E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ପୁରୀ, ରାଜ୍ୟ

ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
9:09 amJune 4, 2021

ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ ପଦକ୍ଷେପ ନିଆଯାଇ ନ ଥିଲା। ଗୁରୁବାର ଭିଡିଓ କନ୍‌ଫରେନ୍ସରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ମନ୍ଦିର ରକ୍ଷଣାବେକ୍ଷଣ ସଂକ୍ରାନ୍ତ ବାର୍ଷିକ ବୈଠକରେ ଏହି ପ୍ରସଙ୍ଗରେ ଆଲୋଚନା ହୋଇଛି। ଶ୍ରୀମନ୍ଦିର ଗର୍ଭଗୃହ ସମେତ ପାର୍ଶ୍ୱ ଦେବଦେବୀ ମନ୍ଦିରର ମରାମତି ଓ ରକ୍ଷଣାବେକ୍ଷଣ ନିମନ୍ତେ ଏକ ପଞ୍ଚବାର୍ଷିକ ଯୋଜନା ପ୍ରସ୍ତୁତ କରାଯିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌ କଟକଣା ମଧ୍ୟରେ ଗର୍ଭଗୃହ ଓ ପାର୍ଶ୍ୱ ଦେବଦେବୀଙ୍କ ମନ୍ଦିର ମରାମତି କାର୍ଯ୍ୟ କରାଯିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପ୍ରତ୍ନତତ୍ତ୍ବ ବିଭାଗର ଅଧିକାରୀମାନେ ମିଳିତ ଭାବେ ୫ବର୍ଷ ଲାଗି ଏକ ଯୋଜନା ପ୍ରସ୍ତୁତ କରିବେ। ଜୁଲାଇ ୧୨ରେ ଘୋଷଯାତ୍ରା। ଏହି ସମୟରେ ୯ଦିନ ଶ୍ରୀମନ୍ଦିରରେ ତିନିଦିଅଁ ରହିବେ ନାହିଁ। ତେଣୁ ଉକ୍ତ ସମୟରେ ଗର୍ଭଗୃହ ମରାମତି ସହ କେମିକାଲ ଫିଲିଂ ଓ ପଲିସିଂ କରାଯିବ। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଅଧ୍ୟକ୍ଷତା କରିଥିଲେ। ପ୍ରତ୍ନତତ୍ତ୍ବ ବିଭାଗର ଅତିରିକ୍ତ ଡିଜି ଜନଓହ୍ବିଜ୍‌ ଶର୍ମା, ବିଜ୍ଞାନ ସଂରକ୍ଷଣ ବିଭାଗ ନିର୍ଦ୍ଦେଶକ ରାମ୍‌ଜୀ ନିଗମ, ଭାରତୀୟ ପ୍ରାଦ୍ୟୋଗିକ ପ୍ରତିଷ୍ଠାନର ପୂର୍ବତନ ପ୍ରଫେସର ଏ.ପି. ଗୁପ୍ତା, ବିଶେଷଜ୍ଞ ଡି.ପି. ମିଶ୍ର, ବିନ୍ଦେଶ୍ୱର ପାତ୍ର ଏବଂ ବି.କେ. ରଥ ପ୍ରମୁଖ ଉପସ୍ଥିତ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All

ସଂକ୍ରମଣ କମ୍‌ ଦେଖାଇବାକୁ ଷଡ଼ଯନ୍ତ୍ର

ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ମଧ୍ୟ...

ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ପ୍ରବଳ ଭିଡ଼: ୧୮ ଦୋକାନ ସିଲ୍‌ କଲା ପ୍ରଶାସନ

ବାଲିଗୁଡ଼ା,୯ା୬(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଲକ୍‌ଡାଉନ୍‌ ଶଟ୍‌ଡାଉନ୍‌ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ...

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା...

ପ୍ରେମ ପାଇଁ ୫ ଘଣ୍ଟାର ଆତଙ୍କ

ବଲାଙ୍ଗୀର ଅଫିସ, ୧୬ା୬:ଏକତରଫା ପ୍ରେମକୁ ନେଇ ବଲାଙ୍ଗୀର ସହରରେ ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି ୫ଘଣ୍ଟାର ଆତଙ୍କ। ଜଣେ ବନ୍ଧୁକଧାରୀ ଯୁବକ ଅନ୍ୟ ଜଣେ ବ୍ୟକ୍ତିଙ୍କ...

ଏଥର ଫିକା ପଡିଛି ରଜ

ଭୁବନେଶ୍ୱର,୧୪।୬(ବ୍ୟୁରେ): ଆଜି ପହିଲି ରଜ । ହେଲେ କରୋନା ପାଇଁ ଓଡ଼ିଶାର ଗଣ ପର୍ବ ରଜ ଏଥର ଫିକା ପଡ଼ିଛି। ଏଥର ସେତେଟା ଚଳଚଞ୍ଚଳ ନାହିଁ...

୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ...

କରୋନାରୁ ସୁସ୍ଥ ହୃଦ୍‌ରୋଗୀ ହାର୍ଟ ଚେକ୍‌ ଅପ୍‌ କରିବାକୁ ପରାମର୍ଶ

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ...

ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ

କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧରିତ୍ରୀ କାର୍ଟୁନ
Next Post Next post:
ଚାର୍ଟାର୍ଡ ଆକାଉଣ୍ଟାଣ୍ଟରୁ ଶିକ୍ଷା ଗୁରୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts