E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍‌ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
4:18 pmJune 3, 2021

ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍‌ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ଘଟିଛି। ଏନେଇ ଗୁରୁବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଲୋକ ସମ୍ପର୍କ ଅଧିକାରୀ ଶରତ କର ସୂଚନା ଦେଇଛନ୍ତି।

ବିଜୟ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। ହେଲେ ପରବର୍ତ୍ତୀ ସମୟରେ ତାଙ୍କ ନିକଟରେ ଅନେକ ଜଟିଳତା ଦେଖାଦେଇଥିଲା। ଫଳରେ ସେ ଗୁରୁତର ହୋଇଯାଇଥିଲେ। ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦ ନିଆଯାଇଥିଲା। ସେଠାରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ତେବେ ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ପରିବାର, ବନ୍ଧୁ ଏବଂ ଛାତ୍ରମାନଙ୍କ ପ୍ରତି ସମବେଦନା ବ୍ୟକ୍ତ କରିଛନ୍ତି। ବିଶିଷ୍ଟ ଶିକ୍ଷାବିତ୍‌ ତଥା ଉଦ୍ୟୋଗୀ ବିଜୟ ସାହୁଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ସରକାରୀ ବିଦ୍ୟାଳୟ ଶିକ୍ଷାକୁ ପରିବର୍ତ୍ତନ କରିବାରେ ତାଙ୍କର ଅଗ୍ରଣୀ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି।

 


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ

ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ...

ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା

ଝାରସୁଗୁଡା ଅଫିସ୍‌,୪।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର...

ତାରାପ୍ରସାଦ ବାହିନୀପତି ଅସୁସ୍ଥ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୪ ଜୀବନ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୪୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

୪ ଅତିରିକ୍ତ ଏସ୍‌ପିଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଓଡ଼ିଶା ପୋଲିସର ୪ଜଣ ଅତିରିକ୍ତ ଏସ୍‌ପି ପାହ୍ୟାର ଅଫିସରଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ଗତ ୭ ତାରିଖରେ ଗୃହ ବିଭାଗ ପକ୍ଷରୁ...

ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ...

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି...

ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆକ୍ସନ୍‌ ମୋଡ୍‌ରେ ମାୟାବତୀ
Next Post Next post:
ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts