E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପୁଅର ଭିଜା ପାଇଁ କ୍ରୀଡ଼ା ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାନିଆ
8:57 pmJune 3, 2021

ନୂଆଦିଲ୍ଲୀ,୩।୬: ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ସାନିଆ ମିର୍ଜା ୟୁକେରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥି ଲାଗି ସେ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ କରିଥିଲେ। କ୍ରୀଡ଼ା ମନ୍ତ୍ରଣାଳୟର ହସ୍ତକ୍ଷେପ ପରେ ସାନିଆଙ୍କ ଆବଦେନର କିଛି ଦିନ ମଧ୍ୟରେ ପୁଅ ଓ ଭଉଣୀଙ୍କୁ ଭିଜା ମିଳିପାରିଛି। ଏ ନେଇ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ ଗୁରୁବାର ପ୍ରକାଶ କରାଯାଇଛି। ଏଥିପାଇଁ ସାନିଆ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୁଅ ଇଜହାନ ଓ ଭଉଣୀ ଅନମଙ୍କୁ ଭିଜା ମିଳିଥିବାରୁ କୃତଜ୍ଞ ବୋଲି ଉଲ୍ଲେଖ କରିଛନ୍ତି ପାକିସ୍ତାନ କ୍ରିକେଟର ଶୋଏବ ମଲିକଙ୍କୁ ବିବାହ କରିଥିବା ସାନିଆ।

୬ଟି ଡବଲ୍ସ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିବା ୩୪ ବର୍ଷୀୟା ସାନିଆ ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ବର୍ମିଂହାମ ଓପନ୍‌ (ଜୁନ ୧୪), ଇଷ୍ଟବର୍ନ ଓପନ (ଜୁନ୍‌ ୨୦) ଓ ଓ୍ବିମ୍ବେଲେଡନ ଓପନ (ଜୁନ ୨୮)ରେ ଅଂଶଗ୍ରହଣ କରିବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଡବ୍ଲ୍ୟୁଟିସି ଫାଇନାଲ ମ୍ୟାଚ୍‌ ପୂର୍ବରୁ ଆଇସିସିର ବଡ଼ ଘୋଷଣା

ଦୁବାଇ,୮।୬: ଆସନ୍ତା ୧୮ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ଏଥି...

ଜାପାନରୁ ଫେରିଲେନି ମ୍ୟାନ୍‌ମାର ଫୁଟ୍‌ବଲର

ଟୋକିଓ, ୧୮ା୬ (ଏପି)- ଜାପାନରେ ୨୦୨୨ ବିଶ୍ୱକପ୍‌ କ୍ୱାଲିଫାୟର୍ସ ଖେଳିବା ଲାଗି ଆସିଥିବା ମ୍ୟାନ୍‌ମାର ଜାତୀୟ ଫୁଟ୍‌ବଲ ଦଳର ଜଣେ ଖେଳାଳି ସ୍ବଦେଶ ଫେରିବା ଲାଗି...

ଡବ୍ଲ୍ୟୁଟିସି ଫାଇନାଲ: ରଜର୍ଭ ଡେ’ ଟିକେଟ ମୂଲ୍ୟ ହ୍ରାସ

ସାଉଥାମ୍ପଟନ, ୨୨ା୬ (ପି.ଟି.)- ବର୍ଷାଯୋଗୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ବିଶେଷ ପ୍ରଭାବିତ ହୋଇଛି। ରିଜର୍ଭ ରଖାଯାଇଥିବା...

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ...

ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌: ୧୦୦ ମିଟର ଫାଇନାଲରେ ଅମିୟ

ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଏସ୍‌ଏନ୍‌ଆଇଏସ୍‌)ଠାରେ ଆରମ୍ଭ...

କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ

ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ...

କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ

ସାଉଥାମ୍ପଟନ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ପ୍ରତମ ସଂସ୍କରଣରେ କେନ୍‌ ଓ୍ବିଲିୟମସନ୍‌ଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଚାମ୍ପିୟନ ହୋଇଛି। ଏହା ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ କ୍ୟାରିୟରର...

୧୮ ବର୍ଷରୁ କମ୍‌ ଜାତୀୟ ଚେସ୍‌ରେ ଓଡ଼ିଶାରୁ ୮ ଭାଗନେବେ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ୧୮ ବର୍ଷରୁ କମ୍‌ ବାଳିକା ଏବଂ ଓପନ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ବାଳିକା ବର୍ଗରେ କଟକର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ
Next Post Next post:
ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts