E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୧୭ ଜିଲାରେ ଘଡଘଡି ସହ ବର୍ଷା
7:00 pmJune 3, 2021

ଭୁବନେଶ୍ବର,୩।୬: ରାଜ୍ୟର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲାରେ ବଜ୍ରପାତ ଆଶଙ୍କା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଜୁନ ୪ ଏବଂ ୫ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ମାଗଣାରେ ଟିକା ଯୋଗାଣ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି...

ଅନ୍‌ଲକ୍‌ ଅଙ୍କକଷା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ...

ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ଟିକାକରଣ ନିମନ୍ତେ...

ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ

ବରଗଡ଼ ଅଫିସ୍‌,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍‌ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା...

ଟିକା ନେଲେ ଜରାଶ୍ରମ ଅନ୍ତେବାସୀ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ...

କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା

ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ...

ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...

କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍‌ ଯୋଜନାରେ ସାମିଲ ହେବେ। ସେମାନଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା ଭୟରେ ଡ୍ରମ ପଛରେ ଲୁଚିଲେ ବୃଦ୍ଧା
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୩, ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts