚାପ ସମସ୍ୟା ଥିବାରୁ ଔଷଧ ମଧ୍ୟ ଚାଲୁଛି ବୋଲି ଡାକ୍ତରଖାନା ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ୨୦୧୭ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ସହ ଲଢ଼ୁଥିବା ବେଳେ ଚେତନଙ୍କ ଶରୀରରେ ୯ ଗୁଳି ବାଜିଥିଲା। ତାଙ୍କର ମୁଣ୍ଡ, ଡାହାଣ ଆଖି, ପେଟ, ହାତ ଆଦିରେ ଗୁଳି ବାଜିଥିଲା। ଏହାସତ୍ତ୍ୱେ ସେ ଲଢ଼ିବା ଜାରି ରଖି ୩ ଆତଙ୍କବାଦୀଙ୍କୁ ମାରିବାରେ ସଫଳ ହୋଇଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଶ୍ରୀନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ୩ ମାସ କୋମାରେ ରହିବା ପରେ ସେ ସୁସ୍ଥ ହୋଇ ଘରକୁ ଫେରି ଡ୍ୟୁଟିରେ ଯୋଗ ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ...

ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା

ପାଟନା,୧୮ା୬: ବିହାରର ଦାନାପୁର (ସୁଲତାନପୁର)ରୁ ସାମ୍ନାକୁ ଆସିଛି ସଭିଙ୍କୁ ଚମାକାଇ ଦେଲା ଭଳି ଘଟଣା। ୮ ମାସ ହେଲା ସ୍ବାମୀ ଓ ତାଙ୍କ ପରିବାରବର୍ଗଙ୍କ ବିରୋଧରେ...

ଘରେ ରାଶନ ପହଞ୍ଚାଇବା ଯୋଜନା ନେଇ ମୋଦି-କେଜରିଓ୍ବାଲ ମୁହାଁମୁହିଁ: କେନ୍ଦ୍ର କାହିଁକି କରୁଛି ଝଗଡ଼ା, ମୁଖ୍ୟମନ୍ତ୍ରୀ କଲେ ପ୍ରଶ୍ନ…

ନୂଆଦିଲ୍ଲୀ,୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘରେ ଘରେ ରାଶନ ପହଞ୍ଚାଇବା ଯୋଜନାକୁ କେନ୍ଦ୍ରର ଅନୁମତି ମିଳି ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କହିଛନ୍ତି...

ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା

କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ...

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମହାମାରୀ ସମୟରେ ଅନେକ ଲୋକ ନିଜ ଆତ୍ମୀୟଙ୍କୁ ହରାଇ ବେସାହାରା ହୋଇଯାଇଛନ୍ତି। କିଏ ନିଜ ବାପାମା’ଙ୍କୁ...

ଶୁଭେନ୍ଦୁଙ୍କଠାରୁ ହାର୍‌ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍‌ ୨୪ ଶୁଣାଣି

କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ...

ପାଣି ଘେରରେ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ

ପାଟନା,୨୬।୬: ମୌସୁମୀ ବର୍ଷାରେ ବେହାଲ ବିହାର। ଶୁକ୍ରବାର ରାତିରେ ବିହାରର ରାଜଧାନୀ ପାଟନାରେ ହୋଇଥିବା ବର୍ଷା ଯୋଗୁ ଚାରିଆଡେ ଜଳାର୍ଣ୍ଣବ ହୋଇଯାଇଛି। ବିଧାନସଭା ପରିସରରେ ପ୍ରାୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା
Next Post Next post:
ରାଶିଫଳ: ଶୁକ୍ରବାର, ଜୁନ୍‌ ୪ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts