E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍‌; ରୋମାଣ୍ଟିକ୍‌ ଚାଟ୍‌ ଭାଇରାଲ
3:52 pmJune 4, 2021

ବମ୍ବେ: ନିକଟରେ ଅଭିନେତା କରନ୍‌ ମେହେରା ଗିରଫ ହେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ତାଙ୍କ ବିରୋଧରେ ଘରୋଇ ହିଂସାର ଅଭିଯୋଗ ଆଣିଥିଲେ। ଏପରିକି କରନ୍‌ ଅନ୍ୟ ଯୁବତୀଙ୍କ ପ୍ରେମରେ ପଡ଼ି ପରିବାରକୁ ଅଣଦେଖା କରୁଥିବାରୁ ଦୁହେଁ ଅଲଗା ହେବାକୁ ଯାଉଥିବା ଖବରଦାତା ସମ୍ମିଳନୀ କରି କହିଥିଲେ। ହେଲେ ସେତେବେଳେ କଥାକୁ ଏଡ଼ାଇ ଯାଇଥିଲେ କରନ୍‌। ସେ କାହା ପ୍ରେମରେ ପଡ଼ିନାହାନ୍ତି ବୋଲି ରୋକଠୋକ ଶୁଣାଇଦେଇଥିଲେ। ଏବେ କିନ୍ତୁ ନିଶାଙ୍କ କଥା ସତ ଭଳି ଲାଗିଲାଣି। କାରଣ କରନ୍‌ଙ୍କ ସହକଳାକାର ହିମାଂଶୀ ପାରାଶରଙ୍କ ସହ ସମ୍ପର୍କ ଥିବା ନେଇ କୁହାଯାଉଛି। ଉଭୟଙ୍କ ଫଟୋ ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି।

ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଗୋଟିଏ ଭିଡିଓ ଶେୟାର କରି ହିମାଂଶୀ ଲେଖିଥିଲେ, କରନ୍‌ କୁହନ୍ତି, ମୁଁ ମାଟି ସହ ଜଡ଼ିତ ମଣିଷ। ହେଲେ ମୁଁ ଜାଣେ ଏହାକୁ ଛୋଟାଇବା କୁହନ୍ତି। ଏହାର ଜବାବରେ କରନ୍‌ କହିଥିଲେ, ‘ଏତେ ବି ତଳକୁ ଖସିବା ଉଚିତ ନୁହେଁ କି ଜଣେ ଚଟାଣରେ ପଡ଼ିିଯିବ। ଏହା ତୁମ ସହ ଶୁଟିଂର ସୁନ୍ଦର ମୂହୁର୍ତ୍ତ’। ପୁଣି ଏହାକୁ ଜବାବ ଦେଇ ହିମାଂଶୀ ‘ତୁମ ପାଇଁ ଆମେ କେଉଁଠି ବି ଖସିଯିବୁ ଆଜ୍ଞା’ ବୋଲି ଲେଖିଥିଲେ। ଏବେ ଏହି ଚାଟ ବେଶ୍‌ ଭାଇରାଲ ହେଉଛି। ପ୍ରଶଂସକମାନେ ଏହାକୁ ବିଲ୍‌କୁଲ ପସନ୍ଦ କରୁନାହାନ୍ତି।

ଅପରପକ୍ଷେ କରନ୍‌ ଅଲଗା ହେବା ସହ ପୁଅ ସ୍ତ୍ରୀଙ୍କ ନିକଟରେ ସୁରକ୍ଷିତ ନ ଥିବା କହିଛନ୍ତି। ପୂର୍ବରୁ ଖୁସିରେ କାବିଶଙ୍କୁ ନିଶାଙ୍କ ସହ ରଖିବାକୁ ନିଷ୍ପତ୍ତି ନେଇଥିଲି। ହେଲେ ଏବେ ମୁଁ ଆଶ୍ୱସ୍ଥ ନାହିଁ। ମୋ ପୁଅ ପ୍ରଭାବିତ ହେଉ ମୁଁ ଚାହେଁନା। ବାସ୍ତବରେ ମୁଁ ତାଙ୍କ ପାଇଁ ଚିନ୍ତିତ। ଯାହା ବି ହେଉଛି ତାକୁ ଦେଖି ହୃଦୟ ଭାଙ୍ଗି ଯାଉଛି ବୋଲଇ ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଭିକି-କ୍ୟାଟ୍ରିନାଙ୍କ ପ୍ରେମ ସମ୍ପର୍କକୁ ସତ ବୋଲି କହିଲେ ଏହି ଅଭିନେତା

ମୁମ୍ବାଇ: ଭିକି କୌଶଲ ଏବଂ କ୍ୟାଟ୍ରିନା କୈଫ୍‌ଙ୍କ ପ୍ରେମସମ୍ପର୍କକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ହେଉଛି। ତେବେ ଉଭୟ ଏହି ସମ୍ପର୍କ ବିଷୟରେ ଏପର୍ଯ୍ୟନ୍ତ ବିଧିବଦ୍ଧ...

ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ୧୪ ଜୁନ୍‌ ୨୦୨୦ରେ ନିଜ ବାନ୍ଦ୍ରା ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଯାହା ପରେ ସୁଶାନ୍ତ...

ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ...

ସମସ୍ତ ପ୍ରସ୍ତୁତି ସରିଥିଲା, ଶେଷ ମୁହର୍ତ୍ତରେ ଫୋନ୍‌ କରି ବିବାହ ପାଇଁ ମନା କରିଦେଇଥିଲେ ପ୍ରେମିକ

ବମ୍ବେ: ପ୍ରସ୍ତୁତି ସରିଥିଲା। ଦିଲ୍ଲୀରେ ବିବାହ ପୋଷାକ ବି ପ୍ରସ୍ତୁତ କରିବାକୁ ଦିଆଯାଇଥିଲା। ହେଲେ ଗୋଟିଏ ଫୋନ କଲ୍‌ ସବୁକିଛି ବଦଳାଇ ଦେଇଥିଲା। କାରଣ ପ୍ରେମିକ...

ହନିମୁନ୍‌ରେ ଏହି ଅଭିନେତ୍ରୀଙ୍କୁ ନିଲାମ ଡାକିବେ ବୋଲି କହିଥିଲେ ସ୍ବାମୀ, ଗର୍ଭବତୀ ସମୟରେ ଖାଇଥିଲେ ମାଡ଼

ବଲିଉଡ୍‌ ଅଭିନେତ୍ରୀ କରିସ୍ମା କପୁର ୯୦ ଦଶକର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ତାଙ୍କ ଅଭିନୟ ଜୀବନ ଯେତିକି ସଫଳ ତାଙ୍କ ବୈବାହିକ ଜୀବନ ସେତିକି...

ବିବାହ ବନ୍ଧନରେ ଅକ୍ଷୟ, ଡାକ୍ତରାଣୀଙ୍କ ଧରିଲେ ହାତ

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଟେଲି ଧାରାବାହିକ ପାଣ୍ଡ୍ୟା ଷ୍ଟୋର ଅଭିନେତା ଅକ୍ଷୟ ଖରୋଦିୟା। ପ୍ରେମିକା ତଥା ପେସାରେ ଡାକ୍ତର ଥିବା ଦିବ୍ୟା ପୁନେଥାଙ୍କ...

୫-ଜି ବିରୋଧରେ ଜୁହି

ଟେଲିକମ୍ୟୁନିକେଶନ ଇଣ୍ଡଷ୍ଟ୍ରିଗୁଡ଼ିକ ୫-ଜି ଟେକ୍ନୋଲୋଜି ଆଣିବା ଦୌଡ଼ରେ ସାମିଲ ହୋଇଥିବାବେଳେ ଭାରତରେ ଏହି ନେଟ୍‌ଓ୍ବର୍କ ବ୍ୟବସ୍ଥା ବିରୋଧରେ ବାହାରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ତଥା ପରିବେଶ କର୍ମୀ...

ଭାବୁକ ହେଲେ ଫର୍‌ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’

ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍‌’। ମହାନ ଧାବକ ପଦ୍ମଶ୍ରୀ ମିଲ୍‌ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାତ୍ୟା କ୍ଷତିପୂରଣ ଅର୍ଥ ମିଳୁନି: ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଘେରିଲେ ଲୋକେ
Next Post Next post:
ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts