E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ
11:17 pmJune 3, 2021

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ୧୦ ତାରିଖ ରାତିରୁ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ ୧୨ରୁ ୧୪ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୋନପୁର, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨ ଦିନ ବିଳମ୍ବରେ ଗୁରୁବାର କେରଳ ଛୁଇଁଛି। ଏହାର ପ୍ରଭାବରେ କେରଳର ଦକ୍ଷିଣ ଭାଗରେ ବର୍ଷା ଆରମ୍ଭ ହୋଇଛି। ସମ୍ଭାବ୍ୟ ଲଘୁଚାପ ଦକ୍ଷିଣ ପଶ୍ଚିମ ମୌସୁମୀକୁ ଅଧିକ ସକ୍ରିୟ କରାଇବ। ଆସନ୍ତା ୧୦ରୁ ୧୨ ତାରିଖ ମଧ୍ୟରେ ମୌସୁମୀ ଓଡ଼ିଶାକୁ ଛୁଇଁବା ସହ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିବ। ଚଳିତ ବର୍ଷ ମୌସୁମୀ ବର୍ଷା ସ୍ବାଭାବିକ ହେବ ଏବଂ ସ୍ବାଭାବିକଠାରୁ ୨୧% ଅଧିକ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ପ୍ରତିବର୍ଷ ଜୁନ୍‌ ୧୦ରୁ ୧୨ ତାରିଖ ଭିତରେ ଓଡ଼ିଶାରେ ମୌସୁମୀ ପହଞ୍ଚତ୍ଥାଏ। ଚଳିତ ଥର ମଧ୍ୟ ସମାନ ତାରିଖରେ ପହଞ୍ଚତ୍ବା ଆଶା ରହିଛି। ଜୁନ୍‌ରେ ଓଡ଼ିଶାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବା ସମ୍ଭାବନା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ବିଦେଶରେ ମୟୂରଭଞ୍ଜ ଛତୁ

ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍‌ ଚାହିଦା ରହଛି।...

ଗୋଟିଏ ଜୁଇରେ ୧୦ କୋଭିଡ୍‌ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍‌ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ...

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସକୁ ନନ୍ଦିନୀ ଶତପଥୀଙ୍କ ନାମରେ ନାମିତ କରିବାକୁ ଦାବି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରାବାସ ଓ ଛାତ୍ରୀନିବାସଗୁଡ଼ିକ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ନାମିତ ହେବାର ଏକ ପରମ୍ପରା ଅଛି। ଏବେ ବିଶ୍ୱବିଦ୍ୟାଳୟ ପରିସରରେ ୭ଟି...

ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ

ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ...

ଆଜିଠୁ ୩ ଜିଲାରେ ଗାଡ଼ି ବିକ୍ରି, ପଞ୍ଜୀକରଣ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟର ୩ ଜିଲା ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତିରେ ମଙ୍ଗଳବାରଠାରୁ ନୂଆ ଗାଡ଼ି ପଞ୍ଜୀକରଣ ଆରମ୍ଭ ହେବ। ଏସବୁ ଜିଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...

ପ୍ରସ୍ତାବ ମାତ୍ରେ ଅଣଦେଖା

ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ
Next Post Next post:
ବଞ୍ଚାଇଦେଲା ପୋଷା କୁକୁର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts