E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ବଜାରରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷା
10:25 amJune 5, 2021

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍‌ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ ମାର୍କେଟ୍‌ରେ ପରିବା, ମାଛ, ମାଂସ ବ୍ୟବସାୟୀଙ୍କ ନମୁନା ସଂଗ୍ରହ କରାଯାଇଥିଲା। ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ଓ ଜୋନାଲ୍‌ ଡେପୁଟି କମିଶନର ପୁରନ୍ଦର ନନ୍ଦ ଉପସ୍ଥିତ ରହି ବ୍ୟବସାୟୀଙ୍କୁ କୋଭିଡ୍‌ ପରୀକ୍ଷଣର ଉପାଦେୟତା ସମ୍ପର୍କରେ ବୁଝାଇବା ସହ ଏଥିପାଇଁ ଉତ୍ସାହିତ କରିଥିଲେ। ପଜିଟିଭ୍‌ ବାହାରିଲେ ଆବଶ୍ୟକ ଚିକିତ୍ସା ବ୍ୟବସ୍ଥା କରାଯିବ ବୋଲି କହିଥିଲେ। ସୂଚନାଯୋଗ୍ୟ, ବ୍ୟବସାୟୀମାନେ ଦୈନିକ ହାଟ ବଜାରକୁ ଆସୁଛନ୍ତି। ଜଣେ ବ୍ୟବସାୟୀ ଅତି କମ୍‌ରେ ୩୦ରୁ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସିଥାନ୍ତି। କୌଣସି ବ୍ୟବସାୟୀ କରୋନାରେ ଆକ୍ରାନ୍ତ ଥିଲେ ଅଜାଣତରେ ସଂକ୍ରମଣ ବ୍ୟାପିବାର ବହୁ ଆଶଙ୍କା ରହୁଛି। ତେଣୁ ଟେଷ୍ଟର ଜରୁରୀ ଆବଶ୍ୟକତା ରହିଛି। ସମ୍ପୃକ୍ତ ବ୍ୟବସାୟୀ ମଧ୍ୟ ନିଜ ସ୍ବାସ୍ଥ୍ୟକୁ ଜଗି ପାରିବେ ବୋଲି ଜୋନାଲ୍‌ ଡେପୁଟି କମିଶନର ନନ୍ଦ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ

କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ...

ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା

କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍‌ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍‌ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ...

ନେଟ୍‌ଓ୍ବର୍କ ପାଇବାକୁ ନୟାନ୍ତ

ବଇଣ୍ଡା,୨୧ା୬: ପୂର୍ବରୁ କେବଳ ଯୋଗାଯୋଗର ମାଧ୍ୟମ ଥିବା ମୋବାଇଲ ଏବେ ଏକ ଜରୁରୀ ଆବଶ୍ୟକତା ହୋଇଯାଇଛି। ସ୍ମାର୍ଟ ତଥା ବ୍ୟସ୍ତ ଜୀବନର ତ ଏହା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ...

ପ୍ରେମ ନିବେଦନ ପ୍ରତ୍ୟାଖ୍ୟାନ: ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ

ଖଇରା,୧୦।୬- ପ୍ରେମ ନିବେଦନରେ ବିଫଳ ହେବାରୁ ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ ଯୁବକ। ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି...

ଦୀପ୍ତେଶ ଜେଲ ଆଇଜି, ନରସିଂହଙ୍କୁ କେନ୍ଦ୍ରାଞ୍ଚଳ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୪ଜଣ ଆଇପିଏସ୍‌ ଓ ୨ଜଣ ଓପିଏସ୍‌ ଅଫିସରଙ୍କ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ

କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍‌ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍‌ ପୋଲିସକୁ ମିଳିଳାଣି ବିପୁଳ ପରିମାଣର...

ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍‌ ୧୯ ନମୂନାରେ ଭାଇରାଲ ଲୋଡ୍‌। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌)...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ
Next Post Next post:
ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts