E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’
8:03 pmJune 4, 2021

ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ ଖାରଜ କରିବା ସହ ଅଭିନେତ୍ରୀଙ୍କ ଉପରେ ୨୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି। କେବଳ ଶସ୍ତା ଲୋକପ୍ରିୟତା ପାଇଁ ଏଭଳି ଆବେଦନ କରାଯାଇଛି। ଆବେଦନ ପଛରେ କୌଣସି ବିଜ୍ଞାନ ଭିତ୍ତିକ ତଥ୍ୟ ନାହିଁ ବୋଲି କୋର୍ଟ କହିଛନ୍ତି।

କୋର୍ଟରେ ଏହି ଆବେଦନର ଶୁଣାଣି ଭିଡିଓ କନଫରେନ୍ସିଂ ମାଧ୍ୟମରେ କରାଯାଇଥିଲା। ଏହାର ଲିଙ୍କ୍‌ ସୋଶିଆଲ ମିଡିଆରେ ଶେୟାର କରିଥିଲେ ଜୁହି। ଏହି କାରଣରୁ ଶୁଣାଣି ୩ ଥର ବାଧାପ୍ରାପ୍ତ ହୋଇଥିଲା। ଏ ନେଇ କୋର୍ଟ ତାଙ୍କୁ ତୀବ୍ର ସମାଲୋଚନା କରିଥିଲେ।

ଜୁହି ତାଙ୍କ ଆବେଦନରେ ଦର୍ଶାଇଥିଲେ ଯେ, ୫ଜି ନେଟୱର୍କରୁ ବାହାରୁଥିବା ବିକିରଣ ସ୍ବାସ୍ଥ୍ୟପକ୍ଷେ ଅତ୍ୟନ୍ତ କ୍ଷତିକାରକ। ଏହା ବର୍ତ୍ତମାନ ଓ ଭବିଷ୍ୟତ ପୀଢ଼ିକୁ ସଙ୍କଟରେ ପକାଇପାରେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ...

ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ...

ରାଜ୍ୟପାଳଙ୍କୁ ‘ଅଙ୍କଲ ଜୀ’ କହିଲେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୬।୬ : ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିବା ଟୁଇଟ୍‌ କରି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଥିଲେ ରାଜ୍ୟପାଳ ଜଗଦୀପ ଧାଙ୍କର।...

ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ

ନୂଆଦିଲ୍ଲୀ/ଦୁବାଇ,୨୧।୬: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ଏବଂ ଭାରତ ମଧ୍ୟରେ ଆସନ୍ତା ୨୩ତାରିଖରୁ ବିମାନ ସେବା ଆରମ୍ଭ ହେବ। ୟୁଏଇ ଏୟାରଲାଇନ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ଶେଷ ହେଲା ମହାରାଷ୍ଟ୍ର-କର୍ନାଟକ ଜଳ ବିବାଦ

ବେଙ୍ଗାଲୁରୁ,୧୯।୬: ଆପୋଷ ବୁଝାମଣାରେ ମରୁଡି ପ୍ରବଣ ଅଞ୍ଚଳକୁ ଜଳ ଯୋଗାଣ ଓ ବନ୍ୟା ପରିଚାଳନା ପାଇଁ ଉଭୟ ମହାରାଷ୍ଟ୍ର ଓ କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି।...

ଆତଙ୍କବାଦୀଙ୍କ ୯ ଗୁଳି ବାଜିବା ପରେ ମୃତ୍ୟୁ ସହ ସଂଗ୍ରାମରେ ବିଜେତା ହୋଇଥିଲେ ଚେତନ ଚିତା; ଏବେ କୋଭିଡ୍‌ ସହ ଲଢ଼ୁଛନ୍ତି ଯୁଦ୍ଧ

ନୂଆଦିଲ୍ଲୀ,୩।୬: ସାହସିକତାର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ କିର୍ତ୍ତୀ ଚକ୍ରରେ ପୁରସ୍କୃତ ହୋଇଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) କମାଣ୍ଡାଣ୍ଟ ଚେତନ ଚିତାଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି।...

ରାମମନ୍ଦିର ଟ୍ରଷ୍ଟରେ ଜମି ଦୁର୍ନୀତି ଅଭିଯୋଗ

ଲକ୍ଷ୍ନୌ, ୧୪।୬: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଦେଖାଶୁଣା କରିବା ଲାଗି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବେଆଇନ ଜମି କାରବାରରେ ସମ୍ପୃକ୍ତ ଥିବାନେେଇ...

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା
Next Post Next post:
ମହାମାରୀରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ଭତ୍ତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts