ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ କରିବା ପାଇଁ ଏୟାରଲାଇନ୍ ଷ୍ଟାର୍ଟଅପ୍ ବୁମ୍ ସୁପରସୋନିକ୍ଠାରୁ ୟୁନାଇଟେଡ୍ ଏୟାରଲାଇନ୍ସ ୧୫ଟି ବିମାନ କିଣିବ। ବର୍ତ୍ତମାନ ଉଡ଼ାଣ କରୁଥିବା ଏୟାରକ୍ରାଫ୍ଟଗୁଡ଼ିକର ବେଗଠାରୁ ବୁମ୍ ବିମାନର ଗତି ୨ ଗୁଣ ଅଧିକ। ତେବେ ଏହି ଯାତ୍ରୀ ସେବା ୨୦୨୯ରେ ଆରମ୍ଭ ହେବ ବୋଲି ଉଭୟ କମ୍ପାନୀ ପକ୍ଷରୁ ଏକ ମିଳିତ ବିବୃତିରେ କୁହାଯାଇଛି।
Posted inଅନ୍ତର୍ଜାତୀୟ View All
ଆସ୍ଥାରେ ହାରିଲେ ସୁଇଡେନ ପ୍ରଧାନମନ୍ତ୍ରୀ
ଷ୍ଟକ୍ହୋମ୍, ୨୨ା୬: ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ ସୋମବାର ଆସ୍ଥା ଭୋଟ ହାରିଛନ୍ତି। ସୁଇଡେନର କୌଣସି ପ୍ରଧାନମନ୍ତ୍ରୀ ଆସ୍ଥା ହାରିବାରେ ଏହା ପ୍ରଥମ ଘଟଣା। ବାମ...
ଏଲିଅନ୍ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…
ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍ ପୃଥିବୀ ଉପରେ ଟେଲିସ୍କୋପ୍ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...
ଆଇଜାକ୍ ହର୍ଜୋଗ୍ ଇସ୍ରାଏଲ ରାଷ୍ଟ୍ରପତି
ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍ ହର୍ଜୋଗ୍ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍’ରେ ୧୨୦ ଜଣ ସଦସ୍ୟ...
ଶାରଳା ଆମେରିକାରେ ବିଚାରପତି
ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ କନେକ୍ଟିକଟ୍ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍ ଜିଲାର ଆମେରିକା...
ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ...
ଭିନ୍ନ ହେବେ ‘ସ୍ପେସ୍ ବେବି’
ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି...
ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍ ଥିଲା
ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା...
ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ
ଓ୍ବାଶିଂଟନ୍,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ...


