ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା ସଲମାନ ନାମକ ଏହି ଯୁବକ ଜେଲ୍ ଫେରିବାକୁ ଚାହୁଁଥିଲେ। ସେଥିପାଇଁ ସେ ଗୁରୁବାର ରାତିରେ ପୋଲିସକୁ ଫୋନ୍ କରି ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଚାହାନ୍ତି ବୋଲି ଧମକ ଦେଇଥିଲେ। ପୋଲିସ ତାଙ୍କୁ ଗିରଫ କରିନେଇ ଥାନାରେ ଜେରା କଲାବେଳେ ସେ ଜେଲ୍କୁ ଫେରିଯିବା ଲାଗି ଏଭଳି ଧମକ ଦେଇଥିବା କଥା ସ୍ବୀକାର କରିଥିଲେ। ତେବେ ପ୍ରଧାନମନ୍ତ୍ରୀଙ୍କୁ ଧମକ ଦିଆଯାଇଥିବାରୁ ଗୋଇନ୍ଦା ବିଭାଗ ସଲମାନଙ୍କୁ ଜେରା କରିବ ବୋଲି ଜଣାପଡ଼ିଛି।
ଲକ୍ଷ୍ୟ କେତେ ଦୂର
ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...
କରୋନା ଗ୍ରାଫ୍ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…
ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ...
ଏଠି ମାରିବି ଶ୍ମଶାନରେ ପଡ଼ିବ
କୋଲକାତା,୧୬।୬: ଭାଜପା ନେତା ତଥା ବଲିଉଡ୍ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ବୁଧବାର ମିଥୁନ ଦା’ଙ୍କ ଜନ୍ମଦିନ ଥିବା ବେଳେ ମାନିକତଲା...
ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ : କୋଠା ତଳେ ଚାପିହୋଇ ୭ ମୃତ
ଗୋଣ୍ଡା, ୨।୬: ଉତ୍ତର ପ୍ରଦେଶର ଗୋଣ୍ଡା ଜିଲାରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଅଘଟଣରେ ୭ ଜଣ ଆହତ...
କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର
କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ...
ଉପ ରାଷ୍ଟ୍ରପତିଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇଲା ଟୁଇଟର୍…
ନୂଆଦିଲ୍ଲୀ,୫।୬: ଟୁଇଟର୍ ଏବେ ବିବାଦରେ ଘେରରେ ପଡ଼ିଛି। ପୂର୍ବରୁ ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ନିୟମ ପାଳନ କରିବା ନେଇ ଟୁଇଟୁର ବିବାଦରେ ରହିଥିବାବେଳେ...
କେକ୍-ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ ବିକ୍ରି: ଏନ୍ସିବିର ତନାଘନା…
ମୁମ୍ବାଇ,୧୩।୬: ଡ୍ରଗ୍ସ୍ ଚୋରା କାରବାରର ପର୍ଦ୍ଦାଫାଶ୍ ମୁମ୍ବାଇରେ ହୋଇଛି। ଏନ୍ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ...
ପାଣି ଘେରରେ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ
ପାଟନା,୨୬।୬: ମୌସୁମୀ ବର୍ଷାରେ ବେହାଲ ବିହାର। ଶୁକ୍ରବାର ରାତିରେ ବିହାରର ରାଜଧାନୀ ପାଟନାରେ ହୋଇଥିବା ବର୍ଷା ଯୋଗୁ ଚାରିଆଡେ ଜଳାର୍ଣ୍ଣବ ହୋଇଯାଇଛି। ବିଧାନସଭା ପରିସରରେ ପ୍ରାୟ...


