E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କ୍ରିକେଟର ‘ବଲ ଅଫ ଦି ସେଞ୍ଚୁରୀ’: ଜାଣନ୍ତୁ କେଉଁ ବୋଲର୍‌ ପକାଇଥିଲେ
1:52 pmJune 4, 2021

ଅଷ୍ଟ୍ରେଲିଆର ମହାନ ଲେଗ ସ୍ପିନର ସଚିନ ୱାର୍ନ ୧୪ ବର୍ଷ ପୂର୍ବେ ତାଙ୍କର ଶେଷ ଟେଷ୍ଟ ଖେଳିଥିଲେ। କିନ୍ତୁ ଆଜି ମଧ୍ୟ ତାଙ୍କର ‘ବଲ ଅଫ ଦି ସେଞ୍ଚୁରୀ’ ବିଷୟରେ ଚର୍ଚ୍ଚା ହେଉଛି। ଟେଷ୍ଟ କ୍ରିକେଟରେ ୭୦୦ରୁ ଅଧିକ ଉଇକେଟ ନେଇଥିବା ଓ୍ବାର୍ନ ଏକମାତ୍ର ଲେଗ ସ୍ପିନର। ୨୮ ବର୍ଷ ପୂର୍ବେ ଆଜି, ମଞ୍ଚେଷ୍ଟରରେ ଇଂଲଣ୍ଡ ବିପକ୍ଷରେ ଆଶେସ ସିରିଜର ଏକ ଟେଷ୍ଟ ମ୍ୟାଚରେ ଓ୍ବାର୍ନ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ମାଇକ ଗାଟିଙ୍ଗଙ୍କୁ ବୋଲ୍ଡ୍ଡ କରିଥିଲେ। ୯୦ ଡିଗ୍ରୀ ଟର୍ନ ନେଇ ଏହି ବଲ ଗାଟିଙ୍ଗଙ୍କ ଅଫ ଷ୍ଟମ୍ପକୁ ଉପାଡି ଦେଇଥିଲା।
ଇଂଲଣ୍ଡ ଗସ୍ତରେ ଆଶେସ ସିରିଜର ପ୍ରଥମ ଟେଷ୍ଟରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୨୮୯ ରନରେ ଅଲଆଉଟ ହୋଇଥିଲା। ଏହାର ଜବାବରେ ଓପନର୍‌ ଗ୍ରାହାମ ଗୁଚ ଏବଂ ମାଇକ ଆର୍ଥନ ଇଂଲଣ୍ଡ ପକ୍ଷରୁ ପ୍ରଥମ ଉଇକେଟ ପାଇଁ ୭୧ ରନ ଯୋଡିଥିଲେ। ପରେ ଆର୍ଥନ ଆଉଟ ହୋଇଥିଲେ। ତାଙ୍କ ପରେ ମାଇକ ଗାଟିଙ୍ଗ ବ୍ୟାଟିଂ କରିବାକୁ ଆସିଥିଲେ। ଅଷ୍ଟ୍ରେଲୀୟ ଅଧିନାୟକ ଆଲାନ ବର୍ଡର ବଲ ଓ୍ବାନର୍ର୍ଙ୍କୁ ଦେଇଥିଲେ। ମ୍ୟାଚରେ ଓ୍ବାର୍ନଙ୍କ ଏହା ପ୍ରଥମ ଓଭର ଥିଲା। ଗାଟିଙ୍ଗ ୪ ରନ୍‌ରେ ଖେଳୁଥିଲା। ଓ୍ବାର୍ନ ଏକ ଫ୍ଲାଇଟେଡ୍‌ ବଲ ବୋଲିଂ କରିଥିଲେ। ଯାହା ଲେଗ୍‌ ଷ୍ଟମ୍ପ ବାହାରେ ପଡିଗଲା। ସମସ୍ତେ ଭାବୁଥିଲେ ଯେ, ବଲ ଲେଗ୍‌ ଷ୍ଟମ୍ପ ବାହାରେ ଚାଲିଯିବ । କିନ୍ତୁ ଯାହା ଘଟିଲା ତାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। ବଲ ଗାଟିଙ୍ଗଙ୍କ ଅଫ ଷ୍ଟମ୍ପରେ ବାଜିଥିଲା। ପରେ ଏହି ବଲ୍‌କୁୁ ଶତାବ୍ଦୀର ସର୍ବଶ୍ରେଷ୍ଠ ବଲ ଆଖ୍ୟା ଦିଆଯାଇଥିଲ। ଗେଟିଂ ସେଠାରେ କିଛି ସମୟ ଛିଡା ହେଲା। କ’ଣ ଘଟିଛି ୱାର୍ନ ମଧ୍ୟ କିଛି ବୁଝିପାରି ନଥିଲେ। କିନ୍ତୁ, ସେତେବେଳକୁ ୱାର୍ଣ୍ଣ ଇତିହାସ ସୃଷ୍ଟି କରି ସାରିଥିଲେ। ୱାର୍ନ କହିଥିଲେ ଯେ ସେ କେବେ ଭାବି ନଥିଲେ ଯେ ସେ ମଧ୍ୟ ଏପରି ବଲ ଫିଙ୍ଗି ପାରିବେ। ୱାର୍ନ ମଧ୍ୟ ‘ବଲ ଅଫ ଦି ସେଞ୍ଚୁରୀ’କୁ ତାଙ୍କ ଜୀବନର ସବୁଠାରୁ ବିଶେଷ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଚେସ୍‌ ବିଶ୍ୱକପ୍‌ ପାଇଁ ଗୁଜରାଠୀଙ୍କୁ ଯୋଗ୍ୟତା

ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍‌ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍‌ ବିଶ୍ୱକପ୍‌ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ...

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି...

ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…

ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି...

ପେରେଜଙ୍କୁ ଦ୍ୱିତୀୟ ଫର୍ମୁଲା ଓ୍ବାନ ଟାଇଟଲ

ବାକୁ, ୭ା୬: ରେଡ୍‌ ବୁଲ୍‌ର ସର୍ଗିଓ ପେରେଜ ଆଜରବୈଜାନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଆଷ୍ଟନ ମାର୍ଟିନର ସେବାଷ୍ଟିଆନ ଭେଟେଲ ଓ...

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ହେଲେ ମାଷ୍ଟର ବ୍ଲାଷ୍ଟର…

ନୂଆଦିଲ୍ଲୀ,୨୦।୬: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍‌ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ...

୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ବାହାରିଲା ଭାରତୀୟ ଦଳ

ମୁମ୍ବାଇ,୩।୬: ଭାରତୀୟ ପୁରୁଷ କ୍ରିକେଟ ଦଳ ୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ଗୁରୁବାର ବାହାରିଛି। ଉଭୟ ମହିିଳା ଏବଂ ପୁରୁଷ ଦଳ ଏକ ଗସ୍ତରେ ଯାଇଛନ୍ତି।...

ମ୍ୟାଚ୍‌ର ପ୍ରଥମ ବଲ୍‌ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍‌: ଜାଣନ୍ତୁ କାହିଁକି

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଐତିହାସିକ ଫାଇନାଲ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବା...

କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ

ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ
Next Post Next post:
ବିଶାଳ ସମୁଦ୍ର ଉପରେ ଗାଁ: ୧୩୦୦ ବର୍ଷରୁ ସେଭଳି ଅଛି; ଉତ୍ପତି ଇତିହାସ କିଛି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts