ଇଂଲଣ୍ଡ ମହାନ ଖେଳାଳି ବେନ ଷ୍ଟୋକ୍ସ ଆଜି ୩୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ସେ ଦୁନିଆର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ। ୨୦୧୧ରେ ଇଂଲଣ୍ଡ ପାଇଁ ଡେବ୍ୟୁ କରିଥିବା ଷ୍ଟୋକ୍ସ ପ୍ରଥମ ଦୁଇ ବର୍ଷରେ ଅଧିକ କିଛି କରିପାରି ନଥିଲେ। ୨୦୧୩ ଆଶେସ ସିରିଜର ପର୍ଥ ଟେଷ୍ଟରେ ସେ ପ୍ରଥମ ଥର ପାଇଁ ନିଜର ଦକ୍ଷତା ପ୍ରଦର୍ଶନ କରିବାର ସୁଯୋଗ ପାଇଲେ। ପର୍ଥରେ ଷ୍ଟୋକ୍ସ ଷଷ୍ଠ ନମ୍ବରରେ ବ୍ୟାଟିଂ ବ୍ୟାଟିଂର ଚତୁର୍ଥ ଇନିଂସରେ ୧୨୦ ରନ ସଂଗ୍ରହ କରିଥିଲେ। ଏହା ପରେ ଷ୍ଟୋକ୍ସ ପଛକୁ ଫେରି ନାହାନ୍ତି।
ବେନ ଷ୍ଟୋକ୍ସ ଇଂଲଣ୍ଡ ଦଳକୁ ଆସିବା ପରେ ପ୍ରଥମ ବର୍ଷରେ ତାଙ୍କର ଅସଦାଚରଣ ପାଇଁ ଚର୍ଚ୍ଚାରେ ଥିଲେ। ଗତ ଦଶ ବର୍ଷ ମଧ୍ୟରେ ଷ୍ଟୋକ୍ସଙ୍କୁ ମଧ୍ୟ ଦୁଇଥର ଗିରଫ କରାଯାଇଛି। ୨୦୧୨ ମସିହାରେ ଷ୍ଟୋକ୍ସଙ୍କୁ ଗିରଫ କରାଯାଇଥିଲା ଏବଂ ପରେ ପୋଲିସ ଚେତାବନୀ ଦେଇ ଛାଡିଥିଲା। ୨୦୧୩ରେ, ବିଳମ୍ବିତ ରାତିରେ ମଦ୍ୟପାନ ଅଭିଯୋଗରେ ତାଙ୍କୁ ଇଂଲଣ୍ଡ ଲାୟନ୍ସ ଗସ୍ତରୁ ଘରକୁ ପଠାଯାଇଥିଲା। କିନ୍ତୁ କ୍ରିକେଟରେ ନିଜ ଶ୍ରେଷ୍ଠତ୍ୱ ଦେବାକୁ ସେ ଆଦୌ ଭୁଲି ନ ଥିଲେ। ନିଜ ଅଲରାଉଣ୍ଡର ପ୍ରଦର୍ଶନ ଜରିଆରେ ସେ ୨୦୧୯ ବିଶ୍ୱକପ୍ରେ ଇଂଲଣ୍ଡକୁ ଚାମ୍ପାୟନ କରାଇଥିଲେ।
ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର
ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା...
ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି
ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ...
କୋପା ଆମେରିକା ଫୁଟ୍ବଲ: ନକ୍ଆଉଟରେ ଆର୍ଜେଣ୍ଟିନା
ସାଓ ପାଉଲୋ,୨୩।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଦଳ ନକ୍ଆଉଟରେ ପ୍ରବେଶ କରିଛି। ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା...
ଡବ୍ଲ୍ୟୁଟିସି ଫାଇନାଲ: ରଜର୍ଭ ଡେ’ ଟିକେଟ ମୂଲ୍ୟ ହ୍ରାସ
ସାଉଥାମ୍ପଟନ, ୨୨ା୬ (ପି.ଟି.)- ବର୍ଷାଯୋଗୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ବିଶେଷ ପ୍ରଭାବିତ ହୋଇଛି। ରିଜର୍ଭ ରଖାଯାଇଥିବା...
ଫିଫା ୱାର୍ଲଡ କପ୍ କ୍ୱାଲିଫାୟର: ବ୍ରାଜିଲର କ୍ରମାଗତ ପଞ୍ଚମ ବିଜୟ
ସାଓ ପାଉଲୋ,୬।୬(ଏପି): ଦକ୍ଷିଣ ଆମେରିକା ଫୁଟ୍ବଲ ପାଓ୍ବାର ହାଉସ୍ ରୂପେ ଜଣାଥିବା ବ୍ରାଜିଲ ଫିଫା ବିଶ୍ୱକପ୍ କ୍ୱାଲିଫାୟର ମ୍ୟାଚ୍ରେ ୨-୦ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି।...
ମ୍ୟାଚ୍ ପୂର୍ବରୁ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି
ରିଓ ଡି ଜାନେଇରୋ,୧୬।୬: ଚିଲି ବିପକ୍ଷରେ ଆର୍ଜେଣ୍ଟିନା ତା’ର ପ୍ରଥମ ମ୍ୟାଚ୍ରେ କିମ୍ବଦନ୍ତୀ ଫୁଟ୍ବଲର ଡିଏଗୋ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲା। ମ୍ୟାଚ୍ ପୂର୍ବରୁ ମାରାଡୋନାଙ୍କ...
ଢାକା ପ୍ରିମିୟର ଲିଗ୍:ଶକିବ ୩ଟି ମ୍ୟାଚରୁ ସସ୍ପେଣ୍ଡ
ଢାକା, ୧୩ା୬ (ପି.ଟି.)- ମହମ୍ମଡ଼ାନ ସ୍ପୋର୍ଟିଂ ବନାମ ଆବାହନୀ ଲିମିଟେଡ୍ ମ୍ୟାଚ୍ ବେଳେ ପଡ଼ିଆରେ ଅଶୋଭନୀୟ ଆଚରଣ ପାଇଁ ବାଂଲାଦେଶର ଷ୍ଟାର କ୍ରିକେଟର ଶକିବ ଅଲ୍...
ସାଉଥାମ୍ପଟନରେ ବର୍ଷା: ଚତୁର୍ଥ ଦିନ ଖେଳ ବାଧାପ୍ରାପ୍ତ ଆଶଙ୍କା
ସାଉଥାମ୍ପଟନ,୨୧।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ୍ର ଚତୁର୍ଥ ଦିନରେ ସାଉଥମ୍ପଟନରେ ବର୍ଷା ଲାଗି ରହିଛି। ପ୍ରଥମ ଦିନ ଭଳି...


