E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକୋରାପୁଟ, ମେଟ୍ରୋ, ରାଜ୍ୟ

କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ
6:12 pmJune 3, 2021

ଭୁବନେଶ୍ୱର,୩।୬: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼  ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ବୈଦେଶିକ, ଅର୍ଥନୀତି ଏବଂ ସୁରକ୍ଷା ନୀତିର ସମୀକ୍ଷା ପାଇଁ ୨୦୨୦ରେ କଂଗ୍ରେସ ଅଧ୍ୟକ୍ଷା ତିନୋଟି କମିଟି ଗଠନ କରିଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏହି ସମସ୍ତ କମିଟିର ଅଧ୍ୟକ୍ଷ ରହିଥିଲେ। ଅର୍ଥନୈତିକ ପ୍ରସଙ୍ଗରେ ଗଠିତ କମିଟିରେ ପି. ଚିଦମ୍ବରମ, ମଲ୍ଲିକାର୍ଜୁନ ଖାଡଗେ ଓ ଦିଗ୍‌ବିଜୟ ସିଂହ ସଦସ୍ୟ ରହିଥିବା ବେଳେ ଜୟରାମ ରମେଶ ଆବାହକ ଭାବେ ରହିଥିଲେ।

ସେହିଭଳି ବୈଦେଶିକ ବ୍ୟାପାର କମିଟିରେ ଆନନ୍ଦ ଶର୍ମା, ଶଶୀ ଥରୁର୍‌ ଓ କୋରାପୁଟର ଏମ୍‌ପି ସପ୍ତଗିରି ଉଲାକାଙ୍କୁ ସ୍ଥାନ ମିଳିଥିଲା। ସପ୍ତଗିରିଙ୍କୁ ନୂଆ ଦାୟିତ୍ୱ ତାଙ୍କ ପାଇଁ ବେଶ ଗୁରତ୍ୱପୂର୍ଣ୍ଣ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inକୋରାପୁଟ, ମେଟ୍ରୋ, ରାଜ୍ୟ View All

୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ

ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...

ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା

ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି।...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ଟିକା ପ୍ରାଇସ୍‌ ବିଡିଂ ୯ରେ

ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍‌ଏମ୍‌ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍‌କୁ...

ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ

ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ...

ସହର, ଗ୍ରାମାଞ୍ଚଳରେ ହେବ ବର୍ଜ୍ୟବସ୍ତୁ ପରିଚାଳନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି...

ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି

ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ...

ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାଉଥାମ୍ପଟନରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ
Next Post Next post:
ଟିକା ଭୟରେ ଡ୍ରମ ପଛରେ ଲୁଚିଲେ ବୃଦ୍ଧା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts