E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

‘କୋର୍ଟରେ ସମୟ ନଷ୍ଟ ନ କରି ମହାମାରୀର ଉପଶମ ଖୋଜ’
11:39 pmJune 3, 2021

ନୂଆଦିଲ୍ଲୀ, ୩।୬ : ଏଲୋପାଥି ଔଷଧ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ରାମଦେବଙ୍କ ବିରୋଧରେ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ କରିଥିଲା ଦିଲ୍ଲୀ ମେଡିକାଲ ଆସୋସିଏଶନ (ଡିଏମ୍‌ଏ)। ଗୁରୁବାର ଏହାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ରାମଦେବଙ୍କୁ ସମନ ପଠାଇଛନ୍ତି। ତେବେ ଯୋଗଗୁରୁଙ୍କୁ ଉତ୍ତେଜନାପୂର୍ଣ୍ଣ ମନ୍ତବ୍ୟରୁ ଦୂରେଇ ରହିବାକୁ ଡିଏମ୍‌ଏ ପକ୍ଷରୁ ହାଇକୋର୍ଟଙ୍କ ନିକଟରେ ଅନୁରୋଧ କରାଯାଇଥିଲା। ଏହାକୁ ଖାରଜ କରି ଦିଆଯାଇଛି।

ଡିଏମ୍‌ଏକୁ ସମାଲୋଚନା କରି ହାଇକୋର୍ଟ କହିଛନ୍ତି, କୋର୍ଟରେ ସମୟ ନଷ୍ଟ କରିବା ବଦଳରେ କରୋନା ମହାମାରୀରୁ ଉପଶମର ବାଟ ଖୋଜିବା ଦରକାର।

କୋର୍ଟଙ୍କ ଏଭଳି ମନ୍ତବ୍ୟ ଉପରେ ଡିଏମ୍‌ଏ ପ୍ରଶ୍ନ ଉଠାଇଥିଲା। ” ରାମଦେବଙ୍କ ମନ୍ତବ୍ୟ ଡିଏମ୍‌ଏର ସଦସ୍ୟଙ୍କୁ ପ୍ରଭାବିତ କରୁଛି। ସେ ଏଲୋପାଥିକୁ ଦେବାଳିଆ ବିଜ୍ଞାନ କହୁଛନ୍ତି। କୋଭିଡ୍‌ ଉପରେ କରୋନିଲ କାମ ଦେଉଥିବା ରାମଦେବ ମିଛ ଦାବି କରୁଛନ୍ତି। ଏପରି କି କରୋନିଲର ପ୍ରଚାର ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଇତି ମଧ୍ୟରେ ୨୫୦ କୋଟି ଟଙ୍କାର କରୋନିଲ ବିକ୍ରି କରି ଦେଇଛନ୍ତି “ ବୋଲି ଡିଏମ୍‌ଏ ପକ୍ଷରୁ ମାମଲା ପରିଚାଳନା କରୁଥିବା ଓକିଲ କହିଥିଲେ।

ଯଦି ପତଞ୍ଜଳି ନିୟମ ଭାଙ୍ଗିଛି, ତେବେ ସରକାର ପଦକ୍ଷେପ ନେବେ। ତୁମେ କାହିଁକି ମଶାଲ ଧରି ଚାଲିଛ। ଏଲୋପାଥି ଉପରେ ରାମଦେବଙ୍କ ବିଶ୍ୱାସ ନାହିଁ। ଯୋଗ ଓ ଆୟୁର୍ବେଦ ଦ୍ୱାରା ସବୁ ପ୍ରକାର ରୋଗର ଉପଶମ ହୋଇପାରିବ ବୋଲି ସେ ବିଶ୍ୱାସ କରନ୍ତି। ସେ ଭୁଲ କିମ୍ବା ଠିକ୍‌ ଥାଇ ପାରନ୍ତି, କିନ୍ତୁ କୋର୍ଟ କୋରନିଲ ଦ୍ୱାରା ଉପଶମ ମିଳିବ କି ନାହିଁ କହିପାରିବ ନାହିଁ। ଏହା ମେଡିକାଲ ବିଶେଷଜ୍ଞ କହିପାରିବେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

‘ପୁରୁଷଙ୍କ ପାଇଁ ଘରୋଇ ହିଂସା ଆଇନ ନ ଥିବା ଦୁର୍ଭାଗ୍ୟଜନକ’

ଚେନ୍ନାଇ, ୩ା୬: ଘରୋଇ ହିଂସାର ଶିକାର ହେଉଥିବା ପୁରୁଷମାନେ ସ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣୁଛନ୍ତି। ହେଲେ ଏ ନେଇ ଆଇନ ନ ଥିବା ଦୁର୍ଭାଗ୍ୟଜନକ ବୋଲି...

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର...

ନୂଆ ଭାରିଆଣ୍ଟ୍‌ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ...

‘ଜୟ ଶ୍ରୀରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମାରି ଦାଢ଼ି କାଟିଦେଲେ

ନୂଆଦିଲ୍ଲୀ,୧୪।୬: ନମାଜ ପାଠ କରିବା ପାଇଁ ମସ୍‌ଜୀଦ ଯାଉଥିବା ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ସହ ଦାଢ଼ି କାଟି ଦେଇଛନ୍ତି କିଛି ଦୁର୍ବୃତ୍ତ। ରାଜଧାନୀ...

କୋଭାକ୍ସିନ୍‌ରେ ନବଜାତ ବାଛୁରୀ ସିରମ୍‌: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…

ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍‌ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍‌ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ...

ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା

ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍‌ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ...

କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ...

‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍‌’

ନୂଆଦିଲ୍ଲୀ,୨୩।୬: ଆଗାମୀ ବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆମେ ଛୋଟ ଦଳ ସହ ମେଣ୍ଟ କରିବୁ। କିନ୍ତୁ ମାୟାବାତୀଙ୍କ ବହୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଞ୍ଚାଇଦେଲା ପୋଷା କୁକୁର
Next Post Next post:
ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts