E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା
5:33 pmJune 4, 2021

ଲଣ୍ଡନ,୪।୬: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହି ସଙ୍କଟରୁ ଶୀଘ୍ର ମୁକୁଳିବା ପାଇଁ ସମଗ୍ର ଦେଶ ଟିକାକରଣକୁ ଗୁରୁତ୍ୱ ଦେଇ ଏହି ଅଭିଯାନକୁ ତ୍ୱରାନ୍ବିତ କରିଛନ୍ତି। କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର କୁହାଯାଉଥିବା ଭାକ୍ସିନର ଟିକାଦାନ ପାଇଁ ଏବେ ସାରା ଦେଶ ଲାଗିପଡ଼ିଛି। ପୂର୍ବରୁ ୧୮ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା ଦିଆଯାଇଥିବା ବେଳେ ଏବେ ଛୋଟ ପିଲାଙ୍କୁ ଟିକା ଦେବା ପାଇଁ ଯୋଜନା କରାଯାଉଛିି। ଇତିମଧ୍ୟରେ ବ୍ରିଟେନରୁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଏଣିକି ୧୨ରୁ ୧୫ ବର୍ଷର ପିଲାଙ୍କୁ ଫାଇଜର ଟିକା ଦେବା ପାଇଁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଆମେରିକା ଫାର୍ମା କମ୍ପାନୀ ଫାଇଜର-ବାୟୋନଟେକ ପ୍ରସ୍ତୁତ କରିଥିବା କରୋନା ଟିକା ପ୍ରାପ୍ତ ବୟସ୍କଙ୍କ ଭଳି ୧୨ରୁ ୧୫ ବର୍ଷ ବୟସର ପିଲାମାନଙ୍କୁ ମଧ୍ୟ ଦେବା ପାଇଁ ବ୍ରିଟେନର ମେଡିକାଲ ରେଗୁଲଟର ବୋର୍ଡ ଅନୁମତି ପ୍ରଦାନ କରିଛି। ସୂଚନାଯୋଗ୍ୟ, ବେଶ ସତର୍କତାର ସହ ୧୨ରୁ ୧୫ ବର୍ଷର ପିଲାଙ୍କ ଉପରେ ଏହି ଭାକ୍ସିନର କ୍ଲିନିକାଲ ଟ୍ରାଏଲ କରାଯାଇଥିଲା। ତେବେ ଏହି ଟ୍ରାଏଲରୁ ସ୍ପଷ୍ଟ ହୋଇଛି ଯେ, ଫାଇଜର-ବାୟୋନଟେକ ପ୍ରସ୍ତୁତ କରିଥିବା କରୋନା ଟିକା ଛୋଟ ପିଲାଙ୍କ ପାଇଁ ସମ୍ପୂର୍ଣ୍ଣ ସୁରକ୍ଷିତ।

 


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର

ସୋହେଲା,୨୦ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ...

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ...

ସହାୟତାର ହାତ ବଢ଼ାଇଲା ଶତ୍ରୁ…

ଜେରୁଜେଲମ୍‌୍‌,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ  ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ...

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି।...

ପ୍ରଧାନମନ୍ତ୍ରୀଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌, ପଠାଇଥିଲେ ଏମିତି ମେସେଜ

ଲଣ୍ଡନ,୧୭ା୬: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌ ହୋଇଥିବା ସାମ୍ନାକୁ ଆସିଛି। ଏହି ଚାଟ୍‌କୁ ବୋରିସ୍‌ଙ୍କ ପୂର୍ବତନ ବରିଷ୍ଠ ପରାମର୍ଶଦାତା ଡୋମିନକ୍‌ କମିଙ୍ଗ୍‌ସ...

ଇରାନ ନୌସେନା ଜାହାଜ ଜଳିଗଲା

ତେହରାନ, ୩ା୬: ଇରାନ ନୌସେନାର ବୃହତ୍ତମ ଯୁଦ୍ଧ ଜାହାଜରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବା ସହ ଏହା ଗଲ୍‌ଫ ଅଫ୍‌ ଓମାନରେ ବୁଡ଼ିଯାଇଛି। ଏପରି...

ଭିଡ଼ କଲେ, ବୋହିନେଲେ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ...

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ
Next Post Next post:
ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍‌ ଖେଳିପାରିବ ସେତୋଟି ବାଇକ୍‌ ଦାନ କରିବି’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts