E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟିମ୍‌ ଇଣ୍ଡିଆ ଖେଳାଳି କେହି କାହାକୁ ଭେଟି ପାରିବେ ନାହିଁ
5:55 pmJune 4, 2021

ସାଉଥାମ୍ପଟନ,୪।୬ : ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ ପାଇଁ ସାଉଥାମ୍ପଟନର ଏଜେସ ବାଉଲଠାରେ ପହଞ୍ଚିଛି ଟିମ୍‌ ଇଣ୍ଡିଆ। ଖେଳାଳିମାନଙ୍କୁ ଏବେ ହାର୍ଡ କ୍ୱାରେଣ୍ଟିନରେ ରଖାଯାଇଛି। ଏପରି କି ସାଥି ଖେଳାଳିଙ୍କୁ ଭେଟିବାକୁ ଅନୁମତି ଦିଆଯାଉ ନାହିଁ। ଭାରତୀୟ ସ୍ପିନର ଅକ୍ଷର ପଟେଲ ଶୁକ୍ରାବର ଏହା ସ୍ପଷ୍ଟ କରିଛନ୍ତି। ୩ ଦିନିଆ ହାର୍ଡ କ୍ୱାରେଣ୍ଟିନ ପରେ ଖେଳାଳିଙ୍କ ଅଭ୍ୟାସ ଲାଗି ଅନୁମତି ମିଳିବ।

” ହୋଟେଲ ରୁମ୍‌ରେ ପହଞ୍ଚିବା ପରେ ଭଲ ନିଦ ହେଲା। ୩ ଦିନ ପର୍ଯ୍ୟନ୍ତ ପରସ୍ପରକୁ ନ ଭେଟିବା ପାଇଁ ଆମକୁ କୁହାଯାଇଛି। ଏଣୁ ଆମକୁ ସେପର୍ଯ୍ୟନ୍ତ କ୍ୱାରେଣ୍ଟିନରେ ରହିବାକୁ ପଡ଼ିବ “ ବୋଲି ବିସିସିଆଇ ପକ୍ଷରୁ ଶେୟାର କରାଯାଇଥିବା ଭିଡିଓରେ ଅକ୍ଷର କହିଛନ୍ତି।

ଉଭୟ ପୁରୁଷ ଓ ମହିଳା ଦଳ ଗୋଟିଏ ଚାର୍ଟର ଫ୍ଲାଇଟରେ ଲଣ୍ଡନରେ ପହଞ୍ଚିଥିଲେ। ସେଠାରୁ ବସ୍‌ ଯୋଗେ ପୁରୁଷ ଖେଳାଳିଙ୍କୁ ସାଉଥାମ୍ପଟନ ନିଆଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆକୁ ପରାମର୍ଶ ଦେଲେ ନ୍ୟୁଜିଲାଣ୍ଡ କୋଚ୍‌

ନୂଆଦିଲ୍ଲୀ,୯।୬ : ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୟୁକେର ସାଉଥାମ୍ପଟନଠାରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ନ୍ୟୁଜିଲାଣ୍ଡ...

ଏସ୍‌ଆର୍‌ ଅନ୍‌ଲାଇନ୍‌ ଚେସ୍‌: ଓମ୍‌ ଆଦିତ୍ୟ ଚାମ୍ପିୟନ

ଭୁବନେଶ୍ୱର,୧।୬(କ୍ରୀଡ଼ା ପ୍ରତିନିଧି): ଏସ୍‌ଆର୍‌ ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୯ତମ ଅନ୍‌ଲାଇନ୍‌ ଚେସ୍‌ରେ ଓମ୍‌ ଆଦିତ୍ୟ ଖାଡଙ୍ଗା ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା

ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ...

ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସ ଖେଳିବେନି ନାଡାଲ

ମାଡ୍ରିଡ୍‌, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ...

ୟୁରୋ କପ୍‌ ଫୁଟ୍‌ବଲ: ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଡ୍ର

ଲଣ୍ଡନ, ୨୦।୬(ଏପି)- ୟୁରୋ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ପ୍ରିମିୟର ଲିଗ୍‌ର ଟପ୍‌ ସ୍କୋରର ହାରି କେନ୍‌ ଏଠାରେ ଇଂଲଣ୍ଡ...

ଦକ୍ଷିଣ ଆଫ୍ରିକାର ଏକ ଇନିଂସ ୬୩ ରନରେ ବିଜୟୀ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ୍‌ ଲୁସିଆ),୧୩ା୬ : କାଗିସୋ ରାବାଡାଙ୍କ ୫ ଉଇକେଟ ସଫଳତା ଯୋଗୁ ଏଠାରେ ପ୍ରଥମ ଟେଷ୍ଟ କ୍ରିକେଟରେ ଦକ୍ଷିଣ ଆଫ୍ରିକା ଏକ ଇନିଂସ...

ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍‌

କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ...

୩୫୦ ବଲ୍‌ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍‌ ଖେଳିପାରିବ ସେତୋଟି ବାଇକ୍‌ ଦାନ କରିବି’
Next Post Next post:
ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍‌କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts