E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅଙ୍କୁର ଭାଟିଆଙ୍କ ପରଲୋକ
10:37 pmJune 4, 2021

ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍‌)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮ ବର୍ଷ ହୋଇଥିଲା। କିଛି ସପ୍ତାହ ତଳେ ସେ କୋଭିଡ୍‌ରୁ ଆରୋଗ୍ୟ ଲାଭ କରିଥିଲେ। ଶୁକ୍ରବାର ସକାଳେ ସେ ସାଇକେଲ ଚଳାଉଥିବାବେଳେ ତାଙ୍କର ଛାତିରେ ଯନ୍ତ୍ରଣା ହୋଇଥିଲା। ତାଙ୍କୁ ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।

ସେ ୧୯୯୪ରେ ଆମାଡେଅସ ବ୍ରାଣ୍ଡକୁ ଭାରତୀୟ ଉପ ମହାଦେଶକୁ ଆଣିଥିଲେ। ଏହା ଏବେ ଟ୍ରାଭେଲ ଏଜେଣ୍ଟ ଓ ବିମାନ ସେବା ପାଇଁ ଟ୍ରାଭେଲ ଟେକ୍‌ନୋଲୋଜି ଯୋଗାଉଛି। ୨୦୧୯ରେ ଆମାଡେଅସ ବ୍ରାଣ୍ଡ ସଫଳତାର ସହ ୨୫ ବର୍ଷ ପୂରା କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…

ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍‌ ୫ରେ ଜଣେ...

ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ

ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍‌...

ପୁଣି ରାଜ୍ୟ ହେବ ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୨୪।୬: ଜମ୍ମୁ-କଶ୍ମୀର ପୁଣି ଥରେ ରାଜ୍ୟ ଭାବେ ପରିଗଣିତ ହେବ। ଏ ନେଇ ଉଚିତ ସମୟକୁ ଅପେକ୍ଷା କରିବାକୁ ପଡ଼ିବ। ବର୍ତ୍ତମାନ ଦୁଇ କେନ୍ଦ୍ର ଶାସିତ...

ବିବାହର ପ୍ରଥମ ରାତିରେ ଘଟିଲା ଏମିତି ଘଟଣା: ସ୍ବାମୀ କହିଲେ, ମୋ ସହ ହୋଇଛି ଧୋକା

କାନପୁର,୨୦।୬: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ଦମ୍ପତି ନିଜ କିନ୍ନର ସନ୍ତାନକୁ ଶାସ୍ତ୍ରୀ ନଗରର ଜଣେ ଯୁବକଙ୍କୁ ବିବାହ...

କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ...

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି।...

କରୋନା ଭୂତାଣୁକୁ ନାଶ କରିବ ଏହି ମାସ୍କ

ପୁଣେ,୧୫।୬: କରୋନା ମହାମାରୀର ଦ୍ୱିତୀୟ ଲହର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଦ୍ୱିତୀୟ ଲହର ସମୟରେ କରୋନା ଭୂତାଣୁର ସବୁଠାରୁ ବିପଜ୍ଜନକ ଭାରିଏଣ୍ଟ ଦେଖାଦେଇଛି।...

ମମତାଙ୍କ ପୁତୁରା ଅଭିଷେକ ହେଲେ ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ

କୋଲକାତା,୫।୬: ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ସାଂଗଠନିକସ୍ତରରେ ଶୁକ୍ରବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଟିଏମ୍‌ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୋଦିଙ୍କୁ ହତ୍ୟା ଧମକ
Next Post Next post:
ପ୍ରଥମ ଡୋଜ୍‌ ଟିକାକରଣ: ଆମେରିକାକୁ ଟପିଲା ଭାରତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts