E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

୨୦୨୩ ପର୍ଯ୍ୟନ୍ତ ଫେସବୁକ୍‌ ବ୍ୟବହାର କରିପାରିବେ ନାହିଁ ଟ୍ରମ୍ପ
11:23 pmJune 4, 2021

ଓ୍ବାଶିଂଟନ,୪।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିକମ୍‌ରେ ୨୦୨୩ ପର୍ଯ୍ୟନ୍ତ ଫେସ୍‌ବୁକ ବ୍ୟବହାର କରିପାରିବେ ନାହିଁ। କାରଣ ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ତାଙ୍କୁ ଶୁକ୍ରବାର ୨ ବର୍ଷ ପାଇଁ ବାସନ୍ଦ କରିଛି। ଏଭଳି ନିଷ୍ପତ୍ତି ଦ୍ୱାରା ଫେସବୁକ୍‌ ଦର୍ଶାଇ ଦେଇଛି ଯେ, କମ୍ପାନୀର ନୀୟମ ଭଙ୍ଗ କଲେ ବିଶ୍ୱ ନେତାଙ୍କୁ ମଧ୍ୟ ଛଡ଼ାଯିବ ନାହିଁ।

ଆମେରିକାର କାପିଟୋଲରେ ଜାନୁୟାରୀ ୬ ତାରିଖରେ ଘଟିଥିବା ଦଙ୍ଗା ପରେ ଟ୍ରମ୍ପଙ୍କ ଆକାଉଣ୍ଟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାସନ୍ଦ କରିଥିଲା ଫେସବୁକ୍‌। ଏହାର ସ୍ବାଧୀନ ତଦାରଖ ବୋର୍ଡ ଟ୍ରମ୍ପଙ୍କ ଉପରୁ ଲାଗିଥିବା ବାସନ୍ଦାଦେଶକୁ ସମର୍ଥନ କରିଥିଲା। କିନ୍ତୁ ବୋର୍ଡ ପକ୍ଷରୁ କୁହାଯାଇଥିଲା, ଅନିର୍ଦ୍ଦିଷ୍ଟ ସମୟ ପାଇଁ ବାସନ୍ଦ କରାଯିବା ଉଚିତ୍‌ ନୁହେଁ। ଏଣୁ ୬ ମାସ ମଧ୍ୟରେ ଟ୍ରମ୍ପଙ୍କ ବାସନ୍ଦାଦେଶର ସମୟ ଧାର୍ଯ୍ୟ କରିବା ପାଇଁ କୁହାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...

ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ

ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍‌ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ...

୧୮ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା…

କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍‌ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ...

ଜିନ୍ସ୍‌ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …

ପୋୟାଙ୍ଗୟାଙ୍ଗ୍‌,୭।୬: ଏବେ ଜିନ୍ସ୍‌ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ...

ନଦୀକୁ ଖସିଲା ବସ୍‌: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

କରାଚୀ,୧୧।୬ : ପାକିସ୍ତାନର ଦକ୍ଷିଣପଶ୍ଚିମ ଉପତ୍ୟାକାରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଏଥିରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା...

ଭୟ କରନାହିଁ , ଭାକ୍ସିନ୍‌ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…

ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍‌ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍‌...

ସ୍ପେସ୍‌ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…

ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍‌ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ...

ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ

ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍‌କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟୁଇଟରକୁ ବ୍ୟାନ କଲା ନାଇଜେରିଆ
Next Post Next post:
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ ଏହି ତେଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts