ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ପ୍ରକଳ୍ପରେ ୪୩,୦୦୦ କୋଟି ଟଙ୍କା ବ୍ୟୟ କରାଯିବ। ଚାଇନା ସାମୁଦ୍ରିକ ଶକ୍ତି ବୃଦ୍ଧି କରିଥିବାରୁ ଭାରତୀୟ ନୌସେନାର ଶକ୍ତି ବଢ଼ାଇବା ଲକ୍ଷ୍ୟରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବିଦେଶରୁ ପ୍ରତିରକ୍ଷା ସାମଗ୍ରୀ ଆମଦାନି ହ୍ରାସ କରିବା ଲାଗି ଅତ୍ୟାଧୁନିକ ସାମରିକ ପ୍ଲାଟଫର୍ମ ନିର୍ମାଣ ଉପରେ ଗୁରୁତ୍ୱ ଦିଆଯାଉଛି। ଏଥିରେ ଘରୋଇ ପ୍ରତିରକ୍ଷା ଉତ୍ପାଦନକାରୀ କମ୍ପାନୀ ଏବଂ ପ୍ରମୁଖ ବିଦେଶୀ ପ୍ରତିରକ୍ଷା କମ୍ପାନୀ ଏକତ୍ର କାର୍ଯ୍ୟ କରିବାକୁ ଅନୁମତି ଦିଆଯିବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିରକ୍ଷା ସାମଗ୍ରୀ ପ୍ରାପ୍ତି ପରିଷଦ (ଡିଏସି) ବୈଠକରେ ‘ପି-୭୫ ଇଣ୍ଡିଆ’ ନାମରେ ଉକ୍ତ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି।
ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ
ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ...
ଟିକାଦାନ ଏବେ ଭୋଟ୍ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ...
୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ
ନୂଆଦିଲ୍ଲୀ, ୧୩।୬(ଆଇଏଏନ୍ଏସ୍): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍ଦାର କରିବା ଲାଗି...
ଦେଶର ସମସ୍ତଙ୍କୁ ମାଗଣା ଟିକା
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ନାଗରିକଙ୍କୁ...
ଉହାନ୍ ଲ୍ୟାବ୍ରୁ ଜାଣିଶୁଣି ଲିକ୍ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…
ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍ ଲ୍ୟାବ୍ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...
ଡୋଭାଲଙ୍କ ଟାର୍ଗେଟରେ ପାକିସ୍ତାନର ୨ ଆତଙ୍କବାଦୀ ସଂଗଠନ
ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ...
ଟିକା ନେଲେ ମୂଲାୟମ: ଉପମୁଖ୍ୟମନ୍ତ୍ରୀ କହିଲେ, କ୍ଷମା ମାଗନ୍ତୁ ଅଖିଳେଶ
ଲକ୍ଷ୍ନୌ,୭।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ସୋମବାର ଲକ୍ଷ୍ନୌରେ କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।...
ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ
ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ...


