E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ସାଉଥାମ୍ପଟନରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ
5:49 pmJune 3, 2021

ଲଣ୍ଡନ, ୩।୬:ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନର ଏଜେସ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଖେଳିବା ପାଇଁ ଟିମ୍‌ ଇଣ୍ଡିଆର ଖେଳାଳିମାନେ ଗୁରୁବାର ସାଉଥାମ୍ପଟନରେ ପହଞ୍ଚିଛନ୍ତି। ଏ ନେଇ ଟୁଇଟରରେ ଫଟୋ ଶେୟାର କରି ସୂଚନା ଦେଇଛନ୍ତି ଓପନର ରୋହିତ ଶର୍ମା। ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ମଧ୍ୟ ତାଙ୍କ ଫଟୋରେ ରହିଛନ୍ତି। ସେମାନଙ୍କ ପଛ ପଟେ ଏଜେସ ବାଉଲ ଗ୍ରାଉଣ୍ଡ ଦେଖିବାକୁ ମିଳୁଛି। ଏହାର କ୍ୟାପଶନରେ ରୋହିତ ଲେଖିଛନ୍ତି, ଆମେ ସାଉଥାମ୍ପଟନରେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫ୍ରେଞ୍ଚ୍‌ ଓପନ୍‌ ଟେନିସ: ନାଡାଲ, ସିତ୍‌ସିପାସ, ଜେଭରେଭ ସେମିଫାଇନାଲରେ

ପ୍ୟାରିସ, ୧୦।୬- ସ୍ପେନ୍‌ ସୁପରଷ୍ଟାର ରାଫାଲ ନାଡାଲ, ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ

ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ର...

ଡବ୍ଲୁଟିସି ଫାଇନାଲର ଆଜି ଶେଷ ଦିନ: ବାହାରିପାରେ ଫଳାଫଳ

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ମଜାକୁ ବର୍ଷା ନଷ୍ଟ କରିଦେଇଛି। ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଏବଂ...

୧୧ ବଲ୍‌ରେ ୫ ଉଇକେଟ୍‌ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଏହି କ୍ରିକେଟର୍‌

କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍‌ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍‌...

ଅଲିମ୍ପିକ ଚାମ୍ପିୟନ ରୋଲିନ୍ସମ୍ୟାକ୍‌ନିଲ ୫ବର୍ଷ ବାସନ୍ଦ

ମୋନାକୋ, ୫ା୬ (ଏପି)-ଅଲିମ୍ପିକ ହର୍ଡଲ୍ସ ଚାମ୍ପିୟନ ବ୍ରାଏନା ରୋଲିନ୍ସମ୍ୟାକ୍‌ନିଲ ଏକ ଡୋପିଂ ମାମଲାରେ ୫ବର୍ଷ ବାସନ୍ଦ ହୋଇଛନ୍ତି। ଫଳରେ ସେ ଚଳିତବର୍ଷର ଟୋକିଓ ଗେମ୍ସ ଓ...

କୋପା ଆମେରିକା ଫୁଟବଲ: ବ୍ରାଜିଲ ଜିତିଲା ଉଦ୍‌ଘାଟନୀ ମ୍ୟାଚ

  ସାଓ ପାଓଲୋ, ୧୫।୬(ଏପି)-କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟର ୪୭ତମ ସଂସ୍କରଣ ଉଦ୍‌ଘାଟିତ ହୋଇଛି। ଉଦ୍‌ଘାଟନୀ ମ୍ୟାଚରେ ଆୟୋଜକ ବ୍ରାଜିଲ ୩-୦ ଗୋଲରେ ଭେନିଜୁଏଲାକୁ ହରାଇ...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ

ରିଓ ଡି ଜାନେଇରୋ,୧୯।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ବିଜୟଧାରା ବଜାୟ ରଖିଛି। ବ୍ରାଜିଲ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ୪-୦ ଗୋଲରେ ପେରୁକୁ ହରାଇଛି।...

ମାଳବିକା ଜିତିଲେ ଟାଇଟଲ

  କନାସ୍‌ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆରଏସ୍‌ଏଲ୍‌ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କେରଳ ଛୁଇଁଲା ମୌସୁମୀ
Next Post Next post:
କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts