E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍‌କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’
6:01 pmJune 4, 2021

ନୂଆଦିଲ୍ଲୀ,୪।୬: ଗତ ବର୍ଷ ଭାରତୀୟ ଟିମ୍‌ରୁ ଡେବ୍ୟୁ କରିବାର ସୌଭାଗ୍ୟ ପାଇଥିଲେ ଦ୍ରୁତ ବୋଲର୍‌ ମହମ୍ମଦ ସିରାଜ। ଏବେ ସେ ସଫଳତାର ଗୋଟିଏ ପରେ ଗୋଟିଏ ସିଢ଼ୀ ଚଢ଼ୁଥିବା ବେଳେ ପୁରୁଣା ଦିନକୁ ଭୁଲି ନାହାନ୍ତି ସିରାଜ।

କ୍ରିକେଟ ଯୋଗୁ ସିରାଜଙ୍କ ଜୀବନ ବଦଳିଯାଇଛି। ଏବେ ତାଙ୍କ ପାଖରେ ବିଳାସପୂର୍ଣ୍ଣ କାର୍‌ ଏବଂ ଭଳିକି ଭଳି ବାଇକ୍‌ ଅଛି। ପ୍ରାସାଦ ଭଳି ଘର ବି ଅଛି। ହେଲେ ଏକ ସମୟରେ ବୋଲରଙ୍କ ପାଖରେ ବଜାଜ ପ୍ଲାଟିନାର ଏକ ପୁରୁଣା ବାଇକ୍‌ ଥିଲା। କ୍ରିକେଟ ଖେଳିବାର ପ୍ରାରମ୍ଭିକ ସଂଘର୍ଷ ଦିନ ଏହି ଗାଡ଼ିରେ ଚଳିଥିଲା। ସେଥିରେ ସେଲ୍ଫ ଷ୍ଟାର୍ଟ ନ ଥିଲା ନା କିକ୍‌। କିଛି ବାଟ ଚଳାଇ ଆଣିବା ପରେ ତାହା ଷ୍ଟାଟ୍‌ ହେଉଥିଲା। ଏହାଦ୍ୱାରା ଠିକ୍‌ ସମୟରେ ପଡ଼ିଆରେ ପହଞ୍ଚିପାରୁଥିଲେ ହେଁ ଲାଜ ଲାଗୁଥିଲା।

ହାଇଦ୍ରାବାଦରେ ମ୍ୟାଚ୍‌ ଖେଳୁଥିଲେ, ପ୍ରାକ୍ଟିସ ନଚେତ ମ୍ୟାଚ୍‌ ପରେ ସାଥୀ ଖେଳାଳିଙ୍କ ଯିବାକୁ ଅପେକ୍ଷା କରୁଥିଲେ ସିରାଜ। ସେମାନେ ନିଜ ନିଜ କାରରେ ଷ୍ଟାଡିୟମ ବାହାରକୁ ଯିବା ପରେ ବାଇକ୍‌ରେ ବାହାରୁଥିଲେ ସେ। ଏବେ ତାଙ୍କ ପାଖରେ ଦାମୀ ଗାଡ଼ି ଥିଲେ ହେଁ ସେ ପ୍ଲାଟିନା ବାଇକ୍‌କୁ ସାଇତି ରଖିଛନ୍ତି। ଏହା ସଂଘର୍ଷର ଦିନକୁ ମନେ ପକାଉଛି। ସେଥିରୁ ଭଲ ବୋଲିଂ କରିବାକୁ ପ୍ରେରଣା ମିଳୁଥିବା ସିରାଜ ଏକ ସାକ୍ଷାତକାରରେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଦିୟା-ସ୍ବସ୍ତିକା ରନର୍ସଅପ୍‌

ନୂଆଦିଲ୍ଲୀ, ୧ା୬ (ପି.ଟି.)- ଟ୍ୟୁନିସିଆର ଟୁନିସ୍‌ଠାରେ ଚାଲିଥିବା ଡବ୍ଲ୍ୟୁଟିଟି ୟୁଥ୍‌ ଷ୍ଟାର କଣ୍ଟେଣ୍ଡର ଟେବୁଲ ଟେନିସ ଟୁର୍ନାମେଣ୍ଟରେ ଭାରତର ଯୁବ ଟେବୁଲ ଟେନିସ ଖେଳାଳି ଦିୟା...

ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂ

ନୂଆଦିଲ୍ଲୀ,୨୦।୬: କିମ୍ବଦନ୍ତୀ ଆଥ୍‌ଲେଟ ତଥା ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂଙ୍କ ପରଲୋକରେ ଭାରତୀୟ କ୍ରୀଡ଼ାଜଗତ ସ୍ତବ୍ଧ ହୋଇଛି। ଜଣେ ଲଢୁଆ ଖେଳାଳି ଓ...

ଡବ୍ଲ୍ୟୁଟିସି ଫାଇନାଲ: ରଜର୍ଭ ଡେ’ ଟିକେଟ ମୂଲ୍ୟ ହ୍ରାସ

ସାଉଥାମ୍ପଟନ, ୨୨ା୬ (ପି.ଟି.)- ବର୍ଷାଯୋଗୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ବିଶେଷ ପ୍ରଭାବିତ ହୋଇଛି। ରିଜର୍ଭ ରଖାଯାଇଥିବା...

କୋପା ଆମେରିକା ଫୁଟବଲ: ବ୍ରାଜିଲ ଜିତିଲା ଉଦ୍‌ଘାଟନୀ ମ୍ୟାଚ

  ସାଓ ପାଓଲୋ, ୧୫।୬(ଏପି)-କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟର ୪୭ତମ ସଂସ୍କରଣ ଉଦ୍‌ଘାଟିତ ହୋଇଛି। ଉଦ୍‌ଘାଟନୀ ମ୍ୟାଚରେ ଆୟୋଜକ ବ୍ରାଜିଲ ୩-୦ ଗୋଲରେ ଭେନିଜୁଏଲାକୁ ହରାଇ...

ଡବ୍ଲୁଟିସି ଫାଇନାଲ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା

ଲଣ୍ଡନ,୧୫।୬: ଜୁନ ୧୮ରୁ ଭାରତ ବିପକ୍ଷ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। କିୱି ଚୟନକର୍ତ୍ତାଙ୍କ...

କୌଣସି ଚଳଚ୍ଚିତ୍ରଠାରୁ କମ୍‌ ନୁହେଁ ଏହି କ୍ରିକେଟର୍‌ଙ୍କ ପ୍ରେମ କାହାଣୀ: ଅତିଥି ଭାବେ ଯାଇଥିବାବେଳେ ପଡିଯାଇଥିଲେ ପ୍ରେମରେ

ଭାରତୀୟ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଟିମ ଇଣ୍ଡିଆର ଟେଷ୍ଟ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏବଂ ଇଂଲଣ୍ଡ ବିପକ୍ଷ...

ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ

ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍‌ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ...

ପନ୍ତଙ୍କ ଅପରାଜିତ ଶତକ, ଶୁବମନ ୮୫

ସାଉଥାମ୍ପଟନ, ୧୩ା୬ (ପି.ଟି.)-ଏଠାରେ ଭାରତୀୟ କ୍ରିକେଟ ଦଳର ଇଣ୍ଟ୍ରା-ସ୍କ୍ବାଡ ମ୍ୟାଚ୍‌ରେ ରିଷଭ ପନ୍ତ ଅପରାଜିତ ଶତକ ହାସଲ କରିଥିବାବେଳେ ଓପନର ଶୁବମନ ଗିଲ୍‌ ଆକର୍ଷଣୀୟ ୮୫ରନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିମ୍‌ ଇଣ୍ଡିଆ ଖେଳାଳି କେହି କାହାକୁ ଭେଟି ପାରିବେ ନାହିଁ
Next Post Next post:
‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts