ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମେ’୨୫ରେ ରିଙ୍କୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ସେ ହୋମ୍ ଆଇସୋଲେଶନ୍ରେ ରହିଥିଲେ। ହେଲେ ଗତ କିଛି ଦିନରୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିଲା। ପରେ ତାଙ୍କୁ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଛି। ଏନେଇ ତାଙ୍କ ଭଉଣୀ ଚନ୍ଦା ସିଂହ ନିକୁମ୍ଭ ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ଫିଲ୍ମ ଓ ସିରିୟଲ୍ ଇଣ୍ଡଷ୍ଟ୍ରିରେ ଶୋକପ୍ରକାଶ ପାଇଛି। ରିଙ୍କୁଙ୍କ କାର୍ଯ୍ୟ କଥା କହିବାକୁ ଗଲେ ଗତ ଥର ଅମାଜନ ପ୍ରାଇମ୍ ଭିଡିଓ ଫିଲ୍ମ ‘ହେଲୋ ଚାର୍ଲିରେ ତାଙ୍କ ଅଭିନୟକୁ ଦେଖିବାକୁ ମିଳିଥିଲା। କିନ୍ତୁ ଡ୍ରିମ୍ଗର୍ଲରୁ ତାଙ୍କୁ ଏକ ସ୍ବତନ୍ତ୍ର ପରିଚୟ ମିଳିଥିଲା। ଏତଦ୍ ବ୍ୟତୀତ ଚିଡିଆଘର, ମେରି ହାନିକାରକ ବିବି ଭଳି ଆଦି ଅନେକ ଟିଭି ସିରିୟଲ୍ରେ ସେ କାମ କରିସାରିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ, ମନୋରଞ୍ଜନ View All
ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…
ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ...
ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍ : ସାକ୍ଷୀ କଲେ ଭିଡ଼ିଓ ଶେୟାର…
ରାଞ୍ଚି,୧୩।୬: ଆପିଏଲ୍ ସ୍ଥଗିତ ହେବା ପରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍.ଏସ୍. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...
ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ
ପାଟଣା, ୨।୬: ଡ୍ୟୁଟିରେ ଥିବାବେଳେ ପୋଲିସ କର୍ମୀ ମୋବାଇଲ ଫୋନ କିମ୍ବା କୌଣସି ପ୍ରକାର ବୈଦ୍ୟୁତିକ ଉପକରଣ ବ୍ୟବହାର କରିପାରିବେ ନାହିଁ। ବିହାର ପୋଲିସ ଅଧିକାରୀଙ୍କ...
ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ
ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା...
୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…
ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...
ଏଣିକି ଏଡ୍ସ ପୀଡ଼ିତଙ୍କୁ ମିଳିବ ପେନ୍ସନ
ଚଣ୍ଡିଗଡ଼,୧୮।୬: ଏଡ୍ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍ଶୀଘ୍ର ପ୍ରତିମାସରେ ଏଡ୍ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍ସନ ପ୍ରଦାନ କରିବେ...
୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...
ଭାଜପାର ଚିନ୍ତା ବଢ଼ାଇଲେ ମୁକୁଲ
କୋଲକାତା, ୯।୬: ପଶ୍ଚିମବଙ୍ଗ ନିର୍ବାଚନରେ ପରାଜୟ ପରେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିଏମ୍ସିର ବହୁ ପୂର୍ବତନ ନେତାଙ୍କ ଭଳି ବରିଷ୍ଠ ନେତା ମୁକୁଲ ରୟ...


