E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା

ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ
10:11 amJune 4, 2021

ମହାକାଳପଡ଼ା,୪।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ ସୀମା ମିଲନ ମୋଡ଼ ବଜାରରେ ବେଆଇନ କ୍ଲିନିକ୍‌ ଖୋଲାଯାଇଛି। ସେହି କ୍ଲିନିକ୍‌ରେ ସ୍ଥାନୀୟ ପଙ୍କପାଳ ଗ୍ରାମର ଜଣେ ଜ୍ୱରରେ ପୀଡ଼ିତ ରୋଗୀଙ୍କୁ ଚିକିତ୍ସା କରାଯାଉଥିଲା ସ୍ଥାନୀୟ ବେଣକନ୍ଧା ବଜାରର ଜଣେ ନକଲି ଡାକ୍ତର ତାଙ୍କର ଚିକିତ୍ସା କରୁଥିଲେ। ରୋଗୀଙ୍କୁ ନିମ୍ନମାନର ବଟିକା ଦେବା ସହ ଲଗାତାର ୪ ସାଲାଇନ ଦେବାରୁ ସେ ଗୁରୁତର ହୋଇ ପଡିଥିଲେ। ତୁରନ୍ତ ତାଙ୍କୁ ପରିବାର ଲୋକେ ଏକ ଗାଡ଼ିରେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ୨ଦିନ ପୂର୍ବରୁ ରାମନଗର ଅଞ୍ଚଳର ଅନ୍ୟ ଜଣେ ଜ୍ୱରାକ୍ରାନ୍ତ ରୋଗୀ ସ୍ଥାନୀୟ ପିତାପାଟ ଗଁାର ଜଣେ ଡାକ୍ତରଙ୍କ ପାଖରେ ସପ୍ତାହେ ଧରି ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।
ବିଶେଷକରି ବଙ୍ଗୀୟ ଅଧ୍ୟୁଷିତ ଅଞ୍ଚଳ ବତିଘର, ଖରିନାସି, ରାମନଗର, ପେଟ୍‌ଛେଲା, ବଉଳକଣି, ଜମ୍ବୁ ହାଟ, ସୁନୀତି, ବେଣାକନ୍ଧା ହାଟ, ତନ୍ତିଆପାଳ ହାଟ, ବାବର ହାଟ, କେଦାଣ୍ଡୁଆ ଆଦି ଅଞ୍ଚଳରେ ଏପରି ଡାକ୍ତରମାନେ ବେଆଇନ କ୍ଲିନିକ୍‌ ଖୋଲି ସାଧାରଣ ନିରୀହ ଲୋକଙ୍କୁ ଶୋଷଣ କରୁଛନ୍ତି। କୋଲକାତାର କେତେଜଣ ନକଲି ଡାକ୍ତର ଗଁାକୁ ଗଁା ବୁଲି ରୋଗୀଙ୍କୁ ଚିକିତ୍ସା ସହ ଔଷଧ ଦେଉଛନ୍ତି। ସ୍ଥାନୀୟ ଜନପ୍ରତିନିଧିମାନେ ଏ ସଂକ୍ରାନ୍ତରେ ପ୍ରଶାସନକୁ ଅବଗତ କରୁ ନ ଥିବା ଅଭିଯୋଗ ହୋଇଛି। ଏପରି କି ସ୍ଥାନୀୟ ଆର୍‌କେଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ବାବର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଜମ୍ବୁ ପ୍ରାଥମିକ ଚିକିତ୍ସା କେନ୍ଦ୍ରକୁ ଜ୍ୱର ରୋଗୀମାନେ ଚିକିତ୍ସା ପାଇଁ ନ ଆସି ନକଲି ଡାକ୍ତରଙ୍କ ଆଶ୍ରା ନେଉଥିବା ଦେଖିବାକୁ ମିଳିଛି। ଏ ନେଇ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଧିକାରୀ ଡା. ଅନିତା ପଟ୍ଟନାୟକ କୁହନ୍ତି, ଉପାନ୍ତ ଅଞ୍ଚଳରେ ନକଲି ଡାକ୍ତରଙ୍କ ଚିକିତ୍ସା ସମ୍ପର୍କରେ ଅଭିଯୋଗ ମିଳିଛି। ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା View All

ନଦୀଭିତ୍ତିକ ବନ୍ଦର ସ୍ବପ୍ନ

କେନ୍ଦ୍ରାପଡ଼ା ଅଫିସ, ୧୪।୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପବ୍ଲିକ୍‌-ପ୍ରାଇଭେଟ୍‌-ପାର୍ଟନରଶିପ୍‌ (ପିପିପି) ମୋଡ୍‌ରେ...

ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି

ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର...

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା...

ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର

ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ...

ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରପାଲି, ୨୧।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ...

ଡଙ୍ଗରିଆଙ୍କୁ ଠକୁଛନ୍ତି ଆନ୍ଧ୍ର ଦଲାଲ

ବିଷମକଟକ,୨୭ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ଡଙ୍ଗରିଆମାନେ ବିଶେଷକରି କୃଷି ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ। ଉତ୍ପାଦିତ ପନିପରିବା, ଫଳ ଓ...

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି...

ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ

ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍‌ଓ
Next Post Next post:
ବେବି ବମ୍ପ ସହତ ଫଟୋ ଶେୟାର କଲେ ଅପାରଶକ୍ତି ଖୁରାନା: କାହିଁକି ଲକ୍‌ଡାଉନ୍‌ରେ ବେବି ପ୍ଲାନ କଲେ ଜାଣନ୍ତୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts