E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ

ଅମ୍ବାଳିଅଠା ନିକଟରେ ସିରିଜ୍‌ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ
5:03 pmJune 4, 2021

ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍‌.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଆରୁହା ଗ୍ରାମର ସିଦ୍ଧେଶ୍ୱର ବେହେରା ଓ କୁଳମଣି ବେହେରା।

ସୂଚନାନୁଯାୟୀ, ଜଳେଶ୍ୱର ଥାନା ଅନ୍ତର୍ଗତ ଅମ୍ବାଳିଅଠା ନିକଟରେ ଏକ ଡମ୍ପର ଓ ଧାନ ବୋଝେଇ ଟାଟା ଏସି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଅପରପକ୍ଷେ ଚନ୍ଦନେଶ୍ୱରପଟୁ ଆସୁଥିବା ଏକ ଓଲ୍ଟ ମଧ୍ୟ ଡମ୍ପର ସହ ପିଟି ହୋଇଥିଲା। ଫଳରେ ଟାଟା ଏସିର ଡ୍ରାଇଭର ଓ ହେଲ୍‌ପରଙ୍କ ମୃତ୍ୟୁ ଘଟିଛି। ତେବେ ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଡମ୍ପର ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି ଦେଇଥିଲେ। ପରେ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଜାରି ରଖିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All

ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର

ଝାରସୁଗୁଡା ଅଫିସ୍‌,୨୩।୬: ଝାରସୁଗୁଡା ସଦର ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ ଏଚ୍‌ କଂଟାପାଲି ଛକରେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଚାଳକଙ୍କ...

ନୟାପଲ୍ଲୀ ଶ୍ମଶାନ, ଖେଳପଡ଼ିଆକୁ ନେଇ ମୁହାଁମୁହିଁ

ଭୁବନେଶ୍ୱର,୧୯।୬: ବିଏମ୍‌ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ...

କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ...

ଚିନ୍ତା ଘାରିଲେ ବି ପ୍ରତିକାର ଶୂନ

ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ...

ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ

ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ...

କେନ୍ଦ୍ରକୁ ଓଡ଼ିଶାର ଚିଠି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା...

ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ

ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ: ଏଣିକି ଜିନ୍ସ,ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେନି କର୍ମଚାରୀ
Next Post Next post:
ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts