E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ସାନିଆଙ୍କ ପୁଅ ଓ ଭଉଣୀଙ୍କୁ ଭିଜା ମିଳିଲା
8:58 amJune 4, 2021

ନୂଆଦିଲ୍ଲୀ,୪।୬(ପି.ଟି.):
ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ମହିଳା ଟେନିସ ତାରକା ସାନିଆ ମିର୍ଜା ୟୁନାଇଟେଡ କିଙ୍ଗ୍‌ଡମ୍‌ (ୟୁକେ)ରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥିପାଇଁ ସେ ନିଜ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ କରିଥିଲେ। କ୍ରୀଡ଼ା ମନ୍ତ୍ରଣାଳୟ ଭାରତର ବୈଦେଶିକ ମନ୍ତ୍ରଣାଳୟକୁ ହସ୍ତକ୍ଷେପ କରିବାକୁ ଅନୁରୋଧ କରିବାର କିଛି ସପ୍ତାହ ପରେ ତାଙ୍କ ପୁଅ ଓ ଭଉଣୀଙ୍କୁ ଭିଜା ପ୍ରଦାନ କରାଯାଇଛି ବୋଲି ଗୁରୁବାର ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ ପ୍ରକାଶ କରାଯାଇଛି। ଏଥିପାଇଁ ସାନିଆ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରିଜିଜୁଙ୍କ ହସ୍ତକ୍ଷେପ ପରେ ତାଙ୍କ ପୁଅ ଓ ଭଉଣୀଙ୍କୁ ଭିଜା ମିଳିଥିବାରୁ ସେ କୃତଜ୍ଞତା ଜଣାଇଛନ୍ତି।
୬ଟି ଡବଲ୍ସ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିବା ୩୪ ବର୍ଷୀୟା ସାନିଆ ସାହାଯ୍ୟ ପାଇଁ ସମସ୍ତଙ୍କୁ ଟୁଇଟ୍‌ କରି ଧନ୍ୟବାଦ ଜଣାଇଛନ୍ତି। ପୁଅ ଇଜହାନ ଓ ଭଉଣୀ ଅନମଙ୍କୁ ଭିଜା ମିଳିଥିବାରୁ ସମସ୍ତଙ୍କଠାରେ କୃତଜ୍ଞ ବୋଲି ସେ ଉଲ୍ଲେଖ କରିଛନ୍ତି। ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ସାନିଆ ଜୁନ୍‌ ୧୪ରୁ ଆରମ୍ଭ ହେବାକୁ ଥିବା ବର୍ମିଂହାମ ଓପନ୍‌, ଜୁନ୍‌ ୨୦ରୁ ଆରମ୍ଭ ହେବାକୁ ଥିତ୍ବା ଇଷ୍ଟବର୍ନ ଓପନ ଓ ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଓ୍ବିମ୍ବେଲଡନ ଓପନରେ ଅଂଶଗ୍ରହଣ କରିବେ। ରିଜିଜୁ ମଧ୍ୟ ସାନିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭାରତ ତୁମ ପାଇଁ ଗର୍ବିତ ଓ ଅଲିମ୍ପିକ୍ସରେ ଭାରତ ତରଫରୁ ପୁଣି ଥରେ ପ୍ରତିନିଧିତ୍ୱ କରୁଥିବାରୁ ରିଜିଜୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଉଲ୍ଲେଖଥାଉ କି, ସାନିଆ ସରକାରଙ୍କ ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ (ଟପ୍ସ)ରେ ସାମିଲ ହୋଇଛନ୍ତି। ସାନିଆଙ୍କୁ ଭିଜା ମିଳିଥିଲେ ମଧ୍ୟ ତାଙ୍କ ଭଉଣୀ ଓ ପୁଅକୁ କରୋନା ମହାମାରୀ ପାଇଁ ଭିଜା ପ୍ରଦାନ କରାଯାଇ ନ ଥିଲା। କିନ୍ତୁ ଏବେ ଏହି ସମସ୍ୟାର ସମାଧାନ ହୋଇଥିବାରୁ ପ୍ରସ୍ତୁତି ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବେ ବୋଲି ସାନିଆ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍‌ ଗେମ୍‌ ଖେଳିବ

ନୂଆଦିଲ୍ଲୀ,୨୬।୬: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ୨ଟି ଇଣ୍ଟ୍ରା...

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ତୃତୀୟ ରାଉଣ୍ଡରେ ଜେଭେରେଭ, ଇସ୍ନର

ପ୍ୟାରିସ,୩।୬: ଫ୍ରେଞ୍ଚ୍‌ ଓପନ ବୁଧବାର ଚତୁର୍ଥ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡର ଜେଭେରେଭ୍‌, ୧୫ତମ ସିଡ୍‌ ଖେଳାଳି ନରଓ୍ବେର...

ଡବ୍ଲ୍ୟୁଟିସି ଫାଇନାଲ୍‌ର ଏହି ଗୋଟିଏ ମୁହୂର୍ତ୍ତ ସମସ୍ତଙ୍କ ହୃଦୟକୁ ଛୁଇଁଗଲା

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମ୍ୟାଚ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ହେଉନା...

କୋଭିଡ୍‌ ନିୟମ ଭାଙ୍ଗିବାରୁ ବାଦ୍‌ ପଡ଼ିଲେ ଜାତୀୟ ଦଳରୁ

ଆବୁଧାବି,୨୪।୬: ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ର ବାୟୋ ବବଲ ପ୍ରୋଟୋକଲ ଭାଙ୍ଗି ବାହାର ଲୋକଙ୍କୁ ଭେଟିଥିବା ଏବଂ ସାଧାରଣ ଦୂରତା ନିୟମ ମାନି ନ...

ଡବ୍ଲୁଟିସି ଫାଇନାଲର ଆଜି ଶେଷ ଦିନ: ବାହାରିପାରେ ଫଳାଫଳ

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ମଜାକୁ ବର୍ଷା ନଷ୍ଟ କରିଦେଇଛି। ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଏବଂ...

ୟୁକେ ଟୁର୍‌ ପାଇଁ ଖେଳାଳିଙ୍କ ପରିବାରକୁ ଅନୁମତି

ନୂଆଦିଲ୍ଲୀ,୨ା୬ (ପି.ଟି.)-ଭାରତର ଉଭୟ ପୁରୁଷ ଓ ମହିଳା କ୍ରିକେଟ ଟିମ୍‌ର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ ନିଜ ପରିବାରକୁ ନେଇ ଇଂଲଣ୍ଡ ଟୁର୍‌ରେ ଯିବା ଲାଗି...

ପାକିସ୍ତାନ ଟି୨୦ ଦଳରେ ମୋଇନଙ୍କ ପୁଅ

କରାଚୀ,୫।୬(ପି.ଟି.): ଆଗାମୀ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପାକିସ୍ତାନ ଟି୨୦ ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମଙ୍କୁ ଏଥିରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି: ଝିଅର ଖୁସି କହିଲେ ନ ସରେ
Next Post Next post:
ସ୍କ୍ବାର୍ଜମ୍ୟାନ, ମେଡଭେଡେଭ ତୃତୀୟ ରାଉଣ୍ଡରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts