E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ
9:42 amJune 4, 2021

ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଭାଗକୁ ଅଧିତ୍କ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଗୁରୁତ୍ୱାରୋପ କରିଛନ୍ତି। ସୂଚନା ପ୍ରଦାନ କ୍ଷେତ୍ରରେ ଆଧୁନିକ ବୈଷୟିକ ଜ୍ଞାନ ପ୍ରୟୋଗ ମାଧ୍ୟମରେ ସର୍ବଦା ଆଗୁଆ ରହିବା ଏବଂ ଦକ୍ଷତାର ସହ ନିୟମିତ ଭାବେ କାର୍ଯ୍ୟ ତୁଲାଇବାକୁ ବିଭାଗର ଅଧିକାରୀ ତଥା କର୍ମଚାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି।
ନିର୍ଦ୍ଦେଶକ ପୂର୍ବାହ୍ନରେ ଅଧିକାରୀମାନଙ୍କ ସହିତ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ। ସେ ଲୋକସମ୍ପର୍କ ଭବନରେ ବିଭାଗର ବିଭିନ୍ନ ଶାଖା ପରିଦର୍ଶନ କରିଥିଲେ। ବିଜ୍ଞାନ ଓ ବୈଷୟିକବିଦ୍ୟାର ପ୍ରୟୋଗକୁ ଆପଣେଇବା ସହ ଜନସାଧାରଣଙ୍କ ନିକଟରେ ସଞ୍ଚାର ସରବରାହ କ୍ଷେତ୍ରରେ ଅଧିକ ଆଗୁଆ ହୋଇ ବିଶ୍ୱସନୀୟତା ଅର୍ଜନ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। କର୍ମଚାରୀମାନଙ୍କ ଶୃଙ୍ଖଳା ଓ ନିଷ୍ଠା ଉପରେ ସେ ବିଶେଷ ଗୁରୁତ୍ୱ ଦେଇଛନ୍ତି। ଲୋକସମ୍ପର୍କ ଭବନରେ ତ୍ରିପାଠୀଙ୍କୁ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ପ୍ରମୋଦ କୁମାର ମଲ୍ଲିକ ଏବଂ ସୁରେନ୍ଦ୍ର ପରିଡ଼ାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିତ୍କାରୀମାନେ ଉପସ୍ଥିତ ରହି ସ୍ବାଗତ ଜଣାଇଥିଲେ। ନୂତନ ନିର୍ଦ୍ଦେଶକ ବିଭିନ୍ନ ଅଧିକାରୀଙ୍କ କାର୍ଯ୍ୟ ଓ ଦାୟିତ୍ୱ ସମ୍ପର୍କରେ ଅବଗତ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍‌ ଯୋଦ୍ଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍‌ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍‌ ଯୋଦ୍ଧା ଟିକା ନେଇନାହାନ୍ତି।...

୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦...

ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି...

ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ମା-ବାପାଙ୍କୁ ହରାଇଥିବା ସନ୍ତାନମାନଙ୍କ ପାଇଁ ରାଜ୍ୟ ସରକାର ନୂଆ କରି ଆରମ୍ଭ କରିଛନ୍ତି ‘ଆଶୀର୍ବାଦ’ ଯୋଜନା। ଏହି ଯୋଜନା ମାଧ୍ୟମରେ ମା-ବାପାଙ୍କୁ ହରାଇଥିବା ପିଲାମାନଙ୍କୁ...

ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ

ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ମାଗଣାରେ ଟିକା ଯୋଗାଣ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି...

ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି

ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ...

ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା

ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାଣ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ
Next Post Next post:
ସ୍କୁଲ୍‌ ଫି’ ଛାଡ଼ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ରାୟ ମାନିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts