E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ
9:17 pmJune 4, 2021

କରାଚୀ,୪।୬: ଆଗକୁ ହେବାକୁ ଥିବା ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପିସିବି ପକ୍ଷରୁ ଘୋଷଣା କରାଯାଇଛି ପାକିସ୍ତାନ ଟି୨୦ ଦଳ। ଏହି ଦଳରେ ସ୍ଥାନ ପାଇଛନ୍ତି ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମ। ମୋଇନଙ୍କ ୨୨ ବର୍ଷୀୟ ପୁଅଙ୍କୁ ଜାତୀୟ ଦଳରେ ସ୍ଥାନ ଦେଇ ପିସିବି ଚୟନକର୍ତ୍ତା ସଭିଙ୍କୁ ଚକିତ କରି ଦେଇଛନ୍ତି। ଆଜାମ ଘରୋଇ କ୍ରିକେଟରେ ମାତ୍ର ଗୋଟିଏ ପ୍ରଥମଶ୍ରେଣୀ ମ୍ୟାଚ୍‌ ଓ ୩୬ଟି ଘରୋଇ ଟି୨୦ ମ୍ୟାଚ୍‌ ଖେଳିଛନ୍ତି।

ତେବେ ବଡ଼ ବଡ଼ ଛକା ମାରିବା ପାଇଁ ସେ ଜଣାଶୁଣା। ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଓ ଶ୍ରୀଲଙ୍କା ପ୍ରିମିୟର ଲିଗ୍‌ରେ ଆଜାମ ତାଙ୍କ ସିକ୍ସ ହିଟିଂ ପାଓ୍ବାର ଦେଖାଇ ସାରିଛନ୍ତି। ତାଙ୍କ ଚୟନ ପଛରେ ଏହା ହିଁ କାରଣ ହୋଇଥାଇପାରେ।

୧୯୯୦ରୁ ୨୦୦୪ ପର୍ଯ୍ୟନ୍ତ ଖେଳିଥିବା ମୋଇନ ପାକିସ୍ତାନ କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ଉଇକେଟକିପର। ନିଜ ସମୟରେ ବଡ଼ ବଡ଼ ଛକା ମାରିବା ପାଇଁ ସେ ବେଶ୍‌ ଜଣାଶୁଣା ଥିଲେ। କ୍ୟାରିୟରରେ ୬୯ ଟେଷ୍ଟ ଓ ୨୧୯ ଦିନିକିଆ ମ୍ୟାଚ୍‌ ଖେଳିଥିବା ଉଇକେଟକିପର ବ୍ୟାଟ୍ସମ୍ୟାନଙ୍କ ନାମରେ ମୋଟ ୬,୦୦୭ ରନ୍‌ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଲିସ୍‌ବନରେ ପହଞ୍ଚତ୍ଲେ ନୀରଜ

ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍‌ ୧୦ରେ ଲିସ୍‌ବନରେ...

‘ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ରୋହିତ, କୋହଲିଙ୍କୁ ବାଧିପାରେ’

ମୁମ୍ବାଇ,୬।୬ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପୂର୍ବରୁ ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ପାଇଁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଚିନ୍ତିତ ନୁହନ୍ତି।...

ଗୋଟିଏ ଉଇକେଟ୍‌ ନେଇ ୨ ରେକର୍ଡ କଲେ ଇଶାନ୍ତ ଶର୍ମା: କପିଳ ଦେବଙ୍କୁ ପଛରେ ପକାଇଲେ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ଇଶାନ୍ତ ଶର୍ମା ଏପର୍ଯ୍ୟନ୍ତ ଗୋଟିଏ ଉଇକେଟ ନେଇଛନ୍ତି। ସେ ନ୍ୟୁଜିଲାଣ୍ଡର ଓପନର୍‌ ଡେଭନ କନୱେଙ୍କୁ ଆଉଟ କରିଛନ୍ତି। ଏହି...

ଖେଳାଇ ଦେଉନି ୟୁକେର ପାଗ

ସାଉଥାମ୍ପଟନ, ୧୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଦିନକୁ ବର୍ଷା ଧୋଇ ଦେବା ପରେ ପର୍ଯ୍ୟାପ୍ତ ଆଲୋକ ଅଭାବରୁ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା...

କୌଣସି ଚଳଚ୍ଚିତ୍ରଠାରୁ କମ୍‌ ନୁହେଁ ଏହି କ୍ରିକେଟର୍‌ଙ୍କ ପ୍ରେମ କାହାଣୀ: ଅତିଥି ଭାବେ ଯାଇଥିବାବେଳେ ପଡିଯାଇଥିଲେ ପ୍ରେମରେ

ଭାରତୀୟ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଟିମ ଇଣ୍ଡିଆର ଟେଷ୍ଟ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏବଂ ଇଂଲଣ୍ଡ ବିପକ୍ଷ...

ଅଣ୍ଡା ଖାଇ ଟ୍ରୋଲ୍‌ ହେଲେ ବିରାଟ କୋହଲି

ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିକଟରେ ପ୍ରଶଂସକଙ୍କ ସହ ତାଙ୍କର ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଶଂସକମାନେ କୋହଲିଙ୍କୁ...

ଟିମ୍‌ ଇଣ୍ଡିଆ ଖେଳାଳି କେହି କାହାକୁ ଭେଟି ପାରିବେ ନାହିଁ

ସାଉଥାମ୍ପଟନ,୪।୬ : ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ ପାଇଁ ସାଉଥାମ୍ପଟନର ଏଜେସ ବାଉଲଠାରେ ପହଞ୍ଚିଛି ଟିମ୍‌ ଇଣ୍ଡିଆ। ଖେଳାଳିମାନଙ୍କୁ ଏବେ ହାର୍ଡ...

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ଅଷ୍ଟ୍ରେଲୀୟ ଲେଗ ସ୍ପିନର ଆଦାମ ଜାମ୍ପା ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହାଟୀ ଲେ ପାଲମେରଙ୍କୁ ବିବାହ କରିଛନ୍ତି। ଗତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋହଲି, ଯୁବି, ଧୋନୀଙ୍କ ପାଇଁ ଏମିତି ଶବ୍ଦର ବ୍ୟବହାର କଲେ ରଶିଦ
Next Post Next post:
ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts