ପୁଣେ, ୫।୬: ରୁଷିଆ ଦ୍ୱାରା ବିକଶିତ କୋଭିଡ୍ ଟିକା ସ୍ପୁଟ୍ନିକ-ଭି ଉତ୍ପାଦନ ଲାଗି ସିରମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏସ୍ଆଇଆଇ)କୁ ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ ଅନୁମତି ପ୍ରଦାନ କରିଛନ୍ତି। ଅଦାର ପୁନାଓ୍ବାଲାଙ୍କ କମ୍ପାନୀ ଏହି ଟିକାର ପରୀକ୍ଷା ଓ ବିଶ୍ଳେଷଣ କରିବା ପରେ ପୁଣେ କାରଖାନାରେ ଏହାର ଉତ୍ପାଦନ କରିବ। ଏଥିପାଇଁ ପ୍ରାରମ୍ଭିକ ଅନୁମୋଦନ ମିଳିଥିବା ବେଳେ ଟିକା ଉତ୍ପାଦନ ନିମନ୍ତେ କିଛି ମାସ ଲାଗିଯିବ ବୋଲି ଏସ୍ଆଇଆଇ ମୁଖପାତ୍ର କହିଛନ୍ତି। ଏବେ ରୁଷିଆ ଏହି ଟିକା ଭାରତକୁ ରପ୍ତାନି କରିବା ସହ ହାଇଦ୍ରାବାଦର ଡ. ରେଡ୍ଡୀସ୍ ଲାବରେଟୋରିକୁ ଉତ୍ପାଦନ ଅନୁମତି ଦେଇଛି।
ଭାଜପାର ଚିନ୍ତା ବଢ଼ାଇଲେ ମୁକୁଲ
କୋଲକାତା, ୯।୬: ପଶ୍ଚିମବଙ୍ଗ ନିର୍ବାଚନରେ ପରାଜୟ ପରେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିଏମ୍ସିର ବହୁ ପୂର୍ବତନ ନେତାଙ୍କ ଭଳି ବରିଷ୍ଠ ନେତା ମୁକୁଲ ରୟ...
ନୁସ୍ରତଙ୍କ ସମସ୍ୟା ବଢ଼ିଲା
ବ୍ୟବସାୟୀ ନିଖିଲ ଜୈନଙ୍କ ସହ ବିବାହ ଭାରତୀୟ ଆଇନ ଅନୁସାରେ ବୈଧ ନୁହେଁ ବୋଲି ଟିଏମ୍ସି ଏମ୍ପି ନୁସ୍ରତ ଜହାଁ କହିବା ପରଠାରୁ ବିବାଦ ଘନେଇବାରେ...
ପାନ୍-ଆଧାର ଲିଙ୍କ୍ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍ ସହ ଆଧାର ଲିଙ୍କ୍ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...
ଟିକା ନେଲେ ବି ଡେଲ୍ଟା ଭାରିଆଣ୍ଟ ସଂକ୍ରମଣ କରିପାରେ
ନୂଆଦିଲ୍ଲୀ, ୯।୬: ଭାରତରେ ପ୍ରଥମେ ଗତବର୍ଷ ଅକ୍ଟୋବରରେ ଚିହ୍ନଟ ହୋଇଥିବା କରୋନା ଭୂତାଣୁର ଡେଲ୍ଟା ଭାରିଆଣ୍ଟ କୋଭାକ୍ସିନ କିମ୍ବା କୋଭିଶିଲ୍ଡ ଟିକାର ଉଭୟ ଡୋଜ୍ ନେଇଥିବା...
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...
ଯୋଗୀଙ୍କୁ ଭେଟିଲେ ଜିତେନ
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...
ଗୋଇନ୍ଦା, ସୁରକ୍ଷା ଅଧିକାରୀଙ୍କ ଉପରେ ଅଙ୍କୁଶ
ନୂଆଦିଲ୍ଲୀ, ୩।୬(ଆଇଏଏନ୍ଏସ୍): ଦେଶର ଗୋଇନ୍ଦା କିମ୍ବା ସୁରକ୍ଷା ବିଭାଗରେ କାର୍ଯ୍ୟରତ ଅଧିକାରୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କର ପ୍ରାକ୍ ମଞ୍ଜୁରୀ ବିନା କୌଣସି ବିଷୟ ପ୍ରକାଶ କରିପାରିବେ ନାହିଁ।...
ଦିଲ୍ଲୀ-କେନ୍ଦ୍ର ମୁହାଁମୁହିଁ: ମୁହଁ ଖୋଲିଲେ ଅଡିଟ୍ କମିଟି ମୁଖ୍ୟ
ନୂଆଦିଲ୍ଲୀ,୨୬।୬: କୋଭିଡ୍ର ଦ୍ୱିତୀୟ ଲହର ଶୀର୍ଷରେ ଥିବାବେଳେ ଦିଲ୍ଲୀ ଅକ୍ସିଜେନ ଅଭାବକୁ ବଢ଼େଇ ଚଢ଼େଇ ପ୍ରକାଶ କରିଥିବା କହିବା ଉଚତ୍ ହେବ ନାହିଁ। ଏଭଳି ମନ୍ତବ୍ୟ...


