E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ରେପୋ ରେଟ୍‌ ଅପରିବର୍ତ୍ତିତ
12:20 pmJune 4, 2021

ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ ତ୍ରୈମାସିକ ସମୀକ୍ଷା ପରେ ରେପୋ ରେଟ ୪ ପ୍ରତିଶତ ଓ ରିଭର୍ସ ରେପୋ ରେଟକୁ ୩.୩୫ ପ୍ରତିଶତରେ ଅପରିବର୍ତ୍ତିତ ରଖାଯାଇଛି। ଏନେଇ ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାଶ ସୂଚନା ଦେଇଛନ୍ତି। ତେବେ କରୋନା ଦ୍ୱିତୀୟ ଲହର କାରଣରୁ ଆର୍ଥିକ ମାନ୍ଦାବସ୍ଥା ଫଳରେ ୨୦୨୧-୨୨ ଆର୍ଥିକ ବର୍ଷରେ ଦେଶର ଡିଜିପି ଅଭିବୃଦ୍ଧି ଆକଳନକୁ କମାଇ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ପୂର୍ବରୁ ଏହା ୧୦.୫ ପ୍ରତିଶତ ରହିବ ବୋଲି ଆରବିଆଇ ଆକଳନ କରିଥିବାବେଳେ ଏବେ ଏହାକୁ ୯.୫ ପ୍ରତିଶତକୁ କମାଇ ଦେଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...

ଭାଜପା ଟାର୍ଗେଟରେ ମୁକୁଲ

କୋଲକାତା,୧୮ା୬: ଭାଜପା ଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ଯୋଗ ଦେଇଥିବା ବରିଷ୍ଠ ନେତା ମୁକୁଲ ରୟ ଏବେ ଭାଜପା ଟାର୍ଗେଟରେ। ତାଙ୍କ ବିଧାୟକ ପଦ ରଦ୍ଦ ଦାବିରେ...

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର...

୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ଏନ୍‌ଏଚ୍‌ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା

ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

‘ ଭାଜପାରେ କେହି ରହିବେ ନାହିଁ ’

ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ
Next Post Next post:
ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts