E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଚୋକ୍‌ସିଙ୍କ ପ୍ରତ୍ୟର୍ପଣ: ଖାଲି ହାତରେ ଫେରୁଛି ଭାରତର ପ୍ରତିନିଧି ଦଳ
7:08 pmJune 4, 2021

ନୂଆଦିଲ୍ଲୀ,୪।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ପ୍ରତ୍ୟର୍ପଣରେ ଆହୁରି ବିଳମ୍ବ ହେବ। ପିଏନ୍‌ବି ବ୍ୟାଙ୍କରୁ ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଆଣିବାକୁ ଡୋମିନିକା ଯାଇଥିବା ଭାରତୀୟ ପ୍ରତିନିଧି ଦଳକୁ ନିରାଶ ହେବାକୁ ପଡ଼ିଛି। ଚୋକ୍‌ସିଙ୍କ ପ୍ରତ୍ୟର୍ପଣ ଶୁଣାଣିକୁ କାରିବିୟନ ଦେଶର କୋର୍ଟ ଆସନ୍ତା ଜୁଲାଇ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। କୋର୍ଟଙ୍କ ଏଭଳି ନିଷ୍ପତ୍ତି ପରେ ଖାଲି ହାତରେ ଭାରତ ଫେରୁଛନ୍ତି ସିବିଆଇ ଓ ଇଡିର ୮ ଅଧିକାରୀ।

ଆଣ୍ଟିଗୁଆରୁ ବେଆଇନ ଭାବେ ଡୋମିନିକାରେ ପ୍ରବେଶ କରିଥିବା ଚୋକ୍‌ସିଙ୍କୁ ସେଠାରେ ଗିରଫ କରାଯାଇଥିଲା। ଖବର ମିଳିବା ପରେ ଗତ ୨୮ ତାରିଖରେ ସ୍ବତନ୍ତ୍ର ଚାର୍ଟର ବିମାନରେ ଡୋମିନିକାରେ ପହଞ୍ଚିଥିଲେ ସିବିଆଇ ଓ ଇଡି ଅଧିକାରୀ। ସେବେଠାରୁ ସେମାନେ ସେଠାକାର କୋର୍ଟଙ୍କ ନିର୍ଦ୍ଦେଶକୁ ଅପେକ୍ଷାରେ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ...

ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ...

ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ

ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...

ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍‌ ନିଷ୍ପତ୍ତି…

କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ...

ଟିକାଦାନ ଏବେ ଭୋଟ୍‌ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ...

ସାଢ଼େ ୧୮ କୋଟିରେ କାହିଁକି କିଣାଗଲା ରାମମନ୍ଦିର ଜମି: କେନ୍ଦ୍ର-ଆରଏସ୍‌ଏସ୍‌କୁ ରିପୋର୍ଟ ପଠାଇଲା ଟ୍ରଷ୍ଟ୍‌…

ଅଯୋଧ୍ୟା,୧୫।୬: ରାମମନ୍ଦିର ପାଇଁ ଜମି କାହିଁକି ସାଢ଼େ ୧୮ କୋଟି ଟଙ୍କାରେ କିଣାଗଲା ସେ ନେଇ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‌ ପକ୍ଷରୁ ରିପୋର୍ଟ...

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...

୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୧୩।୬(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍‌ଦାର କରିବା ଲାଗି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’
Next Post Next post:
ଓଡ଼ିଶା: ଆଜିର ଫଟୋ ( ଜୁନ୍ ୪, ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts